Latest Odisha News

BREAKING NEWS

Yearly Archives

2022

ବାହୁବଳୀ ବ୍ରିଜେଶ ଜେଲରୁ ବାହାରିଲେ, ଟେନଶନରେ ମୁଖତାର

ଲକ୍ଷ୍ନୌ: ଉତରପ୍ରଦେଶରେ ଦୁଇ ବାହୁବଳୀଙ୍କ ପୁରୁଣା ସଂଘର୍ଷ ଏବେ ତାଜା ହୋଇଯାଇଛି । ମୁଖତାର ଅଁସାରୀର ଶତ୍ରୁ ବ୍ରିଜେଶ ସିଂ ୧୪ ବର୍ଷ ପରେ ଜେଲରୁ ମୁକୁଳିଛି । ଯାହାକି ମୁଖତାରଙ୍କ ନିଦ ହଜେଇ ଦେଇଛି । ଏପରିକି ସେ ଜେଲରେ ୨ ଦିନ ହେବ ଶାନ୍ତିରେ ନାଁ ଖାଇ ପାରୁଛନ୍ତି, ନାଁ ଶୋଇ ପାରୁଛନ୍ତି ।…

ଆଦର୍ଶ ଷ୍ଟେସନ ଯୋଜନାରେ ୧୨୫୩ ରେଳ ଷ୍ଟେସନର ଉନ୍ନତିକରଣ ହେବ: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର: ଦେଶରେ ୧୨୫୩ଟି ରେଳ ଷ୍ଟେସନ, ଆଦର୍ଶ ଷ୍ଟେସନ ଯୋଜନାରେ ଉନ୍ନତିକରଣ ହେବ । ରାଜ୍ୟସଭାରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି । ବିଜେପି ସାଂସଦ ନରହରି ଅମିନଙ୍କ ଏକ ପ୍ରଶ୍ନରେ ମନ୍ତ୍ରୀ ଉତ୍ତର ରଖିଛନ୍ତି । ରେଳ ମନ୍ତ୍ରାଳୟ ଏବେ ଆଦର୍ଶ ଷ୍ଟେସନ, ମଡର୍ଣ୍ଣ…

ପିଏମ ଗ୍ରାମୀଣ ଆବାସ ଯୋଜନା ନେଇ ବିଭାଗୀୟ ମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ୨୦୨୪ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାର ବଜେଟ୍ ଏବଂ ସମୟସୀମା ବୃଦ୍ଧି କରାଯାଇଛି । ଏହି ପରିପ୍ରେକ୍ଷୀରେ ଆବାସ ପ୍ଲସ ୱିଣ୍ଡୋ ଖୋଲାଯାଇ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ୍ କରିବା ପାଇଁ ଓଡ଼ିଶାକୁ ସୁଯୋଗ ଦେବାକୁ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ମୂଲ୍ୟବୃଦ୍ଧି ଓ ବେରୋଜଗାରୀ ବିରୋଧରେ କଂଗ୍ରେସ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରିଛି । ଜାତୀୟ ରାଜଧାନୀ ଦିଲ୍ଲୀରେ ବିକ୍ଷୋଭ ପ୍ରଦର୍ଶନ ବେଳେ ପୋଲିସ୍ ପ୍ରିୟଙ୍କା ଗାନ୍ଧୀ, ରାହୁଲ ଗାନ୍ଧୀଙ୍କ ସହ ଅନ୍ୟ କଂଗ୍ରେସ ନେତାଙ୍କୁ ଅଟକ ରଖିଛି । ପ୍ରିୟଙ୍କା ବାରିକେ୍ ଉପରେ ଚଢି ଆରପଟକୁ ଯାଇ…

ଦେଶରେ ଦିଆଗଲା ୧୦ କୋଟି ବୁଷ୍ଟର ଡୋଜ୍; କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଦେଲେ ସୂଚନା

ଭୁବନେଶ୍ୱର: ଭାରତରେ ୧୦ କୋଟି ବୁଷ୍ଟର ଡୋଜ୍ ଦିଆଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟ ଏହି ସୂଚନା ଦେଇଛନ୍ତି । ଶୁକ୍ରବାର ଅପରାହ୍ନରେ ମନ୍ତ୍ରୀ ମାଣ୍ଡଭିୟ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ଏହା ସହିତ ଆହୁରି ୧୦ କୋଟି ଲୋକଙ୍କୁ ଅତିରିକ୍ତ ସୁରକ୍ଷା ତଥା…

ଆଇଆଇଏମ୍‍ସିରେ ଓଡ଼ିଆ ସାମ୍ବାଦିକତା ଦିବସ ପାଳିତ: ‘ସତ୍ୟତା ଓ ନିରପେକ୍ଷତା ଗଣମାଧ୍ୟମ ପାଇଁ ବଡ଼ ଆହ୍ୱାନ’

ଢେଙ୍କାନାଳ: ସତ୍ୟତା ଓ ନିରପେକ୍ଷତା ସାମ୍ବାଦିକତାର ଦୁଇ ମୁଖ୍ୟ ବିଭବ । ଏ ଦୁଇଟାକୁ ଛାଡ଼ି ସାମ୍ବାଦିକତା କଥା ଚିନ୍ତା କରାଯାଇ ନପାରେ । ଆଗରୁ ଅନେକ ଖବରକାଗଜ ସତ୍ୟ ଓ ନିରପେକ୍ଷ ଖବରକୁ ଗୁରୁତ୍ୱ ଦେଉଥିଲେ । ହେଲେ ଏବେ ସତ୍ୟତା ଓ ନିରପେକ୍ଷତା ଗଣମାଧ୍ୟମ ପାଇଁ ବିରଳ ହୋଇଯାଇଛି । ଫଳରେ ଖବରର…

ଆବାସିକ ବିଦ୍ୟାଳୟରେ ବ୍ୟାପିଲା କରୋନା, ୪୧ ଛାତ୍ରୀ ସଂକ୍ରମିତ

ରାୟଗଡ଼ା: ହଇଜା ପରେ କରୋନା ଭୟ । କାଶୀପୁରରେ ହଇଜା ଆତଙ୍କ ପରେ ଚନ୍ଦ୍ରପୁର ବ୍ଲକରେ କାୟା ମେଲାଇଛି କରୋନା । ଚନ୍ଦ୍ରପୁର ବ୍ଲକର ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟର ୪୧ ଜଣ ଛାତ୍ରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ବିଦ୍ୟାଳୟ ହଷ୍ଟେଲରେ ରହୁଥିବା କିଛି ଛାତ୍ରୀଙ୍କୁ ଜର ଓ ଦେହ…

ମହିମା ମିଶ୍ରଙ୍କ ଘରେ ରେଡ୍ ପରେ ୪ ଜଣଙ୍କୁ ବାନ୍ଧିଲା CBI

ଭୁବନେଶ୍ୱର: ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ରେଡ୍ ପରେ ୪ ଜଣଙ୍କୁ ଗିରଫ କରିଛି । ପାରାଦୀପ ପୋର୍ଟ ଚିଫ୍ ମେକାନିକାଲ ଇଂଜିନିୟର ସରୋଜ ଦାସ, ଠିକାଦାର ସୁମନ୍ତ ରାଉତ, OSL ଅପରେସନ୍ ଡିଜିଏମ୍ ସୂର୍ଯ୍ୟ ନାରାୟଣ ସାହୁଙ୍କ ସହ କେସିଟି ଗ୍ରୁପ୍ ପୋର୍ଟ ଅପରେସନ୍ ମ୍ୟାନେଜର ଶଂଖଶୁଭ୍ର…

ପୁନର୍ବାର ଟାର୍ଗେଟ କିଲିଂ ଆରମ୍ଭ କଲେ ଆତଙ୍କବାଦୀ

ପୁଲୱାମା: ପୁଲୱାମାର ଗଦୁରାରେ ପୁନର୍ବାର ଆତଙ୍କବାଦୀମାନେ ଟାର୍ଗେଠ କିଲିଂ ଆରମ୍ଭ କରିଛନ୍ତି । ବିହାର ଅଂଚଳର ୨ ଶ୍ରମିକଙ୍କ ଉପରେ ଆତଙ୍କବାଦୀମାନେ ଗ୍ରେନଡ ପକାଇଥିଲେ । ଏଥିରେ ବିହାରର ମହମ୍ମଦ ମମତାଜଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଆହତ ହୋଇଛନ୍ତି । ୨ ଆହତ ବ୍ୟକ୍ତି ମଧ୍ୟ ବିହାରର ଏହି…

ରାଜ୍ୟଗୋଷ୍ଠୀ କ୍ରୀଡା: ପାରା ପାୱାର ଲିଫ୍ଟିଂରେ ଇତିହାସ ରଚିଲେ ସୁଧୀର

ବର୍ମିଂହାମ: ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତୀୟ ଆଥଲେଟଙ୍କ ପ୍ରଦର୍ଶନ ପ୍ରଶଂସନୀୟ ରହିଛି । ଶୁକ୍ରବାର ଭାରତର ସୁଧୀର ପାରା ପାୱାର ଲିଫ୍ଟିଂରେ ସ୍ୱର୍ଣ୍ଣପଦକ ଜିତିଛନ୍ତି । ସେ ପ୍ରଥମ ଉଦ୍ୟମରେ ୨୦୮ କେଜି ଓ ଦ୍ୱିତୀୟ ଉଦ୍ୟମରେ ୨୧୨ କେଜି ଭାର ଉଠାଇ ୧୩୪.୫ ପଂଏଟ ହାସଲ କରି ନୂତନ…