ଆଦିକନ୍ଦଙ୍କ ବିୟୋଗରେ ନବୀନ, ଧର୍ମେନ୍ଦ୍ରଙ୍କ ଶୋକ
ବ୍ରହ୍ମପୁର: ଗଞ୍ଜାମ ଜିଲା ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ଗୁରୁବାର ଭୋର୍ ୪ଟା ବେଳେ ମୃତ୍ୟୁ ହୋଇଛି। ବୁଧବାର ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଖଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ…