Latest Odisha News

BREAKING NEWS

Yearly Archives

2022

ଉଜ୍ଜଳ ତ୍ୱଚା ପାଇଁ ବ୍ୟବହାର କରନ୍ତୁ ଲେମନ୍ ବାମ୍

ଓଡ଼ିଶା ସମ୍ବାଦ ବ୍ୟୁରୋ: ଲେମନ୍ ବାମ୍ ବା ଲେମ୍ବୁ ବାମ୍ ସମ୍ପର୍କରେ କେବେ ଶୁଣିଛନ୍ତି କି ? ଲେମନ୍ ବାମ୍ ଆପଣଙ୍କ ତ୍ୱଚା ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ଅଧିକାଂଶ ଲୋକେ ଲେମ୍ବୁ ବାମ ବିଷୟରେ ଜାଣନ୍ତି ନାହିଁ। କିନ୍ତୁ ଏହା ଅନେକ ଉପକାର କରିଥାଏ। ଆମ ଚର୍ମ ସମ୍ବନ୍ଧୀୟ ସମସ୍ୟା ପାଇଁ…

ଚୋରା ମଦକୁ ବିରୋଧ କରି ତାତିଲେ ଶତାଧିକ ମହିଳା

ଯାଜପୁର: ଚୋରା ମଦକୁ ବିରୋଧ କରି ତାତିଲେ ଗ୍ରାମବାସୀ। ଏଭଳି ଘଟଣା ଦେଖିବାକୁ ମିଳିଛି ବିଂଝାରପୁର ଥାନା ଆଉଁରୀ ପଞ୍ଚାୟତ ଢ଼ିହକୁଳା ଅଞ୍ଚଳରେ। ଢିହକୁଳା ଗ୍ରାମରେ ବିଜୟ ମଳିକଙ୍କ ପୁଅ ସଞ୍ଜୟ ମଳିକ ଦୀର୍ଘ ଦିନ ହେବ ଚୋରା ମଦ କାରବାର କରୁ ଆସୁଥିଲା। ଏ ନେଇ ବାରମ୍ବାର ଅଭିଯୋଗ ପରେ ବି କୌଣସି…

ଭାଇଚାରାର ସହରରେ ଭାଇଗିରି, ଯୁବକଙ୍କ ହାତକୁ ବାନ୍ଧି ଗାଡ଼ି ପଛରେ ଦୌଡ଼ାଇଲେ ଦୁର୍ବୃତ୍ତ

କଟକ: କଟକରେ ତାଲିବାନୀ ଶାସନ । ଅଧଘଣ୍ଟାର ଆତଙ୍କରେ ଭୟଭୀତ କଟକବାସୀ । କଟକରେ କିଛି ଦୁର୍ବୃତ୍ତ ଜଣେ ଯୁବକଙ୍କ ହାତକୁ ବାନ୍ଧି ଗାଡ଼ି ପଛରେ ପ୍ରାୟ ୨ କିଲୋମିଟର ଦୌଡ଼ାଇଛନ୍ତି । ଜନଗହଳି ପୂର୍ଣ୍ଣ କଟକ ସହରରେ ଘଟିଥିବା ଏହି ଘଟଣାର ଭିଡିଓ ଏବେ ଭାଇରାଲ୍ ହେଉଛି । ସନ୍ଧ୍ୟା ସମୟରେ ଭାଇଚାରାର…

କୁନୁରର ଡଲଫିନ୍ ନୋଜ୍ ପର୍ଯ୍ୟଟକଙ୍କୁ କରେ ଆକୃଷ୍ଟ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭାରତରେ ଏପରି ଅନେକ ପର୍ଯ୍ୟଟନସ୍ଥଳ ଅଛି, ଯେଉଁଠାର ସୁନ୍ଦର ଦୃଶ୍ୟ ମନରେ ଚିରସ୍ମରଣୀୟ ହୋଇ ରହିଯାଏ। ଆଜି ଆମେ ଆଲୋଚନା କରିବା କୁନୁର ହିଲ୍ ଷ୍ଟେସନ ସମ୍ପର୍କରେ। ଏଠାର ପ୍ରାକୃତିକ ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ବିମୋହିତ କରେ। କୁନୁର ତାମିଲନାଡୁରେ ଅବସ୍ଥିତ। କୁନୁର…

ଚୀନର ମାନୁଫାକଚରିଂ ମଡେଲକୁ ଅନ୍ଧ ଭଳି ଅନୁସରଣ ନକରୁ ଭାରତ: ରାଜନ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଦେଶର ଅର୍ଥନୀତି ସମ୍ବନ୍ଧରେ ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ରଘୁରାମ ରାଜନ ଏକ ବଡ଼ ପରାମର୍ଶ ଦେଇଛନ୍ତି। ରଘୁରାମ ରାଜନ କହିଛନ୍ତି ଯେ ଭାରତକୁ ସେବା ରପ୍ତାନି ଭିତ୍ତିକ ଅଭିବୃଦ୍ଧି ଉପରେ ଧ୍ୟାନ ଦେବା ଆବଶ୍ୟକ। ଯଦି ଭାରତ ଚାଇନାର ଉତ୍ପାଦନ ଲିଡ୍…

ମନ୍ଦିରରେ ମୁସଲମାନଙ୍କ ହନୁମାନ ଚାଳିଶା, ଜୟ ଶ୍ରୀରାମ ଧ୍ୱନିରେ କମ୍ପିଲା ଚତୁଃପାର୍ଶ୍ୱ

ଆଲିଗଡ଼: ଉତ୍ତରପ୍ରଦେଶର ଆଲିଗଡ଼ରେ ହିନ୍ଦୁ-ମୁସଲମାନଙ୍କ ମଧ୍ୟରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ମୁସଲମାନ ଏବଂ ହିନ୍ଦୁମାନେ ଏକତ୍ର ହୋଇ ପଢୁଛନ୍ତି ହନୁମାନ ଚାଳିଶା। ସାଙ୍ଗରେ ଜୟ ଶ୍ରୀରାମ ଧ୍ୱନୀ ମଧ୍ୟ ଦେଉଛନ୍ତି। ଶନିବାର ଏହାର ଏକ ଭିଡ଼ିଓ ଭାଇରାଲ ହେବା ପରେ ଘଟଣାଟି ଏବେ…

ରାଜନୀତି ଆଜି କୁବେରକୃତ କୁଚକ୍ର

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର…  କଳାଟଙ୍କାର ବସ୍ତା ଉଠାଇଚାଲୁଥିବା ଧଳାହାତୀମାନଙ୍କ ଗୋଦରା ଗୋଡ ତଳେ ଦଳାଚକଟା ଖାଇ ଖାଇ ଆମ ଗଣତନ୍ତ୍ର ଆଜି ରକ୍ତବାନ୍ତି କରୁଛି ! ଏ ରକ୍ତବାନ୍ତିର ରାଜନୀତି ସହର ସଡକରୁ ଗଡିଆସୁଛି ଗାଆଁ ଗଡଜାତକୁ । ଏବକୁ ଏବେ ଗରିବ ଗ୍ରାମବାସୀ ଓ…

ଅନୁଭବଙ୍କ ନାଁରେ ନକଲି ଫେସବୁକ ଆକାଉଣ୍ଟ, ସାଇବର ଥାନାରେ ଏତଲା

ଭୁବନେଶ୍ୱର: ସାଇବର ଅପରାଧୀଙ୍କ ଜାଲରେ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି। ଏଥର ଅନୁଭବଙ୍କ ନାଁରେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦୁଇଟି ନକଲି ଆକାଉଣ୍ଟ ଖୋଲାଯାଇଛି। ଗତ କିଛି ଦିନ ହେବ ଇନଷ୍ଟାଗ୍ରାମ ଏବଂ ଫେସବୁକରେ ଅନୁଭବଙ୍କ ନାଁରେ ନକଲି ଆକାଉଣ୍ଟ ଖୋଲାଯାଇ ଅପବ୍ୟବହାର କରାଯାଉଛି। ଏହି…

ଧାରାବାହିକ ଉପନ୍ୟାସ : ଦଗ୍ଧ ଉପବନ (୩୭)

ଶକ୍ତିପ୍ରଦା ମହାପାତ୍ରଙ୍କ ଧାରାବାହିକ ଉପନ୍ୟାସ ‘ଦଗ୍ଧ ଉପବନ’ ଏମିତି ସବୁ କଥା ତା ମନକୁ ଖୁବ ଭାରାକ୍ରାନ୍ତ କରି ପକାଉଥିଲା ! ଦିନ ଏଗାର ଟା ରୁ ଦିହିପହର ହୋଇଗଲା ! ହେଲେ  ?ବିଛଣାରେ ପଡି ପଡି , ବ୍ୟସ୍ତ ହୋଇ ହୋଇ ହାଲ୍କା ଆଖି ଲାଗିଯାଇଥିଲା ଆସ୍ଥାର । ହଠାତ୍ ସେଲ୍ ଫୋନଟି ଅତର୍କିତ…

ଆପଣ ଜାଣିଛନ୍ତି, ଆପଣଙ୍କ ମୁଖ୍ୟମନ୍ତ୍ରୀ ଫିଲ୍ମରେ ଅଭିନୟ କରିଛନ୍ତି ?

ଭୁବନେଶ୍ୱର: ନବୀନ ପଟ୍ଟନାୟକ, ଓଡ଼ିଶା ନୁହେଁ ସାରା ଦେଶରେ ପରିଚିତ ଏହି ନାମ। ଲମ୍ବା ଅଭିଭାଷଣ ଦେଇ ଜାଣିପାରିନଥିବା ଏହି ନେତା ଅଧିକାଂଶ ସମୟ ନିରବ ରୁହନ୍ତି। ରାଜନୀତିରେ ପାଦ ଥାପିବା ପୂର୍ବରୁ ଜଣେ ଲେଖକ ଭାବେ ପରିଚିତ ଥିବା ଏହି ବ୍ୟକ୍ତି ଜଣଙ୍କ ଅକ୍ଚୋବର ୧୬ରେ ୭୭ ବର୍ଷରେ ପଦାର୍ପଣ…