ନ୍ୟୁଜିଲାଣ୍ଡକୁ ହରାଇ ସେମିରେ ପ୍ରବେଶ ଆଶା ଉଜ୍ଜୀବୀତ ରଖିଲା ଇଂଲଣ୍ଡ
ମେଲବୋର୍ଣ୍ଣ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟରେ ମଙ୍ଗଳବାର ଅନୁଷ୍ଠିତ ମୁକାବିଲାରେ ଇଂଲଣ୍ଡ ୨୦ ରନରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ସେମି ଫାଇନାଲ ପ୍ରବେଶ ଆଶା ଉଜ୍ଜୀବୀତ ରଖିଛି । ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ୨୦ ଓଭରରେ ୬ ୱିକେଟ ବିନିମୟରେ ୧୭୯ ରନ ସଂଗ୍ରହ କରିଥିଲା । ଜୋସ ବଟଲର ୭୩ ଓ…