Latest Odisha News

BREAKING NEWS

Yearly Archives

2022

କେଶ ପାଇଁ ଭଲ ମେହେନ୍ଦୀ, ପ୍ରାକୃତିକ ଉପାୟରେ କରନ୍ତୁ ହେୟାର କଲର

ଓଡ଼ିଶା ସମ୍ବାଦ ବ୍ୟୁରୋ: ମେହେନ୍ଦୀ କେବଳ ହାତରେ ନୁହେଁ କେଶ ପାଇଁ ମଧ୍ୟ ବ୍ୟବହୃତ ହୁଏ। ଏହା କେଶକୁ ପ୍ରାକୃତିକ ଭାବରେ ରଙ୍ଗ କରିବା ପାଇଁ ସାହାଯ୍ୟ କରେ। ଧଳା କେଶର ସମସ୍ୟାକୁ ଏଡାଇବା ପାଇଁ ଅନେକ ଲୋକ ହେନା ବ୍ୟବହାର କରନ୍ତି। ଏହା ବ୍ୟତୀତ, ଆଜିକାଲିର ଯୁବପିଢି ଏହାକୁ କେଶକୁ କଳା ଏବଂ…

ହାଇକୋର୍ଟରୁ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି

କଟକ: ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟଙ୍କ ରହିତାଦେଶ । ଯିବନି କଂଗ୍ରେସ ବିଧାୟ ମହମ୍ମଦ ମୋକିମଙ୍କ ପଦ । ଓଡ଼ିଶା ରୁରାଲ୍ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ୍ (ORHDC) ଦୁର୍ନୀତି ମାମଲାରେ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ଜେଲ୍ ଦଣ୍ଡାଦେଶ ଦେଇଥିଲେ ଭିଜିଲାନ୍ସ…

ସ୍ୱାଧୀନ ପ୍ରାର୍ଥୀ ହେବା ପରେ ରାଜେନ୍ଦ୍ର ଦାସଙ୍କୁ ବହିଷ୍କାର କଲା ବିଜେଡି

ଭୁବନେଶ୍ୱର: ବିଦ୍ରୋହୀ ନେତା ରାଜେନ୍ଦ୍ର ଦାସଙ୍କୁ ଆଜି ବହିଷ୍କାର କରିଛି ବିଜେଡି । ଦଳ ବିରୋଧୀ କାର୍ଯ୍ୟ ପାଇଁ ରାଜେନ୍ଦ୍ରଙ୍କୁ ବହିଷ୍କାର କରାଯାଇଥିବା କୁହାଯାଇଛି । ଧାମନଗର ଉପନିର୍ବାଚନରେ ଦଳ ଅବନ୍ତୀଙ୍କୁ ପ୍ରାର୍ଥୀ କରିବା ପରେ ରାଜେନ୍ଦ୍ର ଅସନ୍ତୁଷ୍ଟ ହୋଇ ସ୍ୱାଧୀନ ପ୍ରାର୍ଥୀ…

ରାଜ କୁନ୍ଦ୍ରା କାହିଁକି ସବୁବେଳେ ନିଜ ମୁହଁ ଲୁଚାନ୍ତି ? ଟ୍ରୋଲରମାନଙ୍କୁ ଦେଲେ ଉତ୍ତର

ମୁମ୍ବାଇ: ଗତ ବର୍ଷ ପର୍ଣ୍ଣୋଗ୍ରାଫି ମାମଲାରେ ବଲିଉଡ଼ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ୱାମୀ ରାଜ କୁନ୍ଦ୍ରାଙ୍କୁ ଗିରଫ କରାଯାଇଥିଲା। ତେବେ ତାଙ୍କୁ କିଛି ମାସ ପରେ ଜାମିନ ପ୍ରଦାନ କରାଯାଇଥିଲା। ସେବେଠାରୁ ରାଜ କୁନ୍ଦ୍ରା ସୋସିଆଲ ମିଡିଆରେ ଟ୍ରୋଲ ହୋଇଆସୁଛନ୍ତି। ନିକଟରେ ରାଜ କୁନ୍ଦ୍ରା…

ଆମେରିକୀୟ ବିମାନରେ ସାପ ଦେଖି ଭୟଭୀତ ହେଲେ ଯାତ୍ରୀ

ନୂଆଦିଲ୍ଲୀ: ‘ୟୁନାଇଟେଡ୍‌ ଏୟାର୍‌ଲାଇନ୍‌ସ୍‌’ ୨୦୩୮ ବିମାନରେ ସାପ ଦେଖି ଚିତ୍କାର କଲେ ଯାତ୍ରୀ। ଫ୍ଲୋରିଡାର ଟାମ୍ପାରୁ ନିଉଜର୍ସି ଅଭିମୁଖେ ଯାଉଥିଲା ‘ୟୁନାଇଟେଡ୍‌ ଏୟାର୍‌ଲାଇନ୍‌ସ୍‌’। ଏନେଇ ରିପୋର୍ଟ ପ୍ରଦାନ କରିଛି ‘ରଏଟର୍ସ’। ତେବେ ଯାତ୍ରୀମାନଙ୍କ ଠାରୁ ଅବଗତ ହେବା ପରେ ବିମାନ…

‘ତାରେ ଜମିନ୍ ପର୍’ କୁ ନେଇ ଅକ୍ଷୟ ଖାନ୍ନାଙ୍କ ବଡ଼ ଖୁଲାସା, ସେ ପାଇଥାନ୍ତେ ଏହି ଫିଲ୍ମ !

ମୁମ୍ବାଇ: ବଲିଉଡ଼ ଅଭିନେତା ଆମୀର ଖାନ ୨୦୦୭ ମସିହାରେ ଚଳଚ୍ଚିତ୍ର 'ତାରେ ଜମିନ୍ ପର୍' କୁ ନିର୍ଦ୍ଦେଶନା ଦେବା ସହ ଅଭିନେତା ମଧ୍ୟ ହୋଇଥିଲେ। ଏହି ଚଳଚ୍ଚିତ୍ରକୁ ଦର୍ଶକ ବେଶ ପସନ୍ଦ କରିଥିଲେ। ଏହା ସହିତ ଏହି ଚଳଚ୍ଚିତ୍ରଟି ଭାରତ ପକ୍ଷରୁ ଓସ୍କାରରେ ମନୋନୀତ ହୋଇଥିଲା। ବର୍ତ୍ତମାନ ଫିଲ୍ମ…

ପଞ୍ଜଶିର ଘାଟିରେ ତାଲିବାନଙ୍କ ବର୍ବରତା

କାବୁଲ: ଆଫଗାନିସ୍ତାନକୁ କବଜା କରିବା ପରେ ତାଲିବାନଙ୍କ ଆଖି ପଞ୍ଜଶିର ଘାଟିର ବିଦ୍ରୋହୀଙ୍କ ଉପରେ ରହିଛି । ରିପୋର୍ଟ ମୁତାବକ ଚଳିତ ମାସରେ ତାଲିବାନୀମାନେ ୨୭ଜଣ ବିଦ୍ରୋହୀ ଏଠାରେ ହତ୍ୟା କରି ସାରିଛନ୍ତି । ଆଖିରେ ପଟି ବାନ୍ଧି ସେମାନଙ୍କ ଗୁଳି କରାଯାଉଥିବା ଭିଡିଓ ଏବେ ଭାଇରାଲ ହେଉଛି ।…

ଆର୍ୟାନ ଖାନ ମାମଲା: ଏନସିବିରେ ବଡ଼ ଖୁଲାସା, ଅଧିକାରୀଙ୍କ ବିରୋଧରେ ତଦନ୍ତ ଆରମ୍ଭ

ମୁମ୍ବାଇ: ଗତ ବର୍ଷ ଅକ୍ଟୋବରରେ ଏନସିବିର ମୁମ୍ବାଇ ୟୁନିଟ୍ ଡ୍ରଗ୍ ମାମଲାରେ ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ୍ ଖାନଙ୍କୁ ଗିରଫ କରିଥିଲା। ଗୋଟିଏ ବର୍ଷ ପରେ ଏନସିବିର ଭିଜିଲାନ୍ସ ଟିମ୍ ଏହାର ନିର୍ଦ୍ଦେଶକଙ୍କ ନିକଟରେ ରିପୋର୍ଟ ଦାଖଲ କରିଛି। ଏହି ରିପୋର୍ଟରେ କୁହାଯାଇଛି ଯେ ଏନସିବିର ମୁମ୍ବାଇ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଅପରାହ୍ନ ୫ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଅର୍ଥାତ ପାଞ୍ଚ ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛନ୍ତି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଦ୍ଵିତୀୟ…

ଗ୍ୟାଙ୍ଗଷ୍ଟାର ଓ ଆତଙ୍କବାଦୀ ମଧ୍ୟରେ ରହିଛି ସମ୍ପର୍କ, ୫୦ରୁ ଉର୍ଦ୍ଧ୍ୱ ସ୍ଥାନରେ ଏନଆଇଏ ଚଢଉ

ନୂଆଦିଲ୍ଲୀ: ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଜାତୀୟ ତଦନ୍ତକାରୀ ଏଜେନ୍ସି (ଏନଆଇଏ) ଚଢଉ କରିଛି। ବିଭିନ୍ନ ଗ୍ୟାଙ୍ଗଷ୍ଟାର ଓ ଆତଙ୍କବାଦୀ ଗୋଷ୍ଠୀଙ୍କ ସହ ଡ୍ରଗ୍ସ ଚୋରା ଚାଲାଣକାରୀଙ୍କ ମଧ୍ୟରେ ସମ୍ପର୍କ ରହିଥିବା ସୂଚନା ପାଇ ପୋଲିସ ସହଯୋଗରେ ମଙ୍ଗଳବାର ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ,…