ଆଜି ଖୋଲିବ ହୀରାକୁଦ ଗେଟ୍ । ଦିନ ୧୧ଟାରେ ପର୍ଯ୍ୟାୟକ୍ରମେ ୫ଟି ଗେଟ୍ ଖୋଲିବ
ସମ୍ବଲପୁର : ଆଜି ଖୋଲିବ ହୀରାକୁଦ ଗେଟ୍ । ଦିନ ୧୧ଟାରେ ପର୍ଯ୍ୟାୟକ୍ରମେ ୫ଟି ଗେଟ୍ ଖୋଲିବ । ପ୍ରଥମେ ୭ନଂ ଗେଟ୍ ଖୋଲାଯିବ । ମହାନଦୀ ତଟବର୍ତ୍ତୀ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ୨୦୨୧ ମସିହା ଜୁଲାଇ ୧୧ ତାରିଖ ଦିନ ଗତ ବର୍ଷର ପ୍ରଥମ ବନ୍ୟାଜଳ…