ଓଡ଼ିଶାର ନଦୀ ଶୁଷ୍କ ଓ ପ୍ରଦ୍ୟୁଷିତ ହୋଇଗଲାଣି
ଭୁବନେଶ୍ୱର: ଓଡ଼ିଶାର ପ୍ରାୟ ସାଢ଼େ ଚାରିକୋଟି ଲୋକେ ତାଙ୍କ ଦୈନଦିନ ଜୀବନରେ ନଦୀ ଉପରେ ନିର୍ଭର କରିବା ସହ କୃଷି, ପଶୁପାଳନ ପାଇଁ ସର୍ବଦା ନିର୍ଭର କରିଥାନ୍ତି । ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା, ବଂଶଧାରା, ଋଷିକୂଲ୍ୟା ଇନ୍ଦ୍ରାବତୀ, ନାଗାବଳୀ ଓ ତେଲ ନଦୀ…