ମୁଖ୍ୟମନ୍ତ୍ରୀଙ୍କ ୭୬ ତମ ଜନ୍ମଦିନ, ନବୀନ ନିବାସ ନଆସିବା ପାଇଁ କଲେ ଅନୁରୋଧ
ଭୁବନେଶ୍ବର: ଏବର୍ଷ ମଧ୍ୟ ଜନ୍ମଦିନ ପାଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ପାଇଁ ମଧ୍ୟ ଗତବର୍ଷ ଜନ୍ମଦିନ ପାଳନ କରିନଥିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ଜନ୍ମଦିନ ହୋଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ମେକ ଇନ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ…