Latest Odisha News

BREAKING NEWS

Yearly Archives

2022

ୱାକଫ୍ ବୋର୍ଡ ଅଧିନରେ ଗାଁ ଜମି ଓ ମନ୍ଦିର, ଗ୍ରାମବାସୀଙ୍କୁ ନାହିଁ ଖବର

ଚେନ୍ନାଇ: ତାମିଲନାଡୁର ଏକ ଗାଁ ତିରୁଚିରାପଲ୍ଲୀରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ସ୍ଥାନୀୟ ବାସିନ୍ଦା ତାଙ୍କ ଝିଅ ବିବାହ ପାଇଁ ଜମି ବିକ୍ରି କରିବାକୁ ଚାହୁଁଥିଲେ। ଯେତେବେଳେ ସେ ଜମି ବିକ୍ରି ପାଇଁ ସମସ୍ତ ପ୍ରକ୍ରିୟା ସାରି କାର୍ଯ୍ୟାଳକୁ ପହଞ୍ଚିଲେ, ସେତେବେଳେ ସେ…

ଆଜି ମୁମ୍ବାଇରେ ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ: ଆଜି ମୁମ୍ବାଇରେ ନିବେଶକଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ । ଓଡ଼ିଶାରରେ ପୁଞ୍ଜି ନିବେଶ ପାଇଁ ଶିଳ୍ପପତି ଏବଂ ନିବେଶକଙ୍କୁ ବୁଝାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ଶିଳ୍ପପ୍ରତିଷ୍ଠା ପାଇଁ ଏବଂ  ବ୍ୟାଙ୍କିଙ୍ଗ୍, ରାସାୟନିକ ପଦାର୍ଥ, ଅକ୍ଷୟ ଶକ୍ତି, ପ୍ଲାଷ୍ଟିକ୍ ଓ…

ଶାସ୍ତ୍ରୀୟ ଓଡ଼ିଆ ଭାଷା

ଦେବାଶିଷ ମହାପାତ୍ରଙ୍କ ବ୍ୟାକରଣ ବିଭାଗ ତାମିଲ୍‌, ସଂସ୍କୃତ, କନ୍ନଡ଼, ତେଲୁଗୁ ଓ ମାଲାୟାଲମ୍ ପରେ ଭାରତବର୍ଷର ଷଷ୍ଠ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଥିଲା ଆମ ଭାଷା, ଓଡ଼ିଆ ଭାଷା । ଆମ ଭାଷାର ଗୌରବ ଗାଥା ଗାନ କରୁଥିବା ଏହି ଦିନ ଆମକୁ ଆମର ଗୌରବମୟ ଅତୀତର କଥା ସ୍ମରଣ କରାଇଦିଏ ।…

ଧାରାବାହିକ ଉପନ୍ୟାସ : ଦଗ୍ଧ ଉପବନ (୪)

ଶକ୍ତିପ୍ରଦା ମହାପାତ୍ରଙ୍କ ଉପନ୍ୟାସ ‘ଦଗ୍ଧ ଉପବନ’ - ତେବେ ?? ଆଜି ପୁଣି କେମିତି ?? - ତୁମ ବାହାଘର ଠିକ୍ ହେବା କଥା ଶୁଣି ଖୁବ୍ କଷ୍ଟ ପାଇଥିଲି। ବହୁତ ଚେଷ୍ଟା କରି ବିଫଳ ହେଲି ତୁମକୁ କହିବାକୁ । କାଳେ ତୁମେ କଣ ଭାବିବ ? କାଳେ ଆମର ବନ୍ଧୁତା ଶେଷ ହୋଇଯିବ ! ତୁମର ସ୍ୱଚ୍ଛଳ…

ଗଳ୍ପ : କାଳିଆ ଭରସା

ଆୟୁଷ ବଢ଼ାଇ ନିକିତାର ଆଖିରେ ନିଦ ନାହିଁ । ଜେଜେମାର କଥା ମନେ ମନେ ଭାବୁଥାଏ ଯେ ଠାକୁରଙ୍କର ବିନା ଅନୁମତିରେ ପତ୍ରଟିଏ ମଧ୍ୟ ହଳେ ନାହିଁ । ତେବେ ପୁଣି ବଡଠାକୁରଙ୍କର ଡାକରା ନ ଥିଲେ କିଏ କଣ ଶ୍ରୀକ୍ଷେତ୍ରକୁ ଯାଇପାରିବ। ସବୁ ସେହି ଜଗା କାଳିଆ ଡୋରୀରେ ବନ୍ଧା। ସ୍ବାମୀ ଆରପାରିକୁ…

ଭାଷା ଭାଗବତ : ଭାବର ଜୀବନ୍ୟାସ

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ପ୍ରତ୍ୟେକ ଭାଷାଭାଷୀ ବ୍ୟକ୍ତି ଯୋଗାଂତି ସ୍ବଭାଷାକୁ ଶକ୍ତି ଆବଶ୍ୟକତା ଅନୁସାରେ ଭାଷା ବିବିଧ ରୂପ ଧରେ ମଣିଷ ସ୍ବରୁଚି ସଂଭାଳି କହେ ଓ ଲେଖେ ଭଳି ଭଳି କେହି ନୁହଂତି କାହା ପରି ସର୍ବେ ସମାନ ଅଧିକାରୀ ନିଜ…

ପଞ୍ଜାବ-ହରିୟାଣା ହାଇକୋର୍ଟଙ୍କ ଦ୍ୱାରା ‘ଘରେ ଘରେ ରାସନ’ ଯୋଜନା ସ୍ଥଗିତ

ଚଣ୍ଡିଗଡ଼: ପୁଣି ପଞ୍ଜାବ ସରକାରଙ୍କୁ ଝଟକା। 'ଘରେ ଘରେ ରାସନ' ଯୋଜନାକୁ ସ୍ଥଗିତ ରଖିଲେ ପଞ୍ଜାବ-ହରିୟାଣା ହାଇକୋର୍ଟ। ପଞ୍ଜାବ ସରକାରଙ୍କ ଦ୍ୱାରା ରାସନର ହୋମ ଡେଲିଭିରି ଯୋଜନାକୁ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ପହିଲା ଅକ୍ଟୋବରରୁ ଘରେ ଘରେ ରାସନ ବିତରଣ କରିବାର ଯୋଜନା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୮୪ ଜୟ ଜଗନ୍ନାଥ,ଓଁ ନମୋ ଭଗବତେ ବାସୁଦେବାୟ । ପୁରୁଷୋତ୍ତମ ଶ୍ରୀଜଗନ୍ନାଥ ଓ ମର୍ଯ୍ୟାଦା ପୁରୁଷ ଶ୍ରୀରାମ, ଜଣେ ଅବତାରୀ ଓ ଜଣେ ଅବତାର। ଅବଶ୍ୟ ଅନେକ କ୍ଷେତ୍ରରେ ଅବତାରୀ ଓ ଅବତାର ଉଭୟଙ୍କୁ ସମାନ କରାଯାଇଛି। ଏହା ଆତ୍ମା ପରମାତ୍ମା…

ଜୁଏଲଙ୍କ ମୁହଁରେ ଶାହ ଦେଇଥିବା ନାରା: ବଡ଼ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛି ବିଜେପି

ପୁରୀ: ୨୦୨୪ରେ ବିଜେଡିକୁ ଟକ୍କର ଦେବ ବିଜେପି । ଏଥିପାଇଁ ପୁରୀଠାରେ ବିଜେପିର ତିନି ଦିନିଆ ପ୍ରଶିକ୍ଷଣ ଶିବିର ଚାଲିଛି। ଗତ ସପ୍ତାହରେ କ୍ଷେତ୍ରୀୟ ସୁନୀଶ ବଂଶଲ ଗସ୍ତ ପରେ ଏବଂ ମାସ ଶେଷରେ ବିଜେପି ସଭାପତି ଜେ.ପି ନଡ୍ଡା ଆସିବା ପୂର୍ବରୁ ଏହି ବୈଠକ ବସିଛି। ପ୍ରଥମ ଦିନରେ ପୂର୍ବତନ…

ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁଙ୍କୁ ଫୋନରେ ହତ୍ୟା ଧମକ ଅଭିଯୋଗ

ଓଡ଼ିଶା ସମ୍ବାଦ ବ୍ୟୁରୋ: ମଙ୍ଗଳବାର ବାଲେଶ୍ବର ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁଙ୍କୁ ଜଣେ ଫୋନରେ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ଜଣଙ୍କୁ ପୋଲିସ ଅଟକ ରଖିଛି। ଶେଷ ଖବର ସୁଦ୍ଧା ପୋଲିସ ସଂପୃକ୍ତ ବ୍ୟକ୍ତିକୁ ପଚରାଉଚରା କରୁଛି। ଅଭିଯୋଗ ଅନୁଯାୟୀ, ନିତ୍ୟାନନ୍ଦ…