ମୋରବି ଘଟଣାକୁ ନେଇ ଉଚ୍ଚସ୍ତରୀୟ ବୈଠକ, ଗୁଜରାଟରେ ପାଳନ ହେବ ଶୋକ ଦିବସ
ଗାନ୍ଧୀନଗର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟରେ ଝୁଲାପୋଲ ଦୁର୍ଘଟଣାକୁ ନେଇ ରାଜଭବନରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି । ବୈଠକ ପରେ ଗୁଜରାଟରେ ଗୋଟିଏ ଦିନ ପାଇଁ ଶୋକ ଦିବସ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଥିବା ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ କହିଛନ୍ତି ।…