ବର୍ଷାରେ ଧୋଇ ହୋଇ ଯିବକି ଭାରତ-ପାକ ହାଇ ଭୋଲଟେଜ ମ୍ୟାଚ ?
ମେଲବୋର୍ଣ୍ଣ: ଟି୨୦ ବିଶ୍ୱକପ କ୍ରିକେଟର ସବୁଠାରୁ ହାଇ ଭୋଲଟେଜ ମ୍ୟାଚ ୨୩ ଅକ୍ଟୋବରରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯିବ । ତେବେ ଏହି ମ୍ୟାଚରେ ବର୍ଷା ବାଧକ ସାଜିବ ବୋଲି ଅନୁମାନ କରାଯାଉଛି । ପାଣିପାଗ ରିପୋର୍ଟ ଅନୁସାରେ ମ୍ୟାଚ ଦିନ ୭୦ ପ୍ରତିଶତ ପାଖାପାଖି ବର୍ଷା ସମ୍ଭାବନା ରହିଛି…