ଓଡ଼ିଶୀ ନୃତ୍ୟ ସହିତ କୁଚିପୁଡ଼ି ନୃତ୍ୟରେ ଦର୍ଶକ ହେଲେ ବିଭୋର
ଭୁବନେଶ୍ୱର -ତ୍ରିଧାରା ଅନୁଷ୍ଠାନ ଦ୍ୱାରା ଆୟୋଜିତ ୧୬ତମ ଗୁରୁ ଦେବପ୍ରସାଦ ପୁରସ୍କାର ଉତ୍ସବର ଦ୍ୱିତୀୟ ସଂଧ୍ୟାରେ ଓଡ଼ିଶୀ ଦଳଗତ, ଦୈତ୍ୟ ଓ ଏକକ ନୃତ୍ୟ ସହିତ କୁଚିପୁଡ଼ି ନୃତ୍ୟର ଏକ ସୁନ୍ଦର ମିଶ୍ରଣ ରବୀନ୍ଦ୍ର ମଣ୍ଡପରେ ଦେଖିବାକୁ ମିଳିଥିଲା ।
ଦ୍ୱିତୀୟ ସନ୍ଧ୍ୟାର ପ୍ରଥମ ଉପସ୍ଥାପନା ଥିଲା…