Latest Odisha News

BREAKING NEWS

Yearly Archives

2022

ବିଜେପିରେ ମିଶିବେ କ୍ୟାପଟେନ୍

ଚଣ୍ଡିଗଡ: ପଞ୍ଜାବ କଂଗ୍ରେସର ଟାଣୁଆ ନେତା ବୋଲାଉଥିବା କ୍ୟାପଟେନ୍ ଅମରିନ୍ଦର ସିଂହ ଆଜି ଧରିବେ ପଦ୍ମ । ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସର ପ୍ରମୁଖ କ୍ୟାପଟେନ୍ ଅମରିନ୍ଦର ସିଂହ ଆଜି ବିଜେପି ରେ ଯୋଗ ଦେବେ । ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତାଙ୍କ…

କଟକ ବଡ଼ ଡାକ୍ତରଖାନା ଓ ତାଳଦଣ୍ଡା କେନାଲ ରୂପାନ୍ତରଣ କାମ ସମୀକ୍ଷା କଲେ 5T ସଚିବ

ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ରଭଞ୍ଜ ମେଡିକାଲ କଲେଜ କେବଳ ଓଡ଼ିଶା ନୁହେଁ, ଆଖପାଖ ରାଜ୍ୟର ଲୋକମାନଙ୍କ ପାଇଁ ଭରସାଯୋଗ୍ୟ ଚିକିତ୍ସା କେନ୍ଦ୍ରର ସୁନାମ ଲାଭ କରିଛି । ତେଣୁ ୭୫ ବର୍ଷ ତଳେ ନିର୍ମିତ ହୋଇଥିବା ଏହି ବିରାଟ ଅନୁଷ୍ଠାନର ରୂପାନ୍ତରଣ ସହିତ ଏଠାରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା…

ଅମିତାଭ ବଚ୍ଚନଙ୍କ ନୂତନ ଫିଲ୍ମ ‘ଉଁଚାଇ’ର ପୋଷ୍ଟର ରିଲିଜ

ମୁମ୍ବାଇ: ବୟସ ବଢିବା ସଙ୍ଗେ ସଙ୍ଗେ ଚଳଚ୍ଚିତ୍ର ସଂଖ୍ୟା ମଧ୍ୟ ବଢାଇ ଚାଲିଛନ୍ତି ବିଗ୍-ବି ଅମିତାଭ୍ ବଚ୍ଚନ। ଆଜିକାଲି ଅମିତାଭ ବଚ୍ଚନ ତାଙ୍କ ଚଳଚ୍ଚିତ୍ର ପାଇଁ ଚର୍ଚ୍ଚାର ଶୀର୍ଷରେ ରହୁଛନ୍ତି। ନିକଟରେ ତାଙ୍କର ଚଳଚ୍ଚିତ୍ର ବ୍ରହ୍ମାସ୍ତ୍ର ମୁକ୍ତିଲାଭ କରିଛି। ଅତୀତରେ ତାଙ୍କ ଫିଲ୍ମ…

ବିଷ୍ଣୁଙ୍କ ଶେଷ କବିତା !

ଭୁବନେଶ୍ୱର :  ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ଶପଥ ନେଇଥିଲେ । ସେଥିପାଇଁ ଦେଶ ବିଦେଶରୁ ଶୁଭେଚ୍ଛାର ସୁଅ ଛୁଟୁଥାଏ ।ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଶପଥ ନେଇଥିବାରୁ ଓଡ଼ିଆ ମାନଙ୍କ ପାଇଁ ଗର୍ବ ଓ ଗୌରବର ଦିନଥାଏ  । ସେଥିପାଇଁ ଓଡ଼ିଆ ଝିଅ ଦ୍ରୌପଦୀ…

ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ପାଇବେ ପ୍ରଥମ ‘ନବଗୁଞ୍ଜର ସମ୍ମାନ’

ଭୁବନେଶ୍ୱର : ସାଂସ୍କୃତିକ ଅନୁଷ୍ଠାନ "ନବଗୁଞ୍ଜର ସଂସ୍କୃତି ମଞ୍ଚ" ପକ୍ଷରୁ ପ୍ରଥମ ନବଗୁଞ୍ଜର ସମ୍ମାନ ଘୋଷଣା କରାଯାଇଛି। ବିଶିଷ୍ଟ ଲେଖକ, ସ୍ତମ୍ଭକାର ତଥା ଭାଷା ଓ ସଂସ୍କୃତି ଗବେଷକ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ଏହି ସମ୍ମାନ ପାଇବା ପାଇଁ ମନୋନୀତ ହୋଇଛନ୍ତି । ଆସନ୍ତା ଅକ୍ଟୋବର ୧…

ନବୀନଙ୍କ ପୂଜା ଭେଟି, ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଛି ।…

ଜନମାନସର ସଭାକବି ସଚ୍ଚି ରାଉତରାୟ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର…  ସଚ୍ଚି ରାଉତରାୟ କେବଳ ଓଡ଼ିଆ ସାହିତ୍ୟରେ ଜନମାନସର ମନସ୍କ ମନୀଷୀ ରୂପେ ପରିଗୃହୀତ ନୁହନ୍ତି, ତାହା ନୁହେଁ ଜାତୀୟ ଓ ଆନ୍ତର୍ଜାତୀୟ କ୍ଷେତ୍ରରେ ମଧ୍ୟ ତାଙ୍କର ସୁଖ୍ୟାତି ସମ୍ପ୍ରସାରିତ । ଆନ୍ତର୍ଜାତିକ ସାହିତ୍ୟର ଗତିଧାରା ସହିତ ସଂଯୋଗ…

ଖପ୍ରାଖୋଲ ବ୍ଲକରେ ପୁଣି ଲାଗିଲା ମାଓ ପୋଷ୍ଟର

ପାଟଣାଗଡ଼: ପୁଣି ଲାଗିଲା ମାଓ ପୋଷ୍ଟର । ଦୀର୍ଘ ଦିନ ପରେ ବଲାଙ୍ଗିର ଜିଲ୍ଲା ମାଓ ଅଧ୍ୟୁଷିତ ଖପ୍ରାଖୋଲ ବ୍ଳକରେ ଲାଲବାହିନୀ ପୁଣି ଉପସ୍ଥିତି ଜାହିର୍ କରିଛନ୍ତି । ଖପ୍ରାଖୋଲ ଥାନା ଠାରୁ ୬ କିଲୋମିଟର ଦୂର ଘୁନସର ବଜାରରେ ମାଓବାଦୀ ବଡ଼ ବଡ଼ ବ୍ଯାନର ଲଗାଇ ଥିବା ଦେଖିବାକୁ ମିଳିଛି ।…

୪୦ ଦିନ ପରେ ବି ଚେତାଶୂନ୍ୟ ରାଜୁ ଶ୍ରୀବାସ୍ତବ

ମୁମ୍ବାଇ: ହିନ୍ଦୀ ଜଗତର ହାସ୍ୟ ଅଭିନେତା ରାଜୁ ଶ୍ରୀବସ୍ତବଙ୍କର ସ୍ୱାସ୍ଥ୍ୟବସ୍ଥାରେ ଆସୁନାହିଁ ସୁଧାର। ଇତିମଧ୍ୟରେ ୪୦ ଦିନ ବିତିଗଲାଣି। ତଥାପି ସେ ଚେତା ଶୂନ୍ୟ ଅବସ୍ଥାରେ ଅଛନ୍ତି। ଡାକ୍ତରୀ ଟିମ୍‌ ନିରନ୍ତର ସେବା କରୁଛନ୍ତି। ବର୍ତ୍ତମାନ ସୁଦ୍ଧା ତାଙ୍କ ଶରୀରର ଗୋଟିଏ ଅଙ୍ଗକୁ ଛାଡି ଦେଲେ…

ଜୀବନ ନାଟକରେ ଖୁସିର ସନ୍ଧାନ

ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ  ପ୍ରତ୍ୟେକ ମଣିଷ ଟିକେ ଖୁସି ଚାହେଁ । ଯଦି ତା'ର ଭାବନା ସାମାଜିକ ରୀତିନୀତିକୁ ଗ୍ରହଣ କରନ୍ତା ତେବେ ସହଜରେ ଖୁସି ହୋଇପାରନ୍ତା । ମାନବ ଜୀବନରେ ଥିବା କ୍ରୋଧ, ଲୋଭ, ଗର୍ବ, ଅହଂକାର ଏବଂ ଘୃଣାକୁ ହଟାଇ ସରଳ ସହଜ ଆଡ଼କୁ ଗତିକଲେ, ଜୀବନ ନିଶ୍ଚିତ ଭାବରେ…