Latest Odisha News

BREAKING NEWS

Yearly Archives

2022

ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ସୋନପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି  ।  ପ୍ରତିବର୍ଷ ଭାଦ୍ରବ ପଂଚମୀ ତିଥିରେ ନୂଆଁଖାଇ ଆସୁଥିଲେ ହେଁ ନିଜ ନିଜର ଇଷ୍ଟ ଦେବୀଙ୍କୁ ନେଇ ଲଗ୍ନ ସ୍ଥିର ହୋଇଥାଏ  ।  ସୁବର୍ଣ୍ଣପୁର ଗଡଜାତ ସହ ପଂଚରା ଅଂଚଳ ପାଇଁ ଏବର୍ଷ ପଣ୍ଡିତ ମହାସଭା ଜଗନ୍ନାଥ ମନ୍ଦିର…

ଏଆଇଏଫଏଫ ସଭାପତି ପଦ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ବାଇଚୁଙ୍ଗ ଭୂତିଆ

ନୂଆଦିଲ୍ଲୀ: ମହାନ ଫୁଟବଲ ଖେଳାଳି ବାଇଚୁଙ୍ଗ ଭୂତିଆ ସର୍ବଭାରତୀୟ ଫୁଟବଲ ଫେଡେରେଶନ ସଭାପତି ପଦ ପାଇଁ ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏହି ଦୌଡରେ ପୂର୍ବତନ ଖେଳାଳି କଲ୍ୟାଣ ଚୌବେ ଆଗରେ ରହିଛନ୍ତି । ଦୀପକ ମଣ୍ଡଳ ଓ ମଧୂ କୁମାରୀ ସାଥୀ ଖେଳାଳି ଭୂତିଆଙ୍କ ନାମ ସୁପାରିଶ କରିଥିଲେ…

ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥ, ୫୩ ଜଣ ମେଡିକାଲରେ ଭର୍ତ୍ତି

କାମାକ୍ଷାନଗର: ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ସୋଗର ଗାଁରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକାଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ପଡ଼ିଛନ୍ତି । ଅସୁସ୍ଥ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୫୩ ଜଣଙ୍କୁ ଅଁଳାବେରେଣୀ ଗୋଷ୍ଠୀ…

ସମ୍ଭାବ୍ୟ ପ୍ରବଳ ବର୍ଷାକୁ ନେଇ ଭୟଭୀତ ନହେବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

ଭୁବନେଶ୍ବର:  କିଛି ଦିନ ଧରି ଲଗାଣ ବର୍ଷା ପରେ ଆଜି ପୁଣି ରାତିରୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ତେବେ ବର୍ଷା ପାଇଁ ମୁଖ୍ୟମନ୍ତ୍ରୀ ଲୋକମାନଙ୍କୁ ଅପିଲ କରିଛନ୍ତି । ଲୋକଙ୍କୁ ଭୟଭୀତ ନହେବା ପାଇଁ କହିଛନ୍ତି ମୁଖ୍ୟମନ୍ତ୍ରୀ ।…

ବନ୍ୟା ପରିସ୍ଥିତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

ପୁରୀ:  ଆଜି ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ପୁରୀ ଜିଲ୍ଲାର ବନ୍ୟା ଅଞ୍ଚଳ ପରିସ୍ଥିତି ସମୀକ୍ଷା କରିଛନ୍ତି। ବନ୍ୟାଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିବାପରେ ସର୍କିଟ ହାଉସରେ ସମୀକ୍ଷା ଓ ଆଲୋଚନା କରିଥିଲେ ।  ପୁରୀ ଜିଲ୍ଲାରେ ଦୟା, ଭାର୍ଗବୀ, କୁଶଭଦ୍ରା, ରତ୍ନଚିରା, ଲୁଣା ଓ…

ବୈତରଣୀ ନଦୀର ଜଳ ସ୍ତର କମିଛି ହେଲେ ବିପଦ ଟଳିନି

ଯାଜପୁର: ବୈତରଣୀରେ ଆସିଥିବା ବନ୍ୟା ଛାଡ଼ି ଯାଇଛି ସତ ହେଲେ ବିପନ୍ନଙ୍କ ଦୁଃଖ ବଢି ଯାଇଛି । ଏବେବି ବନ୍ୟା ଜଳରେ ବୁଡ଼ି ରହିଛି ଏକର ଏକର ଚାଷ ଜମି । ଲୋକେ ଚାଷ ସହ ସହ ବାସ ହରାଇଛନ୍ତି । କିନ୍ତୁ ସାହାଯ୍ୟ ଭାବେ ଏଯାଏ ମିଳିଛି କେଇ ମୁଠା ଚୂଡ଼ା ଓ ଗୁଡ଼। ବୈତରଣୀରେ ବନ୍ୟା ଏବଂ ଶାଖା…

ଲଗାଣ ବର୍ଷାରେ ଧସିଲା ସାମନବାଡ଼ି ପୋଲ ରାସ୍ତା

ବାଲିଗୁଡ଼ା: ବନ୍ୟା ପରେ ପୁଣି ଲଘୁଚାପ ଜନିତ ଲଗାଣ ବର୍ଷା ଆରମ୍ଭ ହୋଇଛି । ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ସାମନବାଡ଼ି ଗାଁ ନିକଟରେ ଥିବା ସାମନବାଡ଼ି ପୋଲର ପାର୍ଶ୍ଵ ରାସ୍ତା ଧସି ଯାଇଛି । ଯାହା ଫଳରେ ବର୍ତ୍ତମାନ ସେହି ରାସ୍ତା ଦେଇ ବସ୍ ଚଳାଚଳ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇ ଯାଇଥିବା…

ଦିଲ୍ଲୀ ଏକ୍ସସାଇଜ ସ୍କାମ: ସିସୋଡିଆଙ୍କ ସମେତ ୧୫ଜଣଙ୍କ ବିରୋଧରେ ଏଫଆଇଆର

ନୂଆଦିଲ୍ଲୀ: ଦିଲ୍ଲୀର ଉପ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ତୁଙ୍ଗ ନେତା ମନୀଷ ସିସୋଡିଆଙ୍କ ଅସୁବିଧା ଦିନକୁ ଦିନ ବଢ଼ିବାରେ ଲାଗିଛି । ଶୁକ୍ରବାର ସିବିଆଇ ତାଙ୍କ ବାସଭବନରେ ସକାଳୁ ଚଢ଼ାଉ ଜାରୀ ରଖିଛି । ଏହି ମାମଲାରେ ତାଜା ଅପଡେଟ ଅନୁସାରେ ସିସୋଡିଆଙ୍କ ସମେତ ୧୫ଜଣଙ୍କ ବିରୋଧରେ…

ବିଧାନସଭାରେ ୧୪୭ ବିଧାୟକଙ୍କ ମଧ୍ୟରୁ କିଏ ଶ୍ରେଷ୍ଠ ବିଧାୟକ ?

ଭୁବନେଶ୍ବର : ବିଧାନସଭାରେ ୧୪୭ ବିଧାୟକଙ୍କ ମଧ୍ୟରୁ କିଏ ଶ୍ରେଷ୍ଠ ବିଧାୟକ ? କେଉଁ ବିଧାୟକଙ୍କର ରାଜ୍ୟ ପ୍ରତି ସର୍ବାଧିକ ଦାଇତ୍ବବୋଧ ରହିଛି ? କେଉଁ ବିଧାୟକ ବିଧାନସଭାର ଗୃହ କାର୍ଯ୍ୟରେ ଉଲ୍ଲେଖନୀୟ ପଦର୍ଶନ କରିଛନ୍ତି? ଶ୍ରେଷ୍ଠ ବିଧାୟକ ଚୟନ ପାଇଁ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି …

୩୭୦୦୦ ଫୁଟ ଉପରେ ବିମାନ ଉଡୁଥିବା ବେଳେ ଶୋଇ ପଡିଲେ ପାଇଲଟ…

ଅଦୀସ ଅବାବ: ୩୭୦୦୦ ଫୁଟ ଉପରେ ବିମାନ ଉଡୁଥିବା ବେଳେ ଏହାର ୨ ପାଇଲଟ ହଠାତ ଶୋଇ ପଡିଲେ । ତେବେ ଭାଗ୍ୟର କଥା ଉପଯୁକ୍ତ ସମୟରେ ପଦକ୍ଷେପ ନିଆଯିବା ଫଳରେ ଏହା ଦୁର୍ଘଟଣାଗ୍ରସ୍ତ ହେବାରୁ ବର୍ତି ଯାଇଥିଲା । ସୁଡାନର ଖାର୍ତୁମରୁ ଇଥିୟୋପିଆ ଯାଉଥିବା ବୋଇଂ ୭୩୭ ବିମାନ ଅଦୀସ ଅବାବ ବିମାନ ବନ୍ଦରରେ…