ମୋ ଜୀବନେ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ: ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ
ନୂଆଦିଲ୍ଲୀ: ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଶ୍ରୀମତୀ ଦ୍ରୈାପଦୀ ମୁର୍ମୁ । ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏ.ଭି.ରମଣା, ଦ୍ରୌପଦୀ ମୁର୍ମୁ ଙ୍କୁ ୧୫ତମ ରାଷ୍ଟ୍ରପତି ଭାବରେ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
ଶପଥ ଗ୍ରହଣ ପରେ ରାଷ୍ଟ୍ରପତି ଶ୍ରୀମତୀ…