ପୁରୀରେ ହେବ ଏଏସଆଇ ର ମଣ୍ଡଳ ମୁଖ୍ୟ କାର୍ଯ୍ୟାଳୟ
ଭୁବନେଶ୍ୱର : ପୁରୀରେ ହେବ ଏଏସଆଇ ର ମଣ୍ଡଳ ମୁଖ୍ୟ କାର୍ଯ୍ୟାଳୟ । ଓଡ଼ିଶାରେ କେନ୍ଦ୍ରୀୟ ସଂରକ୍ଷିତ ଐତିହ୍ୟ ଓ କୀର୍ତ୍ତିରାଜିର ସଂରକ୍ଷଣ ଏବଂ ରକ୍ଷଣାବେକ୍ଷଣ ପାଇଁ ଭାରତ ସରକାରଙ୍କ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ (ଏଏସଆଇ) ପୁରୀ ଠାରେ ନୂତନ ମୁଖ୍ୟ କାର୍ଯ୍ୟାଳୟ ପ୍ରତିଷ୍ଠା…