Latest Odisha News
Yearly Archives

2022

ଧାମନଗର ଫଳ:୧୧ ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ଆଗୁଆ

ଧାମନଗର: ଧାମନଗର ଫଳାଫଳ ଆଉ କିଛି ସମୟ ପରେ ପ୍ରକାଶ ପାଇବ । ୧୧ତମ ରାଉଣ୍ଡ ପର୍ଯ୍ୟନ୍ତ ବିଜେପି ପ୍ରାର୍ଥୀ ଆଗୁଆ ରହିଆସିଛନ୍ତି । ଭୋଟରଙ୍କ ମତାମତ ନେଇ ଯାହା ଆଶା କରୁଥିଲେ ସୂରଜ, ଫଳାଫଳ ତାଙ୍କ ସପକ୍ଷରେ ଯାଉଥିବା ଦେଖିବାକୁ ମିଳୁଛି । ବିଜେପି ପୁଣି ଗଡ଼ ଜିତିବା ନେଇ ସ୍ପଷ୍ଟ ଚିତ୍ର…

ଧାମନଗର ରାୟ: ଆଗେଇ ଚାଲିଛି ବିଜେପି, ପଛରେ କଂଗ୍ରେସ

ଧାମନଗର: ଧାମନଗର ଭୋଟ୍ ଗଣତି କଡ଼ା ସୁରକ୍ଷା ବଳୟ ମଧ୍ୟରେ ଜାରି ରହିଛି । ୧୦ ମ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଛନ୍ତି । ନବମ ରାଉଣ୍ଡରେ ସୂରଜ ୪୮୪୫ ଭୋଟରେ ଆଗୁଆ ରହିଛନ୍ତି । ତାଙ୍କୁ ୪୫,୩୨୧  ଖଣ୍ଡ ଭୋଟ୍ ମିଳିଛି । ବିଜେଡି ପ୍ରାର୍ଥୀ ଅବନ୍ତୀ…

ଦିଲ୍ଲୀରେ ଗଡ଼ିବନି ଡିଜେଲ କାର୍‌, ଦିଲ୍ଲୀ ପରିବହନ ବିଭାଗ ଦେଲେ ସୂଚନା

ନୂଆଦିଲ୍ଲୀ : ଦିନ କୁ ଦିନ ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ବଢ଼ିବାରେ ଲାଗିଛି । ଅଣନିଶ୍ବାସୀ ହୋଇଗଲେଣି ଲୋକେ  । ପ୍ରଦୂଷଣକୁ ଦୃଷ୍ଟିରେ ରଖି ଏନେଇ ଦିଲ୍ଲୀ ପରିବହନ ବିଭାଗ ନେଇଛନ୍ତି ବଡ଼ ନିଷ୍ପତ୍ତି । ରାଜଧାନୀରେ ଗାଡ଼ି ଚାଲିବା ଉପରେ ଲାଗିଲା ପ୍ରତିବନ୍ଧକ। ଦିଲ୍ଲୀରେ ଗଡ଼ିବନି ଡିଜେଲ…

ଧାମନଗର ରାୟ : ୯ମ ରାଉଣ୍ଡ ପରେ ବିଜୟ ନେଇ ଆଶାବାଦୀ ସୂରଜ

ଧାମନଗର: ଧାମନଗର ଭୋଟ୍ ଗଣତି କଡ଼ା ସୁରକ୍ଷା ବଳୟ ମଧ୍ୟରେ ଜାରି ରହିଛି । ୯ମ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଛନ୍ତି । ନବମ ରାଉଣ୍ଡରେ ସୂରଜ ୫୨୬୫  ଭୋଟରେ ଆଗୁଆ ରହିଛନ୍ତି । ତାଙ୍କୁ ୪୧,୦୮୯ ଖଣ୍ଡ ଭୋଟ୍ ମିଳିଛି । ବିଜେପି ପ୍ରାର୍ଥୀ…

ଧାମନଗର ରାୟ : ୮ମ ରାଉଣ୍ଡରେ ସୂରଜ ୫୯୯୧ ଭୋଟରେ ଆଗୁଆ

ଧାମନଗର: ଧାମନଗର ଭୋଟ୍ ଗଣତି କଡ଼ା ସୁରକ୍ଷା ବଳୟ ମଧ୍ୟରେ ଜାରି ରହିଛି । ୮ମ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଛନ୍ତି । ଅଷ୍ଟମ ରାଉଣ୍ଡରେ ସୂରଜ ୫୯୯୧ ଭୋଟରେ ଆଗୁଆ ରହିଛନ୍ତି । ତାଙ୍କୁ ୩୬,୦୭୩  ଖଣ୍ଡ ଭୋଟ୍ ମିଳିଛି । ବିଜେପି ପ୍ରାର୍ଥୀ…

ଡେଲିଭରି ପାଇଁ ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତ୍ରୀ ଆଲିଆ ଭଟ୍ଟ

ନୂଆଦିଲ୍ଲୀ : ଡେଲିଭରି ପାଇଁ ଏଚ୍‌.ଏନ୍‌ ରିଲାଏନ୍ସ ଫାଉଣ୍ଡେସନ ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତ୍ରୀ ଆଲିଆ ଭଟ୍ଟ । ଆଜି ସକାଳ ୭.୩0ରେ ଆଲିଆ ସ୍ୱାମୀ ରଣବୀରଙ୍କ ସହ ଡାକ୍ତରଖାନାରେ ପହଞ୍ଚିଥିଲେ। ଭାଇରାଲ୍ ଭାୟାନୀଙ୍କ ଅଫିସିଆଲ୍ ଇନଷ୍ଟା ହ୍ୟାଣ୍ଡଲ୍ ଏହି ଖବର ସେୟାର କରାଯାଇଛି | ସେୟାର…

ଧାମନଗର ଭୋଟ୍ ୭ମ ରାଉଣ୍ଡ ସୁଦ୍ଧା ସୂରଜ ଆଗୁଆ

ଧାମନଗର: ଧାମନଗର ଭୋଟ୍ ଗଣତି କଡ଼ା ସୁରକ୍ଷା ବଳୟ ମଧ୍ୟରେ ଜାରି ରହିଛି । ୭ମ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଛନ୍ତି । ୭ମ ରାଉଣ୍ଡରେ ସୂରଜ ୫୨୦୦ ଭୋଟରେ ଆଗରେ ରହିଛନ୍ତି । ତାଙ୍କୁ ୩୧,୯୦୮ ଖଣ୍ଡ ଭୋଟ୍ ମିଳିଛି । ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ…

ଧାମନଗର: ୬ଷଷ୍ଠ ରାଉଣ୍ଡରେ ବିଜେପି ଆଗୁଆ

ଧାମନଗର: ଧାମନଗର ଭୋଟ୍ ଗଣତି କଡ଼ା ସୁରକ୍ଷା ବଳୟ ମଧ୍ୟରେ ଜାରି ରହିଛି । ୬ଷଷ୍ଠ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଛନ୍ତି । ୬ଷ୍ଠ ରାଉଣ୍ଡରେ ସୂରଜ ୪୩୯୨ ଭୋଟ ପାଇ ଆଗରେ ରହିଛନ୍ତି । ତାଙ୍କୁ ୨୭,୧୬୦ ଭୋଟ୍ ମିଳିଛି । ବିଜେପି ପ୍ରାର୍ଥୀ…

ଧାମନଗର: ୫ମ ରାଉଣ୍ଡରେ ବିଜେପି ପ୍ରାର୍ଥୀ ଆଗୁଆ

ଧାମନଗର: ୫ମ ରାଉଣ୍ଡରେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୨୨୪୯୫, ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ୧୮ହଜାର ୯୨୩, କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ ୭୧୯, ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ  ୩୩୮୯, ସ୍ୱାଧୀନ ପ୍ରାର୍ଥୀ ପବିତ୍ର ମୋହନ ଦାସ ୧୩୨ ଖଣ୍ଡ ଭୋଟ୍ ପାଇଛନ୍ତି । ସୂରଜ…

ଧାମନଗର ଉପନିର୍ବାଚନ: ୪ରାଉଣ୍ଡରେ ଆଗୁଆ ରହି ପ୍ରତିକ୍ରିୟା ରଖିଲେ ସୂରଜ

ଧାମନଗର : ପ୍ରଥମ ୪ଟି ରାଉଣ୍ଡରେ ଆଗୁଆ ରହିଛନ୍ତି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ । ଏନେଇ ନିଜ ପ୍ରତିକ୍ରିୟାରେ ସେ କହିଛନ୍ତିଯେ, ଉପନିର୍ବାଚନରେ ୫ ଜଣ ପ୍ରାର୍ଥୀ ଥିଲେ । ଧାମନଗରବାସୀ ନିଜର ମତଦାନ କରିଛନ୍ତି । ବିଜେପି ଇତିହାସ ରଚିବାର ଆଶା ରଖିଛନ୍ତି । ଅସମୟରେ ଉପନିର୍ବାଚନ…