ଦଳ ଶାସନକୁ ଆସିବାଠାରୁ ମହିଳାଙ୍କ ଉପରେ ଫୋକସ୍ ରହିଛି : ନବୀନ
ପୁରୀ : ୨୬ ବର୍ଷରେ ପାଦ ଥାପିଛି ବିଜେଡି । ଏହି ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମହିଳା ସଶକ୍ତିକରଣ ଉପରେ ଗୁରୁତ୍ୱ ଦେଇଛନ୍ତି । ବିଜୁ ବାବୁଙ୍କ ଆଦର୍ଶକୁ ମନେ ପକାଇ ଦେଇ ସେ କହିଛନ୍ତି, ବିଜୁ ବାବୁ ଜଣେ ଜନନାୟକ । ତାଙ୍କ ଆଦର୍ଶରେ ଦଳ ଏବେ ବି ଆଗେଇ ଚାଲିଛି । ଓଡିଶାର ଉନ୍ନତି…