Latest Odisha News

BREAKING NEWS

Yearly Archives

2022

କୁସ୍ତିରେ ନବୀନଙ୍କୁ ସ୍ୱର୍ଣ୍ଣ, ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ମିଳିଲା ୧୨ତମ ଗୋଲ୍ଡ ମେଡାଲ

ନୂଆଦିଲ୍ଲୀ: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପଦକ ସଂଖ୍ୟା ବଢ଼ି ଚାଲିଛି । ୭୪ କେଜି ଫ୍ରି-ଷ୍ଟାଇଲ ବର୍ଗରେ ନବୀନଙ୍କୁ ମିଳିଛି ସ୍ୱର୍ଣ୍ଣ ପଦକ । ପାକିସ୍ତାନର ମହମ୍ମଦ ଶରିଫ ତାହିରଙ୍କୁ ହରାଇ ନବୀନ କୁସ୍ତିରେ ସ୍ୱର୍ଣ୍ଣ ଜିତିଛନ୍ତି । କୁସ୍ତିରେ ଚଳିତ ବର୍ଷ ଭାରତକୁ ଷଷ୍ଠ ସ୍ୱର୍ଣ୍ଣ ପଦକ…

ଧରାପଡ଼ିଲା ଜାଲ୍ ଭିନ୍ନକ୍ଷମ ସାର୍ଟିଫିକେଟ୍ ରାକେଟ, ୩ ଗିରଫ

ଯାଜପୁର: ଜାଲ୍ ଭିନ୍ନକ୍ଷମ ସାର୍ଟିଫିକେଟ ଯୋଗାଉଥିବା ରାକେଟକୁ ଧରିଛି ଯାଜପୁର । ରାକେଟର ୩ ଜଣଙ୍କୁ ପୋଲିସ ଗିରଫ କରିଛି । ଅଭିଯୁକ୍ତଙ୍କ ନିକଟରୁ ଆବେଦନ ଫର୍ମ ସହ ୧୦ଟି ଷ୍ଟାମ୍ପ, କିଛି ଆଧାର କାର୍ଡ ଓ ଜାଲ ଭିନ୍ନକ୍ଷମ ସାର୍ଟିଫିକେଟ ଜବତ କରାଯାଇଛି । ଗିରଫ ୩ ଅଭିଯୁକ୍ତ ହେଲେ…

ତହସିଲଦାରଙ୍କୁ ଆକ୍ରମଣକୁ ଓଏଏସ୍‌ ସଂଘର ନିନ୍ଦା

ବ୍ରହ୍ମପୁର: ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ୍ ଜରଡା ଥାନା ଅନ୍ତର୍ଗତ ବୁଢୀଘାଟି ଗାଁରେ ମଦ ଧରପଗଡ ବେଳେ ତହସିଲଦାର ଅମିତ କୁମାର ନାୟକ ଏବଂ ଅବକାରୀ ବିଭାଗ କର୍ମଚାରୀଙ୍କୁ ମାଡ ଘଟଣାର ଘୋର ନିନ୍ଦା କରିଛି ଓଡ଼ିଶା ପ୍ରଶାସନିକ ସେବା ସଂଘର ଗଞ୍ଜାମ ଜିଲା ଶାଖା। ସରକାରଙ୍କ ନିର୍ଦ୍ଦେଶକୁ…

୨.୫୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତ କରୁଛନ୍ତି ଗଞ୍ଜାମର ମହିଳା ଗୋଷ୍ଠୀ

ବ୍ରହ୍ମପୁର: ଚଳିତ ବର୍ଷ ସ୍ବାଧୀନତାର ୭୫ବର୍ଷ ପାଳନ କରୁଛି ଭାରତ। ‘ଆଜାଦୀକା ଅମୃତ ମହୋତ୍ସବ’ ଅବସରରେ ‘ହର୍‌ ଘର ତ୍ରିରଙ୍ଗା’ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି କ୍ରମରେ ରାଜ୍ୟରେ ୩୦ଲକ୍ଷ ପତାକା ସିଲେଇ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ମହିଳା ଗୋଷ୍ଠୀଙ୍କୁ…

ଭିନେଶ ଫୋଗଟ ଜିତିଲେ ସ୍ବର୍ଣ୍ଣ

ଭାରତ ରାଜ୍ୟଗୋଷ୍ଠୀ କ୍ରୀଡାରେ  ପୁଣି କୁସ୍ତିରେ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛି । ରେସଲର ଭିନେସ ଫୋଗାଟ୍ ଏହି ସ୍ବର୍ଣ୍ଣ ପଦକ ଜିତିଛନ୍ତି । ଏହା ସହ ଭାରତକୁ 11ତମ ସ୍ବର୍ଣ୍ଣ ମିିଳିଛି । 53 କେଜି ବର୍ଗରେ ସେ ଏହି ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି । ପୂର୍ବରୁ ଏସିଆନ ଗେମରେ ମଧ୍ୟ ସେ…

କୁସ୍ତିରେ ଭାରତକୁ ସ୍ବର୍ଣ୍ଣ: ରବି ଡାହିଆଙ୍କୁ ସ୍ବର୍ଣ୍ଣ

କୁସ୍ତିରେ ଭାରତକୁ ସ୍ବର୍ଣ୍ଣ ପଦକ ମିଳିଛି । ରବି କୁମାର ଡାହିଆ ଏହି ସ୍ବର୍ଣ୍ଣ ପଦକ ଜିତିଛନ୍ତି । ରେସଲର ରବି ଡାହିଆ ନାଇଜେରିଆର ଏବିକେଓ୍ବେନିମୋ ଓ୍ବେଲସନଙ୍କୁ ହରାଇ ବିଜୟୀ ହୋଇଛନ୍ତି । ଭାରତ 10ଟି ସ୍ବର୍ଣ୍ଣ ପଦକ ଜିତିବା ସହ ମୋଟ 32 ପଦକ ପାଇ 5ମ ସ୍ଥାନରେ ରହିଛି । …

[ଦେଖନ୍ତୁ ଭିଡିଓ] ଅମିତ ଶାହଙ୍କ ଓଡ଼ିଶା ଗସ୍ତ ନେଇ ବିଜେପିର ଉତ୍ସାହ, ବିରୋଧୀ ଛାନିଆ

ଭୁବନେଶ୍ୱର: ଓଡ଼ିଶା ଆସୁଛନ୍ତି ଅମିତ ଶାହ । ଉତ୍ସାହରେ ରାଜ୍ୟ ବିଜେପି । ରବିବାର ଠାରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଯାହାକୁ ନେଇ ରାଜ୍ୟ ବିଜେପି ନେତୃତ୍ୱଙ୍କ ମନରେ ଉତ୍ସାହ ଦେଖା ଦେଇଛି । ଅମିତ ଶାହ ରବିବାର ରାତିରେ ଭୁବନେଶ୍ୱର ପହଞ୍ଚି ସୋମବାର ସକାଳେ…

ସ୍ୱର୍ଣ୍ଣ ଜିତିଲେ ରବି ଦାହିୟା

ବର୍ମିଂହାମ: ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତୀୟ ରେସଲରଙ୍କ ପ୍ରାଧାନ୍ୟ ବଜାୟ ରହିଛି । ଶନିବାର ୫୭କେଜି ବିଭାଗରେ ରବି ଦାହିୟା ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଫାଇନାଲରେ ସେ ନାଇଜେରିୟାର ଏବିକେବୋନିମୋଙ୍କୁ ୧୦-୦ରେ ପରାସ୍ତ କରିଥିଲେ । ଟୋକିଓ ଅଲିମ୍ପିକ୍ସ ରୌପ୍ୟ ପଦକ ବିଜେତା…

ସିଆଇଏସଏଫ ଓଡ଼ିଆ ଯବାନଙ୍କ ଗୁଳିମାଡ଼ରେ ଏଏସଆଇ ଆର କେ ଷଡ଼ଙ୍ଗୀ ମୃତ

କୋଲକତା:  କୋଲକତାରେ ଇଣ୍ଡିଆନ ମ୍ୟୁଜିୟମରେ କାର୍ଯ୍ୟରତ ହେଡ କନଷ୍ଟେବଳ ଅକ୍ଷୟ ମିଶ୍ରଙ୍କ ଗୁଳିମାଡରେ  ସିଆଇଏସଏଫ ଏଏସଆଇ ଆରକେ ଷଡ଼ଙ୍ଗୀଙ୍କ ମୃତ୍ୟୁ ହୋଇଛି । ଏହା ସହ ଜଣେ କମାଣ୍ଡାଣ୍ଟ ସୁବୀର ଘୋଷ ଗୁରୁତର ଆହତ ହୋଇଛନ୍ତି । ଅକ୍ଷୟ ମିଶ୍ର ନିଜ ଏକେ 47ରୁ ଗୁଳି ଚଳାଇ ହତ୍ୟା କରିଥିବା…

ଅବିନାଶଙ୍କୁ ରୌପ୍ୟ: ପୂଜା, ଜସ୍ମିନ ବ୍ରୋଞ୍ଜରେ ସନ୍ତୁଷ୍ଟ

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡାର ୯ମ ଦିବସରେ ଭାରତୀୟ ରେସଲର ପୂଜା ଗେହେଲୋଟ ଓ ବକ୍ସର ଜସ୍ମିନ ଲାମ୍ବୋରିୟା ବ୍ରୋଞ୍ଜ ପଦକ ଜିତିଥିବା ବେଳେ ଅବିନାଶ ସାବଲେ ୩୦୦୦ ମିଟର ଷ୍ଟିପେଲଚେଜରେ ରୌପ୍ୟ ପଦକ ହାସଲ କରିଛନ୍ତି । ମହିଳା ୫୦ କିଗ୍ରା ବିଭାଗରେ ପୂଜା ସ୍କଟଲାଣ୍ଡର ପ୍ରତିଦ୍ୱନ୍ଦ୍ୱୀଙ୍କୁ…