ପାକିସ୍ତାନ ସହ ଖେଳିବା ପାଇଁ ଆମେ ପ୍ରସ୍ତୁତ: ରୋହିତ
ସିଡନୀ: ଆସନ୍ତାକାଲି ଅଷ୍ଟ୍ରେଲିଆରେ ଟି-ଟ୍ୱେଣ୍ଟି ବିଶ୍ୱକପ୍ ମ୍ୟାଚରେ ପାକିସ୍ତାନ ବିପକ୍ଷରେ ଭାରତ ପ୍ରଥମ ମ୍ୟାଚ ଖେଳିବ । ଏହା ପୂର୍ବରୁ ଅଧିନାୟକ ରୋହିତ ଶର୍ମା ପ୍ରେସ ମିଟରେ ଦଳର ପ୍ରସ୍ତୁତି ନେଇ ମତ ରଖିଛନ୍ତି । ସେ କହିଛନ୍ତି ବିଶ୍ବକପ ଖେଳିବା ଗୈାରବର କଥା । ଦେଶ ପାଇଁ ଖେଳିବା…