Latest Odisha News

BREAKING NEWS

Yearly Archives

2022

ଭିଜା ମିଳିଲାନି, ଅଷ୍ଟ୍ରେଲିଆ ଯାଇପାରିବେନି କୂଲଦୀପ ଓ ଉମରାନ

ନୂଆଦିଲ୍ଲୀ: ଆଇପିଏଲରେ ଚମତ୍କାର ପ୍ରଦର୍ଶନ କରି ଦୃଷ୍ଟି ଆକର୍ଷଣ କରିଥିବା ଉମରାନ ମଲିକ ଓ କୁଲଦୀପ ସେନଙ୍କୁ ଅଷ୍ଟ୍ରେଲିଆ ଯିବା ପାଇଁ ଭିଜା ମିଳିପାରିନି । ଟି୨୦ ବିଶ୍ୱକପ ପାଇଁ ଏହି ୨ ଖେଳାଳିଙ୍କୁ ନେଟ ବୋଲର ଭାବେ ଚୟନ କରାଯାଇଥିଲା । ଟିମ ଇଣ୍ଡିଆର ୧୫ ଖେଳାଳିଙ୍କ ଅଭ୍ୟାସ ପାଇଁ ୪ଜଣ ପେସ…

ବିବାହ ବନ୍ଧନରେ ଆବଦ୍ଧ ହେବେ କିଆରା ଓ ସିଦ୍ଧାର୍ଥ, ଚାଲିଛି ସମସ୍ତ ପ୍ରସ୍ତୁତି

ନୂଆଦିଲ୍ଲୀ : ପୁଣି ଥରେ ବି ଟାଉନର ଚର୍ଚ୍ଚିତ ଯୋଡି ବାହାହେବାକୁ ଯାଉଥିବା ଖବର ମିଳିଛି।  ଖୁବଶୀଘ୍ର କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମଲହୋତ୍ରା ହାତକୁ ଦି ହାତ ହେବେ ବୋଲି ଜଣାପଡ଼ିଛି  । ସିଦ୍ଧାର୍ଥ ଏବଂ କିଆରା ୨୦୨୩ରେ ବିବାହ କରିବାକୁ ଯାଉଛନ୍ତି। ଫିଲ୍ମ ‘ଶେରଶାହା’ରେ ଦୁହିଁଙ୍କ…

ବଲିଉଡ଼କୁ ଲାଗିଛି ସୁଶାନ୍ତ ସିଂଙ୍କ ଅଭିଶାପ: କେଆରକେ

ମୁମ୍ୱାଇ: ବଲିଉଡ ଅଭିନେତା ତଥା ଫିଲ୍ମ କ୍ରିଏଟର କମାଲ ଆର ଖାନ ତଥା କେଆରକେ ପୁଣି ଏକ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଅତୀତରେ ତାଙ୍କୁ ଏକ ପୁରୁଣା ବିବାଦୀୟ ଟ୍ୱିଟ ପାଇଁ ଗିରଫ କରାଯାଇଥିଲା ଏବଂ ସେ କିଛି ଦିନ ଜେଲରେ ମଧ୍ୟ ରହିଥିଲେ। ଜେଲରୁ ବାହାରିବା ପରେ କେଆରକେ ସୋସିଆଲ ମିଡିଆରେ…

୩ ଘଂଟାର ଖେଳ ପାଇଁ ପାଗଳ ହେଉଛନ୍ତି ୨୫୦ କୋଟି ପ୍ରଶଂସକ

ପୁରୀ ଟି୨୦ କ୍ରିକେଟ ବିଶ୍ୱକପ ଅଷ୍ଟ୍ରେଲିଆରେ ୧୬ ଅକ୍ଟୋବରରେ ଆରମ୍ଭ ହେବ । ୩ ଘଂଟାର ଏହି ଖେଳ ପାଇଁ ସାରା ବିଶ୍ୱର ୨୫୦ କୋଟି ପ୍ରଶଂସକ ପାଗଳ ପ୍ରାୟ ହୋଇ ଉଠିଛନ୍ତି । ଫୁଟବଲ ପଛକୁ କ୍ରିକେଟ ଏବେ ଦ୍ୱିତୀୟ ଲୋକପ୍ରିୟ ଖେଳ ଉଠିଛି । ଫୁଟବଲର ୩୫୦ କୋଟି ପ୍ରଶଂସକ ଥିବା ବେଳେ କ୍ରିକେଟରେ ୨୫୦,…

ଆଧାର କାର୍ଡ ଅପଡେଟକୁ ନେଇ ଆସିଲା ନୂଆ ଆଦେଶ !

ଓଡ଼ିଶା ସମ୍ବାଦ ବ୍ୟୁରୋ: ଯେଉଁ ବ୍ୟକ୍ତିଙ୍କୁ ୧୦ ବର୍ଷ କିମ୍ବା ତା’ଠାରୁ ଉର୍ଦ୍ଧ୍ୱ ଦିନରୁ ଆଧାର ନମ୍ବର ଏବଂ ୟୁନିକ୍ ଆଇଡି ପ୍ରଦାନ କରାଯାଇଛି ସେମାନଙ୍କୁ ନିଜର ପରିଚୟ ଏବଂ ବାସସ୍ଥାନ ପ୍ରମାଣପତ୍ରକୁ ଅପଡେଟ୍ କରିବାକୁ କୁହାଯାଇଛି। ଆଧାର ନମ୍ବର ପ୍ରଦାନ କରୁଥିବା ସରକାରୀ ସଂସ୍ଥା…

ଧାରାବାହିକ ଉପନ୍ୟାସ : ଦଗ୍ଧ ଉପବନ (୩୩)

ଶକ୍ତିପ୍ରଦା ମହାପାତ୍ରଙ୍କ ଧାରାବାହିକ ଉପନ୍ୟାସ ‘ଦଗ୍ଧ ଉପବନ’ ଆସ୍ଥା ,ସମ୍ଭବଙ୍କୁ ତ ନିଶ୍ଚୟ କଲ୍ ବ୍ୟା କ୍ କରିବ ହେଲେ କାହା ସହିତ ଆଉ କଣ କଥା ହେଉଥିଲା । କିଛି ମୁଣ୍ଡରେ ପଶୁନଥିଲା ଆସ୍ଥାର! ଡରରେ ଝାଳରେ ଓଦା ଓଦା ହୋଇ ଯାଇଥିଲା ସେ ! ଗୋଡ଼ ହାତ ଥରୁଥିଲା ! ସମ୍ଭବଙ୍କ ପାଖକୁ କଲ୍…

ଅନୁବାଦ କବିତା : କ୍ଳାନ୍ତ ଇତିହାସ

ମୂଳ ରଚନା : ରୁଦ୍ର ମୁହମ୍ମଦ ଶହିଦୁଲ୍ଲାହା ସମସ୍ତେ ଯେଉଁ ପଥ ଦେଇ ଫେରୁଛନ୍ତି ମୁଁ ସେଇ ରାସ୍ତା ଦେଇ ଫେରିବିନି ପତନର କରୁଣ ସଙ୍ଗୀତ ଶୁଣି ଶୁଣି ବରଷାରେ ଗୋଟାପଣେ ଭିଜି ଭିଜି ମୋର ଏଇ ଭଙ୍ଗା ନୌକା ଫେରିଯିବ ଜନ୍ମର ବିଶ୍ୱାସେ। କଣ ନେବି ମୁଁ ସାଙ୍ଗରେ ? ବିଳାସୀ ନଗରୀରୁ ଉଗ୍ର…

କାଶ୍ମୀର ପ୍ରସଙ୍ଗ ଉଠାଇବାକୁ ନେଇ ପାକିସ୍ତାନକୁ କଡା ଜବାବ ଦେଲା ଭାରତ

ନ୍ୟୁୟର୍କ : ମିଳିତ ଜାତିସଂଘର ସାଧାରଣ ସଭାରେ ଋଷିଆ ଉପରେ ନିନ୍ଦା ପ୍ରସ୍ତାବ ବିତର୍କ ସମୟରେ କାଶ୍ମୀର ପ୍ରସଙ୍ଗ ଉଠାଇଥିଲା ପାକିସ୍ତାନ । ଏଭଳି ପ୍ରସଙ୍ଗ ସମୟରେ କାଶ୍ମୀର ପ୍ରସଙ୍ଗକୁ ପାକିସ୍ତାନ ଯୋଡିଥିବାରୁ ଭାରତ ପାକିସ୍ତାନକୁ ଉଚିତ୍ ପ୍ରତିକ୍ରିୟା ଦେଇଛି।…

ୟୁକ୍ରେନ ଅଞ୍ଚଳରେ ଋଷିଆର ଆକ୍ରମଣକୁ ମିଳିତ ଜାତିସଂଘର ସାଧାରଣ ପରିଷଦ କଲା ନିନ୍ଦା

ନ୍ୟୁୟର୍କ : ମିଳିତ ଜାତିସଂଘର ସାଧାରଣ ସଭା (ୟୁଏନଜିଏ)ରେ ଋଷିଆ ବିରୋଧରେ ନିନ୍ଦା ପ୍ରସ୍ତାବ ପାରିତ ହୋଇଛି । ୟୁକ୍ରେନ ଅଞ୍ଚଳରେ ଋଷିଆର ଆକ୍ରମଣକୁ ମିଳିତ ଜାତିସଂଘର ସାଧାରଣ ସଭା ନିନ୍ଦା କରିଛି । ଏହି ଯୁଦ୍ଧ ଗ୍ରହଣୀୟ ନୁହେଁ ବୋଳି ମିଳିତ ଜାତିସଂଘର ମୁଖ୍ୟ କହିଛନ୍ତି । ଏହି ନିନ୍ଦା…

ଭାଷା ଭାଗବତ : ପହଁରାଳି

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ସୁଅ ସହିତ ଯାଇ ଭାସି ଯେ ହୋଇଥାଏ ଖୁବ୍‌ ଖୁସି ସେ ନୁହେ ଦକ୍ଷ ପହଁରାଳି ହୋଇପାରେନି ନିଜ ଭଳି ଏପରି ଲୋକ ଗଲେ ବୁଡ଼ି ନ ପାରେ କୂଳକୁ ବାହୁଡ଼ି ଶବକୁ ଭସାଏ ପ୍ରବାହ ହୋଇ ନ ପାରେ ଶବଦାହ ସଂସାରେ ଦେହ ମନ ଧରି ଯେ…