ଓଡ଼ିଶା ଉପକୂଳ ଛୁଇଁବନି ବାତ୍ୟା, ୨୬ ଯାଏ ଅଶାନ୍ତ ରହିବ ସମୁଦ୍ର
ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଦକ୍ଷିଣପୂର୍ବ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖରେ ଅବପାତର ରୂପ ନେବ ।…