ହରିୟାଣାର ସୁରଜକୁଣ୍ଡରେ ରାଜ୍ୟ ଗୃହ ମନ୍ତ୍ରୀମାନଙ୍କ ଚିନ୍ତନ ଶିବିର
ନୂଆଦିଲ୍ଲୀ: କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ୍ ଶାହ 27 ଓ 28 ଅକ୍ଟୋବର 2022 ରେ ହରିୟାଣାର ସୁରଜକୁଣ୍ଡରେ ବିଭିନ୍ନ ରାଜ୍ୟର ‘ଗୃହ ମନ୍ତ୍ରୀମାନଙ୍କର ଚିନ୍ତନ ଶିବିର’ ରେ ଅଧ୍ୟକ୍ଷତା କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଚିନ୍ତନ ଶିବିରକୁ…