କାର୍ ଭିତରୁ ମିଳିଲା ୩.୭୦୦କିଲୋ ସୁନା, ୧୮୦ କିଲୋ ରୂପା
ବ୍ରହ୍ମପୁର: ପୁଣି ଏକ ବଡ଼ ଧରଣର ଚୋରା ସୁନା ଚାଲାଣକୁ ଧରିଛି ବ୍ରହ୍ମପୁର ପୋଲିସ। ମିଳିଥିବା ସୂଚନା ଅନୁଯାୟୀ, ତାମିଲନାଡ଼ୁରୁ ଏକ ସ୍କୋଡା କାରରେ ବିପୁଳ ପରିମାଣର ସୁନା ଓ ରୂପ ବ୍ରହ୍ମପୁରକୁ ଅଣାଯାଉଥିବା ନେଇ ବ୍ରହ୍ମପୁର ଏସପି ଡା. ସର୍ବଣା ବିବେକ ଏମ୍ଙ୍କ ପାଖକୁ ସୂଚନା ଆସିଥିଲା। ଏସପିଙ୍କ…