ସୂର୍ଯ୍ୟବଂଶୀଙ୍କ ପାଇଁ ପ୍ରଚାର କରିବେ ୩ କେନ୍ଦ୍ରମନ୍ତ୍ରୀ, ଅବନ୍ତୀଙ୍କ ପାଇଁ ମୈଦାନକୁ ଓହ୍ଲାଇବେ କି ନବୀନ ?
ଭୁବନେଶ୍ୱର: ଧାମନଗର ପାଇଁ ବିଜେପି, ବିଜେଡି ଓ କଂଗ୍ରେସ ରଣନୀତି ପ୍ରସ୍ତୁତ କରିଛନ୍ତି । ବିଜେପି ଓ କଂଗ୍ରେସ କେନ୍ଦ୍ରୀୟ ନେତାଙ୍କୁ ଆଣି ପ୍ରଚାର ପାଇଁ ଅଣ୍ଟା ଭିଡ଼ିଛନ୍ତି । ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ଧାମନଗରରେ ୩ ଜଣ କେନ୍ଦ୍ରମନ୍ତ୍ରୀ ପ୍ରଚାର କରିବେ । ଏନେଇ…