Latest Odisha News

BREAKING NEWS

Yearly Archives

2022

ଜାତୀୟ ଶିକ୍ଷକ ପୁରସ୍କାର ପାଇଲେ ପୁରୀର ଈଶ୍ୱର ଚନ୍ଦ୍ର

ନୂଆଦିଲ୍ଲୀ: ପୁରୀ ମାଟିର ପୁଅ ଈଶ୍ୱର ଚନ୍ଦ୍ର ନାୟକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି । ଗୁରୁ ଦିବସରେ ଦିଲ୍ଲୀରେ ବିଜ୍ଞାନ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଈଶ୍ୱରଙ୍କ ସହ ୪୬ ଜଣ ଶିକ୍ଷକଙ୍କୁ ପୁରସ୍କୃତ କରିଛନ୍ତି । ନିମାପଡ଼ା ବ୍ଲକ…

ମନ କଥା ଖୋଲି କହିଲେ କୋହଲି, ଖରାପ ସମୟରେ କେବଳ ମେସେଜ କରିଥିଲେ ଧୋନୀ

ଦୁବାଇ: ଚଳିତ ଏସିଆ କପ କ୍ରିକେଟର ସୁପର ଫୋରର ପ୍ରଥମ ମ୍ୟାଚରେ ପାକିସ୍ତାନ ନିକଟରୁ ଭାରତ ପରାଜିତ ହୋଇଛି । ଏହା ପରେ ଆୟୋଜିତ ପ୍ରେସ ମିଟରେ ସିନିୟର ବ୍ୟାଟ୍ସମ୍ୟାନ ବିରାଟ କୋହଲି ତାଙ୍କ ମନ କଥା ଖୋଲି କରି କହିଛନ୍ତି । ବିଭିନ୍ନ ପ୍ରଶ୍ନର ଉତର ଦେବା ଅବସରରେ ସେ କହିଥିଲେ ମୋ ଖରାପ ସମୟରେ…

ଭଲ ଉପନ୍ୟାସ ସୃଷ୍ଟି ହେବା କାଠିକର ପାଠ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ “ଶବ୍ଦ ତୂଣୀର”  ଆଜି ଉତ୍ତମ ଉପନ୍ୟାସ ଉତ୍ପାଦନ ଏକ ପ୍ରଶ୍ନବାଚୀ ? ସାହିତ୍ୟ ଖାତାରେ ଉପନ୍ୟାସର ଉପସ୍ଥାନ ଶୂନ୍ୟ ! ଏସବୁ ଘଟଣା ଘଟୁଛି କାହିଁକି ? ସତରେ କ’ଣ ଆଉ ଭଲ ଉପନ୍ୟାସଟିଏ ପଢିବାକୁ ପାଇବାନାହିଁ ? ବର୍ତ୍ତମାନ ସାହିତ୍ୟକ୍ଷେତ୍ରରେ ଘୋର…

ପରମ୍ପରାରେ ଗୁରୁ ଓ ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍

ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ  " ଗୁରୁବ୍ରହ୍ମା ଗୁରୁବିଷ୍ଣୁ ଗୁରୁଦେବ ମହେଶ୍ୱର/ ଗୁରୁ ସାକ୍ଷାତ୍ ପରଂବ୍ରହ୍ମ ତସ୍ମୈ ଶ୍ରୀ ଗୁରବେ ନମଃ। " ଭାରତୀୟ ପରମ୍ପରାରେ ’ଗୁରୁ’ ଏକ ପରମ ପବିତ୍ର ଶବ୍ଦ । ଗୁରୁ, ଯିଏ ଅଜ୍ଞାନ ରୂପକ ଅନ୍ଧକାରରୁ ଜ୍ଞାନ ରୂପକ ଆଲୋକର ରାସ୍ତା ଦେଖାଇଥାନ୍ତି…

କବିତା : ଗୁରୁ

ସୁପ୍ରିୟା ପଣ୍ଡା ଆପଣ ନ ଥିଲେ ହୁଏତ , ମୁଁ ଦେଖି ପାରିନଥାନ୍ତି ଜ୍ଞାନର ଆଲୁଅ । ମିଞ୍ଜି ମିଞ୍ଜି ଜଳୁଥିବା ଡିବିରିର ଧୂଆଁର ପରସ୍ତ ଶୁଖି ପାରିନଥାନ୍ତା ବି ଲୁହ । କେତେ ମୋର ଅପାରଗପଣ ଉଡ଼ିବାର ଅଳ୍ପ ଟିକେ ଆଶା ପରାଜିତ କ୍ଷଣର ସଂଶୟ । କାଉଁରିଆ କାଠିର କି ବଳ ସମ୍ମୋହନ…

ବିହାର ଗଙ୍ଗାରେ ଡଙ୍ଗା ବୁଡ଼ି ଦଶ ଜଣ ନିଖୋଜ

ଭୁବନେଶ୍ୱର: ବିହାରର ଶାହପୁର ପୋଲିସ ଷ୍ଟେସନ ଅଞ୍ଚଳରେ ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୦ ଜଣ ନିଖୋଜ ହୋଇଯାଇଛନ୍ତି । ଡଙ୍ଗାରେ ପ୍ରାୟ ୫୫ ଜଣ ଯାତ୍ରା କରୁଥିଲେ ବୋଲି ଜଣାପଡ଼ିଛି । ଏଏନଆଇ ସୂତ୍ରରୁ ଜଣାପଡ଼ିଛି ଯେ, ଶ୍ରମିକ ମାନେ କାମରୁ ଫେରୁଥିବା ବେଳେ ଏହି ଅଘଟଣ ଘଟିଛି । ପ୍ରାୟ…

କିଏ ହେବେ ବ୍ରିଟେନର ପ୍ରଧାନମନ୍ତ୍ରୀ ? ଆଜି ଆସିବ ଫଇସଲା

ନୂଆଦିଲ୍ଲୀ: ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ ହେବେ ? ଋଷି ସୁନକ ନା ଲିଜ୍ ଟ୍ରସ୍ ? କାହାକୁ ବାଛିବେ କଞ୍ଜରଭେଟିଭ୍ ପାର୍ଟିର ନେତା । ଆଜି ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ନେଇ ଫଇସଲା ଆସିବ । ବିବିସି ରିପୋର୍ଟ ଅନୁସାରେ, ବିଦେଶ ମନ୍ତ୍ରୀ ଲିଜ୍ ଟ୍ରସଙ୍କ ପଲ୍ଲା ଭାରି…

ପାରାଦୀପ ଗଣଦୁଷ୍କର୍ମ ପୀଡ଼ିତା ଗଡ଼କୁଜଙ୍ଗରୁ ଉଦ୍ଧାର

ପାରାଦୀପ: ପାରାଦୀପରେ ୧୭ ବର୍ଷୀୟା ନାବାଳିକା ଅପହରଣ ଓ ଗଣ ଦୁଷ୍କର୍ମ ମାମଲା ଦୈନିକ ନୂଆ ମୋଡ଼ ନେଉଛି । ଏହି ମାମଲାରେ ଅଭିଯୁକ୍ତ ଜଣକ ଗିରଫ ପରେ ପୀଡ଼ିତା ଶନିବାର ଠାରୁ ନିଖୋଜ ଥିଲେ। ସୋମବାର ସକାଳେ ପୀଡ଼ିତାଙ୍କୁ ଗଡ଼ କୁଜଙ୍ଗରୁ ଉଦ୍ଧାର କରାଯାଇଛି । ସୂଚନାନୁସାରେ,…

ଆଜି ଠାରୁ ରାଜ୍ୟରେ ବଢ଼ିବ ବର୍ଷା

ଭୁବନେଶ୍ୱର: ଆଜି ଠାରୁ ରାଜ୍ୟରେ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି। ଆଗାମୀ ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ଅଛି ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ଜଣାପଡ଼ିଛି । ଏବେ ସପ୍ତାହ ବ୍ୟାପୀ ହେଉଥିବା ଗୁଳୁଗୁଳିରୁ ଟିକିଏ ଆଶ୍ୱସ୍ତି…

ଗୁରୁ ବ୍ରହ୍ମା,ଗୁରୁ ବିଷ୍ଣୁ, ଗୁରୁ ଦେବ ମହେଶ୍ୱର

ଗୁରୁ ବ୍ରହ୍ମା,ଗୁରୁ ବିଷ୍ଣୁ, ଗୁରୁ ଦେବ ମହେଶ୍ୱର ଗୁରୁ ସାକ୍ଷାତ ପରଂବ୍ରହ୍ମ ତସ୍ମୈଶ୍ରୀ ଗୁରବେ ନମଃ। ଆଜି ଗୁରୁ ଦିବସ । ଗୁରୁଙ୍କୁ ମନେ ପକାଇବାର ଦିନଟିଏ । ସବୁ ଶିକ୍ଷା ମୂଳରେ ଗୁରୁଙ୍କ ଆଦର୍ଶ ଓ ଅବଦାନ ଯଥେଷ୍ଟ ରହିଥାଏ । ଶିକ୍ଷା ମଣିଷର ଖାଲି ସ୍ବଭାବ ବଦଳାଇନଥାଏ ଭାବମୂର୍ତ୍ତି ବି…