Latest Odisha News

BREAKING NEWS

Yearly Archives

2022

ଲଘୁଚାପ ତୀବ୍ର ଅବପାତ ପରେ ବାତ୍ୟାର ରୁପନେଇପାରେ

ଭୁବନେଶ୍ବର:ପାଣିପାଗ ବିଭାଗର ସତର୍କ ସୂଚନା। ଲଘୁଚାପ ତୀବ୍ର ଅବପାତ ପରେ ବାତ୍ୟାର ରୁପନେଇପାରେ । ବଙ୍ଗୋପସାଗ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇଛି । ଉତ୍ତରପୂର୍ବ ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି । ଅବପାତ ପଶ୍ଚିମ ଓ ଉତ୍ତର…

ମେକ୍ ଇଣ୍ଡିଆ ନମ୍ବର ୧ ମିଶନକୁ ଓଡ଼ିଶାରେ କାର୍ଯ୍ୟକାରୀ କରିବ ଆପ୍

ଭୁବନେଶ୍ବର: ଓଡିଶାରେ ଏକ ବିକଳ୍ପ ରାଜନୀତି କରିବା ସହ ପରିବର୍ତ୍ତନ ଆଣିବାକୁ  ଆମ୍ ଆଦମୀ ପାର୍ଟି ରଣନୀତି ପ୍ରସ୍ତୁତ କରୁଛି ।  ଆମ୍ ଆଦମୀ ପାର୍ଟି ଓଡ଼ିଶାର ରାଜ୍ୟସ୍ତରୀୟ କର୍ମୀ ସମ୍ମିଳନୀ  ଆସନ୍ତା ୨୧ ଅଗଷ୍ଟରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବାକୁଯାଉଛି । ଏହି କର୍ମୀସମ୍ମିଳନୀରେ …

ହୀରାକୁଦରେ ବନ୍ଦ ହେବ ଆଉ ୪ଟି ଗେଟ

ଭୁବନେଶ୍ୱର: ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ କୁମାର ଜେନାଙ୍କ ବଡ ସୂଚନା । ପୁଣି ବନ୍ଦ ହେବ ହୀରାକୁଦର ଆଉ ୪ଟି ଗେଟ । ଖୋଲାଥିବା ୨୪ଟି ଗେଟରୁ ଆଉ ୪ଟି ଗେଟ ବନ୍ଦ ହେବା ନେଇ ସୂଚନା ଦେଲେ ଏସଆରସି ପ୍ରଦୀପ କୁମାର ଜେନା । ହୀରାକୁଦ ଗେଟ ବନ୍ଦ ହେବା ଦ୍ୱାରା ମୁଣ୍ଡଳିରେ ମଧ୍ୟ ଜଳସ୍ତର…

ଦିଲ୍ଲୀ ଉପମୁ୍ଖ୍ୟମନ୍ତ୍ରୀଙ୍କ ଘରେ ସିବିଆଇ, ସ୍ବାଗତ କଲେ ସିସୋଦିଆ 

ଦିଲ୍ଲୀ : ଦିଲ୍ଲୀ ଉପମୁ୍ଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଘରେ ସିବିଆଇ ରେଡ । ଟୁଇଟ କରି ସିବିଆଇଙ୍କୁ ସ୍ବାଗତ କଲେ ସିସୋଦିଆ  । ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ହିନ୍ଦୀରେ ଏକ ଟୁଇଟ୍ କରି ସୂଚନା ଦେଇଛନ୍ତି , "ସିବିଆଇ ଆସିଛି “। ଆମେ ତାଙ୍କୁ  ସ୍ୱାଗତକରୁଛୁ । ଆମେ ଅତ୍ୟନ୍ତ…

ଜ୍ଞାତିଶତ୍ରୁ

ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’ ଗୋପାଳ ବାବୁଙ୍କ ବଡ଼ ପୁଅ ଏବଂ ସାନ ପୁଅ ଭିତରେ ଅନେକ ଭିନ୍ନତା। ସାନପୁଅ ପୂରା ଦୁନିଆଟାକୁ ନିଜର କରି ଚାଲେ। ବଡ଼ପୁଅ କହେ, ଯାହାର ଚୌହଦି ଯେତେ ବଡ଼, ସେ ସେତେବଡ଼ ଦୁଃଖୀ। ଅନ୍ୟମାନଙ୍କ ଦୁଃଖରେ ସମଦୁଃଖୀ ହେବାରେ ତାର କିଛି ଅସୁବିଧା…

ଏନସିବିର ପୂର୍ବ ଜୋନାଲ ଅଧିକାରୀ ସମୀରଙ୍କୁ ହତ୍ୟା ଧମକ

ମୁମ୍ବାଇ: ମୁମ୍ବାଇ ଏନସିବିର ପୂର୍ବ ଜୋନାଲ ଅଧିକାରୀ ସମୀର ୱାଙ୍ଖେଡଙ୍କୁ ହତ୍ୟା ଧମକ ମିଳିଛି । ସୋସିଆଲ ମିଡିଆ ମାଧ୍ୟମରେ ଏହି ଧମକ ପାଇବା ପରେ ସେ ସମୀର ଗୋରଗାଁଓ ପୋଲିସ ଷ୍ଟେସନରେ ଏ ନେଇ ଅଭିଯୋଗ କରିଛନ୍ତି । ୧୪ ଅଗଷ୍ଟରେ ମିଳିଥିବା ଏହି ଧମକରେ ଟ୍ୱିଟ କରାଯାଇଥିଲା ତୁମକୋ ପତା ନେହି…

ନୂଆପଡ଼ାରେ ଲାଲ୍ ତାଣ୍ଡବ, ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

ନୂଆପଡ଼ା: ପୁଣି ମାତିଲେ ମାଓବାଦୀ । ସୁନାବେଡ଼ା ଅଭୟାରଣ୍ୟ ଅଞ୍ଚଳରେ ମାଓବାଦୀ ଗୁରୁବାର ବିଳମ୍ବିତ ରାତିରେ ଜଣଙ୍କୁ ହତ୍ୟା କରିଛନ୍ତି । ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ଢେକୁନପାଣି ଗାଁ ମୁଣ୍ଡରେ ୪୦ ବର୍ଷୀୟ ଅନନ୍ତରାମ ରାଉତଙ୍କୁ ହତ୍ୟା କରିବା ପରେ ଫିଙ୍ଗି ଦେଇଛନ୍ତି । ଛତିଶଗଡ଼…

ସରକାରୀ ଦଳର ବଡପଣ୍ଡା ମାନେ ସାଜିଛନ୍ତି ବାଲି ମାଫିଆ

ଭୁବନେଶ୍ୱର: ସରକାରୀ ଦଳର ବଡପଣ୍ଡା ମାନେ ସାଜିଛନ୍ତି ବାଲି ମାଫିଆ । ବାଲି ଚୋରାଚାଲଣ ହେଉଥିବାର ଅଭିଯୋଗ ପରେବି ଚୁପ ହୋଇ ବସିଛନ୍ତି ଉଭୟ ପ୍ରଶାସନ ଓ ସରକାର । କୁଆଖାଇ ଏବଂ କୁଷଭଦ୍ର ନଦୀରୁ ବେଆଇନ ବାଲି ଚୋରା ଚାଲଣ ହେଉଥିବା ଅଭିଯୋଗ ଆଣିଛନ୍ତି ସାଂସଦ  ଅପରାଜିତ ଷଢ଼ଙ୍ଗୀ । ଭୁବନେଶ୍ୱର…

ସଂସଦୀୟ ବୋର୍ଡରୁ କାହିଁକି ଗଡ଼କରୀଙ୍କୁ ହଟାଗଲା ?

ଓଡ଼ିଶା ସମ୍ବାଦ ବ୍ୟୁରୋ:  ବିଜେପି ସଂସଦୀୟ ବୋର୍ଡରୁ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଛୁଟି ମିଳିଛି । ଏହାକୁ ନେଇ କେବଳ ମହାରାଷ୍ଟ୍ରରେ ନୁହେଁ ସାରା ଭାରତରେ ଚର୍ଚା ଜାରି ରହିଛି । ନୀତିନ ଗଡ଼କରୀଙ୍କୁ ବିଜେପି କଣ ପାଇଁ ହଟାଇଲା ତାହାକୁ ନେଇ ବୟାନବାଜି ଚାଲିଛି । ତେବେ ନିତିନ…

ଅଶୋକ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଓସ୍‌ଜା ସ୍ମରଣିକା ଉନ୍ମୋଚିତ

ଭୁ‌ବନେଶ୍ବର : ବିଶିଷ୍ଟ କ୍ରୀଡ଼ା ସାମ୍ବାଦିକ ଡକ୍ଟର ଅଶୋକ ପଟ୍ଟନାୟକଙ୍କ ୨୨ତମ ଶ୍ରାଦ୍ଧ ସଭା ଗୁରୁବାର ଅପରାହ୍ଣରେ ସହିଦ ‌ସ୍ପୋର୍ଟିଂ କ୍ଲବ୍‌ ଦେବାଶିଷ ମହାନ୍ତି ପ୍ରେସ୍ ବକ୍ସରେ ଅନୁଷ୍ଠିତ ହୋଇଯାଇଛି। ଡକ୍ଟର ପଟ୍ଟନାୟକ ଖେଳ ସାମ୍ବାଦିକ ଭାବେ ଯେତିକି ପରିଚିତ ନଥିଲେ ଜଣେ ଭଲ ମଣିଷ ଓ…