Latest Odisha News

BREAKING NEWS

Yearly Archives

2022

ଜ୍ୟାକଲିନଙ୍କୁ ପୁଣି ସମନ ଜାରି କଲା ଦିଲ୍ଲୀ ପୋଲିସ

ମୁମ୍ବାଇ: ବଲିଉଡ଼ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଅଡୁଆ ବଢ଼ିଛି । ୨୦୦ କୋଟି ଟଙ୍କା ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ସୁକେଶ ଚନ୍ଦ୍ରଶେଖରଙ୍କ ସହ ଜ୍ୟାକଲିନ ଜଡିତ ଥିବା ନେଇ ଘନ ଘନ ଜେରା କରୁଛି ପୋଲିସ। ଏହି ମାମଲାରେ ସେପ୍ଟେମ୍ବର ୧୪ ବୁଧବାର ଅଭିନେତ୍ରୀଙ୍କୁ ସମନ ପଠାଇ…

ଲଟେରୀ ଖୋଲିଦେଲା ଅଟୋ ଡ୍ରାଇଭରଙ୍କ ଭାଗ୍ୟ, ରାତାରାତି ବନିଗଲେ କୋଟିପତି

ଥିରୁବନ୍ତପୁରମ୍: ଭାଗ୍ୟ ବଦଳାଇ ଦେଲା ଲଟେରୀ। ରାତାରାତି ବନିଗଲେ କୋଟିପତି। କିଛି ଟଙ୍କାର ଲଟେରୀ କିଣି କୋଟିପତି ହୋଇଗଲେ ଜଣେ ଅଟୋ ଚାଳକ। ଗରିବ ଉପରେ ଭାଗ୍ୟଦେବୀ ଏପରି ପ୍ରସନ୍ନ ହେଲେ ଯେ ରାତାରାତି ୨୫ କୋଟି ଟଙ୍କାର ଓନାମ୍‌ ବମ୍ପର ଲଟେରୀର ବିଜେତା ବନିଗଲେ। ସେ ହେଉଛନ୍ତି କେରଳର…

କବିତା : ମଙ୍ଗଳ ଗୀତି

ଗଦାଧର ସାହୁ  ଶୁଭେଚ୍ଛୁ ମାନଙ୍କ ସ୍ନେହ ଶ୍ରଦ୍ଧା ପ୍ରେମ ଶ୍ରଦ୍ଧେୟ ମଙ୍ଗଳ ପାଇଁ, ଥାଉ ଚିରଦିନ ରହୁ ଅମଳିନ ଏତିକି ବିନତି ସାଇଁ । ଯେ ପଥେ ଚାଲିବୁ ତାଙ୍କରି ଆଶିଷେ ଆମରି ମଙ୍ଗଳ ପାଇଁ, ସେ ପଥ ତାଙ୍କରି ଆମେ ପଥଚାରି ଦି ଦିନ ପଥିକ ହୋଇ । ଏ ଜୀବନ କ୍ଷୀଣ ନୁହେଁ…

ଧାରାବାହିକ ଉପନ୍ୟାସ : ଦଗ୍ଧ ଉପବନ (୯)

ଶକ୍ତିପ୍ରଦା ମହାପାତ୍ରଙ୍କ ଉପନ୍ୟାସ ‘ଦଗ୍ଧ ଉପବନ’ ଡୋର୍ ଖୋଲି ଦେଖିଲା ବେଳକୁ .... . ତା ମୁଣ୍ଡ ବିନ୍ଧାର ମସ୍ତ ବଡ଼ କାରଣଟା ପୁଣି ଆସି ଉଭା ହୋଇ ଗଲା ,ମାୟା ନାଁ ରେ ! ଆସ୍ଥା ସାମାନ୍ୟ ବିରକ୍ତି ଭରା ସ୍ୱରରେ , "ମାୟା ତୁ ?!"ହଁ , କାଳେ ତମେ ହଇରାଣିଆ ହେବ ତ ସେଇଥି ପାଇଁ ବୋଲି…

ଭାଷା ଭାଗବତ : ପ୍ରତିଭା ନୁହେ ସ୍ମୃତି

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ପ୍ରତିଭା ନୁହେ ପୂର୍ବ ସ୍ମୃତି ନୂତନ ଚିଂତାଶୀଳ ମତି ଧାରଣ କରେ ଯେଉଁ ବ୍ୟକ୍ତି ଘଟାଇପାରେ ସର୍ବୋନ୍ନତି ଗଚ୍ଛିତ ଜ୍ଞାନ ଅନୁଗତ ପ୍ରଚାର କରି ଅବିରତ ହୁଅଂତିନାହିଁ ଯଦି କ୍ଳାଂତ ନ ରହେ ଜ୍ଞାନର ମହତ୍ତ୍ୱ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୯୦ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥ ମାଉସୀମାଙ୍କ ବିଷୟରେ ଜାଣିବା ପରେ, ସାଧାରଣତଃ ଶ୍ରୀଗୁଣ୍ଡିଚା ଯାତ୍ରା ସମୟରେ ପ୍ରଭୁ ତାଙ୍କ ମାଉସୀ ଘରକୁ ଯାଉଛନ୍ତି ବୋଲି ଅନେକ କହିଥାନ୍ତି ଓ…

ଅନୁବାଦ ଗଳ୍ପ : ଆସ ଭଉଣୀ ଫତିମା

ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୫୦ ମୂଳ ପଞ୍ଜାବୀ: ବଳଦେବ ସିଂହ ଦୀପାବଳି ପୂର୍ବରୁ ଫି’ବର୍ଷ ଘରର ସବୁ ଅଦରକାରୀ ଜିନିଷ ଓ ଅଳିଆ ଆବର୍ଜନା ସଫା କରିବା ମୋର ଅଭ୍ୟାସରେ ପଡ଼ି ସାରିଥିଲା । ପ୍ରତିବର୍ଷ ପରି ଏ ବର୍ଷ ବି ମୁଁ ସେଇ କାମରେ ଲାଗିପଡ଼ିଥିଲି । ଘରୁ ଅଦରକାରୀ…

ମେନ ଇନ ବ୍ଲୁର ଉନ୍ମୋଚିତ ହେଲା ଜର୍ସି

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ କ୍ରିକେଟ ପୂର୍ବରୁ ଭାରତୀୟ ଦଳର ନୂତନ ଜର୍ସି ଉନ୍ମୋଚିତ ହୋଇଛି । ମେନ ଇନ ବ୍ଲୁ ଏଥର ନୂତନ ରୂପରେ ପଡିଆକୁ ଓହ୍ଲାଇବେ । ବିସିସିଆଇର ସ୍ପୋର୍ଟ୍ସ କିଟ ପ୍ରାୟୋଜକ ଏମପିଏଲ ରବିବାର ଭାରତୀୟ ପୁରୁଷ ଓ ମହିଳା କ୍ରିକେଟ ଦଳର ନୂତନ ଜର୍ସି ଜାରୀ କରିଥିଲା । ଏମପିଏଲ…

ସ୍ୱସ୍ତି ସିଂ ପାଇବେ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର: ଆନ୍ତର୍ଜାତୀୟ ସାଇକ୍ଲିଷ୍ଟ ସ୍ୱସ୍ତି ସିଂ ୩୦ତମ ଏକଲବ୍ୟ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି । ୨୦୨୨ ସଂସ୍କରଣ ପାଇଁ ଏହି ପୁରସ୍କାର ପ୍ରଦାନ କରାଯିବ । ସେ ଓଡିଶା ପକ୍ଷରୁ ପ୍ରତିନିଧିତ୍ୱ କରି ୨ଟି ସ୍ୱର୍ଣ୍ଣ ଏବଂ ସମାନ ସଂଖ୍ୟକ ରୌପ୍ୟ ପଦକ ହାସଲ କରିଛନ୍ତି । ରବିବାର ଏ…

ଗର୍ଭଧାରଣ ବେଳେ ସୁନ୍ଦର ରହିବାକୁ ଚାହୁଁଛନ୍ତି କି, ନିଅନ୍ତୁ ଆଲିଆଙ୍କ ଟିପସ୍

ଗର୍ଭାବସ୍ଥାରେ କେଉଁ ପୋଷାକ ପିନ୍ଧିବେ, କେଉଁ ଫ୍ୟାଶନ ଆପଣେଇବେ, ଯଦି ଆପଣ ଅଫିସ ଯାଆନ୍ତି ତେବେ କେଉଁ ପ୍ରକାର ପୋଷାକ ପିନ୍ଧିବେ ସେନେଇ ନିଶ୍ଚିତ ଚିନ୍ତା କରୁଥିବେ। ତେବେ ଏହି କ୍ଷେତ୍ରରେ ଆପଣ ଆଲିଆ ଭଟ୍ଟଙ୍କ ପ୍ରେଗନେନସି ଲୁକ୍ ଆପଣେଇ ପାରିବେ। ଆଲିଆ ଏହି ଲୁକରେ ବେଶ ସୁନ୍ଦର ଲାଗୁଛନ୍ତି।…