ଅଣ୍ଡର ୧୭ ମହିଳା ବିଶ୍ବକପ୍ ଫୁଟବଲ: ଆମେରିକା ୮-୦ ଗୋଲରେ ଭାରତକୁ ହରାଇଲା
ଭୁବନେଶ୍ୱର: ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି ଅଣ୍ଡର ୧୭ ମହିଳା ବିଶ୍ବକପ୍ ଫୁଟବଲ । ଏହି ଅବସରରେ ଫିପା ବିଶ୍ୱକପ୍ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର କ୍ରୀଡାମନ୍ତ୍ରୀ ଅନୁରାଗ ଠାକୁର, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…