ଆଜିଠୁ ଆରମ୍ଭ ହେବ ଆଇସିସି ଟି-୨୦ ବିଶ୍ୱକପ୍
ବ୍ରିସବେନ: ଆଜିଠୁ ଆରମ୍ଭ ହେବ ଆଇସିସି ଟି-୨୦ ବିଶ୍ୱକପ୍ । ଶ୍ରୀଲଙ୍କା ଏବଂ ନାମିବ୍ୟା ମଧ୍ୟରେ ପ୍ରଥମ ମ୍ୟାଚ ଆଜି ଆରମ୍ଭ ହୋଇଛି । ପ୍ରଥମେ ବ୍ୟାଟିଂ କରୁଛି ନାମିବ୍ୟା । ଟି୨୦ ବିଶ୍ୱକପର ଅଷ୍ଟମ ସଂସ୍କରଣ ପାଇଁ ମୋଟ ୧୬ ଟି ଦେଶକୁ ନେଇ ଆୟୋଜିତ ଏହି ବିଶ୍ୱକପ ଅଷ୍ଟ୍ରେଲିଆର ୭ ଟି…