ଗୁଜରାଟରେ ସମାନ ନାଗରିକ ସଂହିତା ଲାଗୁ ପାଇଁ ବିଜେପିର ଘୋଷଣା
ଅହମ୍ମଦାବାଦ: ଗୁଜୁରାଟ ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପି ସରକାରଙ୍କ ବଡ଼ ଘୋଷଣା କରିଛନ୍ତି । ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପୂର୍ବରୁ ବିଜେପି ସରକାର ରାଜ୍ୟରେ ସମାନ ନାଗରିକ ସଂହିତା କାର୍ଯ୍ୟକାରୀ କରିବା ପାଇଁ କମିଟି ଘୋଷଣା କରିବାକୁ କହିଛନ୍ତି ଗୁଜରାଟ ସରକାର ।…