ଓଡିଶାରେ ପୁଞ୍ଜିନିବେଶ ପାଇଁ ଶିଳ୍ପପତି ମାନଙ୍କ ସହ ୱାନ ଟୁ ୱାନ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ବାଣିଜ୍ୟିକ ରାଜଧାନୀ ମୁମ୍ୱାଇରେ ବିଶିଷ୍ଟ ଶିଳ୍ପପତି ମାନଙ୍କ ସହ ୱାନ ଟୁ ୱାନ ଆଲୋଚନା କରୁଛନ୍ତି । ଓଡ଼ିଶାରେ ଶିଳ୍ପ ଅନୁକୁଳ ବାତାବରଣ ସମ୍ପର୍କରେ ଅବଗତ କରାଇବା ସହିତ ରାଜ୍ୟରେ ପୁଞ୍ଜିନିବେଶ ପାଇଁ ଆହ୍ୱାନ କରିବେ ।
ଏହି…