କଣାସରେ ବିଳମ୍ବିତ ରାତିରେ ବୋମା ମାଡ଼
କଣାସ: ପୁରୀ ଜିଲ୍ଲାର କଣାସରେ ବୋମା ମାଡ଼ ହୋଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କଣାସ ଗଡ଼ଖାରଦ ଗ୍ରାମରେ ବୋମା ମାଡ଼ ହୋଇଥିବା ଜଣାପଡ଼ିଛି । ରଘୁ ମାନସିଂହଙ୍କ ଘରେ ବିଳମ୍ବତି ରାତିରେ ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି ।
୭-୮ ଜଣ ଦୁର୍ବୁତ୍ତ ଆସି ବୋମା ମାଡ଼ କରିଥିବା ଜଣାପଡ଼ିଛି…