Latest Odisha News

BREAKING NEWS

Yearly Archives

2022

୮୦୦ ଟପିଲା ରାଜ୍ୟରେ ଦୈନିକ ସଂକ୍ରମଣ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୭ ଜଣ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦୦ ଉପରେ ରହିଛି । ଗତକାଲି ୭୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ…

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

ରାଜ୍ୟରେ ଆହୁରି ୪ ଦିନ ଯାଏ ବର୍ଷା  ଲାଗି ରହିବ। ଦକ୍ଷିଣ ଉପକୂଳ ଓ ଏହାର ଆଖପାଖରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ଯୁବତୀ ଜଣଙ୍କ ଦୀପିକା ପାଦୁକୋନ ନୁହନ୍ତି, କିନ୍ତୁ ତାଙ୍କ ଭଳି ଦେଖାଯାଉଛନ୍ତି

ଓଡ଼ିଶା ସମ୍ବାଦ ବ୍ୟୁରୋ: ସୋଶିଆଲ ମିଡିଆ ଏବେ ଅନେକ ହଜିଯାଇଥିବା ଜିନିଷକୁ ଖୋଜିବାରେ ଯେମିତି ସହଯୋଗ କରେ ସେପରେ ଅନେକ ଲୁକାୟତ ପ୍ରତିଭାକୁ ମଧ୍ୟ ଚିହ୍ନଟ କରିବାରେ ସହଯୋଗ କରେ। ଇଣ୍ଟରନେଟରେ ସୁନ୍ଦର ପଶୁ ପକ୍ଷୀଙ୍କ ଭିଡିଓ, ଡ୍ୟାନ୍ସ ଭିଡିଓ ହେଉ ଅବା ସେଲିବ୍ରିଟିଙ୍କ ଫଟୋ ଓ ଭିଡିଓ…

ସୋନିଆଙ୍କୁ ଇଡିର ସମନ ପରେ ପ୍ରତିବାଦ କରିବାକୁ ପ୍ରସ୍ତୁତ ହେଉଛି କଂଗ୍ରେସ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଜୁଲାଇ ୨୧ରେ ହାଜର ହୋଇ ପକ୍ଷ ରଖିବାକୁ ସମନ କରିଛି। ଏହି ଅବସରରେ କଂଗ୍ରେସ ଆଉ ଏକ ବଡ଼ ଧରଣର ଆନ୍ଦୋଳନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ ଗାନ୍ଧୀଙ୍କୁ…

ସମର୍ଥନ ଘୋଷଣା ପରେ ବି ଦ୍ରୌପଦୀଙ୍କ ବୈଠକକୁ ଉଦ୍ଧବଙ୍କୁ ଡକାଗଲାନି

ମୁମ୍ବାଇ: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଶିବସେନା ସମର୍ଥନ କରିବ ବୋଲି ଘୋଷଣା କରିଛି। ଆଜି ମୁର୍ମୁ ମୁମ୍ବାଇ ଆସୁଛନ୍ତି । କିନ୍ତୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିବସେନାର ସୁପ୍ରିମୋ ଉଦ୍ଧବ ଠାକରେଙ୍କୁ ଏହି ବୈଠକରେ ସାମିଲ ହେବାକୁ ନିମନ୍ତ୍ରଣ…

ବଢ଼ିଲା ତିର୍ତ୍ତୋଲ ବିଧାୟକ ବିଜୟ ଦାସଙ୍କ ଅଡୁଆ, କ୍ରାଇମବ୍ରାଞ୍ଚକୁ ଏସପି ଲେଖିଲେ ଚିଠି

ଜଗତସିଂହପୁର: ବଢ଼ିଲା ତିର୍ତ୍ତୋଲ ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ଅଡୁଆ । ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସଙ୍କ ପୁଅ ତଥା ବିଧାୟକ ବିଜୟ ଶଙ୍କର ଦାସ ସେକ୍ସ ରାକେଟ ଚଳାଉଛନ୍ତି ଅଭିଯୋଗର ତଦନ୍ତ କରିବାକୁ କ୍ରାଇମବ୍ରାଞ୍ଚକୁ ଚିଠି । ଏସପି ଅଖିଳେଶ୍ୱର ସିଂହ ଏପରି ଏକ ଚିଠି…

ତରଙ୍ଗା ହିଲ-ଅମ୍ବାଜୀ-ଅବୁ ରୋଡ୍‌ ନୂଆ ରେଳ ଲାଇନକୁ କ୍ୟାବିନେଟ ମଞ୍ଜୁରି

ଓଡ଼ିଶା ସମ୍ବାଦ ବ୍ୟୁରୋ: ୨୭୯୮.୧୫ କୋଟି ଟଙ୍କାର ଆନୁମାନିକ ବ୍ୟୟ ଅଟକଳ ସହିତ ରେଳ ମନ୍ତ୍ରଣାଳୟ ଦ୍ବାରା ତରଙ୍ଗା ହିଲ-ଅମ୍ବାଜୀ-ଆବୁ ରୋଡ୍‌ ନୂଆ ରେଳଲାଇନ ନିର୍ମାଣ କରାଯିବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି ଏହି…

ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଓଡ଼ିଶା ସମ୍ବାଦ ବ୍ୟୁରୋ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬ ଜୁଲାଇ ୨୦୨୨ ରେ ଉତ୍ତରପ୍ରଦେଶ ଗସ୍ତ କରିବେ ଏବଂ ଜଲାଉନ୍‍ ଜିଲ୍ଲାର ଓରାଇ ତହସିଲ ଅର୍ନ୍ତଗତ କାଇଥେରୀ ଗ୍ରାମରେ ପୂର୍ବାହ୍ନ ପ୍ରାୟ ୧୧.୩୦ ରେ ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେ ଉଦଘାଟନ କରିବେ । ସାରା ଦେଶରେ ଯୋଗାଯୋଗ…

ବିଏସଏନଏଲ ଓଡ଼ିଶା ସର୍କଲ ସିଜିଏମ୍ ଦାୟିତ୍ୱ ନେଲେ ରୁଦ୍ର ନାରାୟଣ ପଲାଇ

ବିଏସଏନଏଲ ଓଡ଼ିଶା ସର୍କଲର  ମୁଖ୍ୟ ମହାପ୍ରବନ୍ଧକ (ସି.ଜି.ଏମ୍) ଭାବେ ଦାୟିତ୍ୱଭାର ଗ୍ରହଣ କରିଛନ୍ତି ଶ୍ରୀ ରୁଦ୍ରନାରାୟଣ ପଲାଇ, ଆଇ.ଟି.ଏସ୍  । ଏହି ଅବସରରେ ସେ ଓଡିଶା ଦୂରସଂଚାର ପରିମଣ୍ଡଳରେ କାର୍ଯ୍ୟରତ ସମସ୍ତ ଉଦ୍ୟୋଗ ବ୍ୟବସାୟିକ କ୍ଷେତ୍ର ମୁଖ୍ୟ, ଅଧିକାରୀ, କର୍ମଚାରୀ ତଥା …

ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ  ଫୋନରେ ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ମାର୍କ ରୁଟେଙ୍କ ସହ କଥା ହୋଇଛନ୍ତି । ଦୁଇ ନେତା ଭାରତ ନେଦରଲ୍ୟାଣ୍ଡ ଦ୍ୱିପାକ୍ଷିକ ସମ୍ପର୍କ ଉପରେ ଆଲୋଚନା ସହିତ ଜଳ ଉପରେ ରଣନୀତିକ ସହଯୋଗ, ପ୍ରମୁଖ କୃଷି…