Latest Odisha News
Yearly Archives

2022

ଧାମନଗର ଉପନିର୍ବାଚନ: ବିଜେପି ଓ ବିଜେଡି ମଧ୍ୟରେ ଟକ୍କର

ଧାମନଗର: ଧାମନଗର ଉପନିର୍ପ୍ରବାଚନ ପାଇଁ ଭୋଟ୍ ଗଣତି ଜାରି ରହିଛି ୧ମ ରାଉଣ୍ଡରେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୪୭୪୯, ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ୩୯୮୦, କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ୧୬୨, ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର କୁମାର ଦାସ ୪୦୨, ସ୍ୱାଧୀନ ପ୍ରାର୍ଥୀ…

ଧାମନଗର ଉପନିର୍ବାଚନ: ୪ର୍ଥ ରାଉଣ୍ଡରେ ବିଜେପି ପ୍ରାର୍ଥୀ ଆଗୁଆ

ଧାମନଗର: ଧାମନଗର ଭୋଟ୍ ଗଣତି ଜାରି ରହିଛି । ଚତୁର୍ଥ ରାଉଣ୍ଡରେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଛନ୍ତି । ୪ର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସେ ୩୨୬୧ ଭୋଟରେ ଆଗୁଆ ଅଛନ୍ତି । ତାଙ୍କୁ ୧୮,୧୮୧ , ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ୧୪୯୨୦, କଂଗ୍ରେସ ପ୍ରାର୍ଥୀ ବାବା…

ଦୁଷ୍କର୍ମ ଅଭିଯୋଗରେ ସିଡନୀରେ ଗିରଫ ହେଲେ ଶ୍ରୀଲଙ୍କା କ୍ରିକେଟର ଦନୁଷ୍କ

ସିଡନୀ: ଶ୍ରୀଲଙ୍କାର ବ୍ୟାଟ୍ସମ୍ୟାନ ଦନୁଷ୍କା ଗୁଣଥାଲିକା ଦୁଷ୍କର୍ମ ଅଭିଯୋଗରେ ସିଡନୀ ପୋଲିସ ଦ୍ୱାରା ଗିରଫ ହୋଇଛନ୍ତି । ଦି ଅଷ୍ଟ୍ରେଲିଆନରେ ପ୍ରକାଶିତ ରିପୋର୍ଟ ଅନୁସାରେ ତାଙ୍କ ଉପରେ ୪ଟି ଅଭିଯୋଗ ଲଗାଯାଇଛି । ଜଣେ ୨୦ ବର୍ଷୀୟା ମହିଳା ବିନା ଅନୁମତିରେ ସେ ଦୁଷ୍କର୍ମ କରିଥିବା ମାରାତ୍ମକ…

ଧାମନଗର ଉପନିର୍ବାଚନ : କଡ଼ା ସୁରକ୍ଷାବଳୟରେ ଭୋଟ୍ ଗଣତି, ୩ୟ ରାଉଣ୍ଡ ଶେଷ

ଧାମନଗର: ଧାମନଗର ଭୋଟ୍ ଗଣତି କଡ଼ା ସୁରକ୍ଷା ବଳୟ ମଧ୍ୟରେ ଜାରି ରହିଛି । ୩ୟ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଛନ୍ତି । ଗତ ଦୁଇ ରାଉଣ୍ଡରେ ମଧ୍ୟ ସୂରଜ ଆଗୁଆ ଥିଲେ । ୩ୟ ରାଉଣ୍ଡରେ ସୂରଜ ୧୨,୮୯୨ ଭୋଟ ପାଇ ଆଗରେ ରହିଛନ୍ତି । ତାଙ୍କ ପଛକୁ ବିଜେଡି…

ଡ୍ରେନରୁ ଜଣେ ଯୁବକଙ୍କ ମୃତ ଦେହ ଠାବ

ପୁରୀ : ନାଳରେ ଭାସୁଛି ଯୁବକଙ୍କ ମୃତ ଦେହ । ଏଭଳି ଅଭାବନୀୟ ଦୃଶ୍ୟ ରେଡକ୍ରସ ରୋଡ ପୁରୀ ପୋଲିସ ହାଇସ୍କୁଲ ନିକଟରେ ଦେଖିବାକୁ ମିଳିଛି । ପୋଲିସ ହାଇସ୍କୁଲ ଗେଟ ଦେଇ ଯାଇଥିବା ନଳାରେ ଜଣେ ଅଜଣା ମୃତ ଦେହ ପାଣିରେ ଭାସମାନ ଅବସ୍ଥାରେ ପଡ଼ିଥିବାର ଦେଖିବାକୁ ମିଳିଛି l ଏନେଇ ମୃତ୍ୟୁର କାରଣ…

ରେଳ ଧାରଣାରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର : ରେଳ ଧାରଣାରୁ ମିଳିଲା ଜଣେ ଯୁବତୀଙ୍କ ମୃତଦେହ। ବଲାଙ୍ଗିର ରେଲୱେ ଷ୍ଟେସନ ନିକଟରେ ଥିବା ଖୁଜେନପାଲି ରେଲୱେ ଫାଟକରୁ ଉଦ୍ଧାର ହୋଇଛି ଯୁବତୀଙ୍କ ମୃତ ଦେହ । ମୃତ ଯୁବତୀଙ୍କ ଜଣକ ହେଲେ ବଲାଙ୍ଗିର ତାଲପାଳି ପଡ଼ାର ସାରିକା ସାଏ। ସେ ଏକ ବୀମା କମ୍ପାନୀରେ ଚାକିରି କରୁଥିଲେ ।…

ତ୍ରିବିକ୍ରମ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ: ଆାଜି ହେଉଛି ପଞ୍ଚୁକର ତୃତୀୟ ଦିନ। ତ୍ରିବିକ୍ରମ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ  ତିଥିରେ ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କର ତିବିକ୍ରମ ବେଶ  ଅନୁଷ୍ଠିତ ହୋଇଛି | ଏହି ବେଶରେ ପ୍ରଭୁ ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ…

ଅନୁବାଦ ଗଳ୍ପ : ନୂଆଘର

ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୫୭ ମୂଳ ପଞ୍ଜାବୀ: କର୍ତ୍ତାର ସିଂହ ଡୁଗ୍‌ଗଲ ଡେପୁଟୀ କମିଶନର ସା’ବ୍ ଆମକୁ କହିଲେ ଯେ ବଡ଼ବଡ଼ିଆ ହାକିମହୁକୁମାଙ୍କ ଲାଗି ଅଲଗା ଘରସବୁ ରଖାଯାଇଛି - ସେସବୁ ବଙ୍ଗଳାଗୁଡ଼ିକ ବେଶ୍ ପ୍ରଶସ୍ତ । ମୁସଲମାନ ଲୋକମାନେ ସେସବୁ ଘର ଛାଡ଼ିବା…

କର୍ମଚାରୀଙ୍କ ଛଟେଇକୁ ନେଇ କ୍ଷମା ମାଗିଲେ ଟ୍ୱିଟରର ପୂର୍ବତନ କୋ-ଫାଉଣ୍ଡର ଜ୍ୟାକ୍ ଡୋର୍ସି

ନୂଆଦିଲ୍ଲୀ: ଆକ୍ସନ ମୋଡରେ ଏଲନ୍ ମସ୍କ  । ସେ ଟ୍ୱିଟର୍‌ର ନୂଆ ସିଇଓ ହେବା ପରେ କମ୍ପାନୀର ଅଧାରୁ ଅଧିକ କର୍ମଚାରୀଙ୍କୁ ଛଟେଇ କରିଛନ୍ତି। ଏଥିରେ ଅଧିକାଂଶ କର୍ମଚାରୀ ଭାରତୀୟ ବୋଲି ଜଣାପଡ଼ିଛନ୍ତି।  କର୍ମଚାରୀଙ୍କ ଛଟେଇକୁ ନେଇ ଟ୍ୱିଟର୍ର ପୂର୍ବତନ କୋ-ଫାଉଣ୍ଡର ଜ୍ୟାକ୍ ଡୋର୍ସି…

ଶିଶୁ ଗଳ୍ପ : ଟୁକୁଲର ଡଙ୍ଗା ଭସା

କୁଞ୍ଜ ବିହାରୀ ସାହୁ  ପୁଅ ଉଠିପଡ଼ ସକାଳ ହେଲାଣି । କାଉ ରାବିଲାଣି । ଏମିତି ଘୋଡ଼େଇ କେତେ ସମୟ ଶୋଇବୁ ଯେ ! ବୋଉ କଥାକୁ ନ ଶୁଣି କମ୍ବଳ ଘୋଡ଼େଇ ଶୋଇଲା ଟୁକୁଲ । ଏଇ କେଇଦିନ ହେଲା ପହାନ୍ତା ପହରେ ଶୀତ ଲାଗୁଛି । ଟୁକୁଲ ଜାଣିଶୁଣି ଉଠୁନି । କିଛି ସମୟ ରହି ବୋଉ ଡାକିଲେ - ଉଠି…