ମହାଜାଗତିକ ଦୃଶ୍ୟ: ଆକାଶରେ ଲୋହିତ ଚନ୍ଦ୍ର
ଭୁବନେଶ୍ୱର : ମହାକାଶରେ ଲୋହିତ ଚନ୍ଦ୍ର । ଦେଖୁ ଦେଖୁ ଲାଲ୍ ରଙ୍ଗ ଧାରଣ କରିଥିଲା ସୁନ୍ଦର ଶୀତଳ ଚନ୍ଦ୍ର । ପୁରୀ ସମେତ ରାଜ୍ୟର ସମସ୍ତ ସ୍ଥାନକୁ ମହାକାଶରେ ଏହି ମହାଜାଗତିକ ଦୃଶ୍ୟ ଦେଖିବାକୁ ମିଳିଛି । ଭୁବନେଶ୍ୱରରେ ଆଂଶିକ ଗ୍ରହଣ ଦୃଶ୍ୟମାନ ହୋଇଛି । ଛାଇ ଆଲୁଆର ଖେଳକୁ କେତେକ ଦେଶର …