Latest Odisha News

BREAKING NEWS

Yearly Archives

2022

ଗୃହରେ SDPO ଅଂଶୁମାନ ଦ୍ବିବେଦୀଙ୍କ ଗୁଣ୍ଡାରାଜ ପ୍ରସଙ୍ଗ, ଅପରାହ୍ନ ୪ଟା ଯାଏଁ ବିଧାନସଭା ମୁଲତବୀ

ଭୁବନେଶ୍ୱର: ଅପରାହ୍ନ ୪ଟା ଯାଏଁ ବିଧାନସଭା ମୁଲତବୀ । ସର୍ବଦଳୀୟ ବୈଠକରେ ବାହାରିପାରିଲାନି କୌଣସି ନିଷ୍କର୍ସ । ଶେଷରେ ୪ ଟା ଯାଏଁ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି । ବିଧାନସଭାରେ ଆଜି ଚିତ୍ରକୋଣ୍ଡା SDPO ଅଂଶୁମାନ ଦ୍ବିବେଦୀଙ୍କ ଗୁଣ୍ଡାରାଜ ପ୍ରସଙ୍ଗ ଉଠିଥିଲା । ଉଭୟ ବିରୋଧୀ ବିଜେପି…

୧୫ ଲକ୍ଷରୁ ଅଧିକ ଟଙ୍କାର ଜାଲ୍ ନୋଟ୍ ଜବତ, ୨ ଗିରଫ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି ଜାଲ୍ ନୋଟ୍ କାରବାର । ପେଣ୍ଠସ୍ଥଳୀ ପାଲଟିଛି ପଶ୍ଚିମ ଓଡ଼ିଶା । ବରଗଡ଼ ପରେ ସମ୍ବଲପୁରରୁ ଜବତ ହୋଇଛି ବିପୁଳ ପରିମାଣର ନକଲି ନୋଟ୍ । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଏସଟିଏଫ୍ ୧୫ ଲକ୍ଷ ୧୨ ହଜାର ୫୦୦ ଟଙ୍କାର ନକଲି ଜାଲ୍ ନୋଟ୍ ଜବତ କରିଛି । ମାମଲାରେ ୨ ଜଣଙ୍କୁ…

ଲାଞ୍ଚ ନେବା ବେଳେ ଧରା ପଡ଼ିଲେ ବ୍ଲକ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକର କନିଷ୍ଠ ଯନ୍ତ୍ରୀ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଲାଞ୍ଚ ନେବା ବେଳେ ଟଙ୍କା ସହ କନିଷ୍ଠ ଯନ୍ତ୍ରୀ ସଂଘମିତ୍ରା ସାହୁଙ୍କୁ ଧରିଛି ଭିଜିଲାନ୍ସ । ଜଣେ ଠିକାଦାରାଙ୍କ ବକେୟା ବିଲ୍ ପାସ୍ ପାଇଁ ଲାଞ୍ଚ ମାଗିଥିଲେ କନିଷ୍ଠ ଯନ୍ତ୍ରୀ ।…

ରାଜ୍ୟରେ ୭୦୦ ଡେଇଁଲା ଦୈନିକ କରୋନା ସଂକ୍ରମଣ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା ଓ କଟକ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କୋଭିଡ୍ ସଂକ୍ରମଣ । ୬ ତାରିଖରୁ ଦୈନିକ ୪ ଶହ ମାମଲା ଚିହ୍ନଟ ପରେ ୯ ତାରିଖରେ ଦୈନିକ ସଂକ୍ରମଣ ୫ ଶହ ଟପିଥିଲା । ଆଉ ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ମାମଲା ୭ ଶହ ଡେଇଁଛି । ଦୈନିକ ସଂକ୍ରମଣ ମାମଲାରେ ଚିନ୍ତା ବଢ଼ାଇଛି ଖୋର୍ଦ୍ଧା, କଟକ ଓ ସୁନ୍ଦରଗଡ଼ ଜିଲ୍ଲା…

ପବିତ୍ର ଗୁରୁ ପୂର୍ଣ୍ଣିମାର ମହତ୍ତ୍ୱ

“ଗୁରୁବ୍ରହ୍ମା ଗୁରୁବିଷ୍ଣୁ ଗୁରୁଦେବ ମହେଶ୍ୱର। ଗୁରୁ ସାକ୍ଷାତ ପରଂବ୍ରହ୍ମ ତସ୍ମୈ ଶ୍ରୀ ଗୁରବେ ନମଃ”।। ଆଜି ଗୁରୁ ପୂର୍ଣ୍ଣିମା। ଏହାକୁ ବ୍ୟାସ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଆଷାଢ଼ ମାସ ପୂର୍ଣ୍ଣିମା ଦିନ ଗୁରୁ ପୂର୍ଣ୍ଣିମା ପଡ଼ିଥାଏ । ବେଦ, ବେଦାନ୍ତ, ଗୀତା ଓ ଉପନିଷଦର ଭାଷ୍ୟକାର…

ମହିଳାଙ୍କ ଉପରକୁ ଏସିଡ ମାଡ଼

କଟକ: ଆଜି ଭୋରରୁ କଟକ ଜିଲ୍ଲା ତିଗିରିଆ ଥାନା ନୂଆପାଟଣାରେ ଘଟିଛି ଅଭାବନୀୟ ଘଟଣା । ଜଣେ ମହିଳାଙ୍କ ଉପରକୁ ଏସିଡ ମାଡ ହୋଇଛି ।  ଗୁରୁତର ମହିଳାଜଣକ ହେଲେ  ୩୬ ବର୍ଷୀୟା ରୀନା ସାହୁ । ଏସିଡ ଆକ୍ରମଣ କରିଥିବା ଦୁର୍ବୃତ୍ତ ତାଙ୍କ ଘରେ ଲୁଟପାଟ କରିଥିବା ଅଭିଯୋଗ ଆଣିଛନ୍ତି ରୀନା । ତାଙ୍କ…

ପ୍ରଭୁ ବୁଦ୍ଧଙ୍କ ବାଣୀକୁ ପ୍ରଧାନମନ୍ତ୍ରୀ ମନେ ପକାଇଲେ

ଆଷାଢ଼  ପୂର୍ଣ୍ଣିମା ଅବସରରେ ପ୍ରଭୁ ବୁଦ୍ଧଙ୍କ ଉତ୍ତମ ଶିକ୍ଷାକୁ ପ୍ରଧାନମନ୍ତ୍ରୀ ମନେ ପକାଇ ଦେଶବାଶୀଙ୍କୁ ଶୁଭେଚ୍ଛା ବାର୍ତା ପ୍ରଦାନ କରିଛନ୍ତି । ଆଷାଢ଼ ପୂର୍ଣ୍ଣିମା  ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ  ଭଗବାନ ବୁଦ୍ଧଙ୍କ ବାଣୀ,…

ଲୀନା ମଣିମେକାଲାଇଙ୍କୁ ପାଇଁ ଅଡ଼ୁଆ : ଅଗଷ୍ଟ ୬ରେ ଶୁଣାଣି

ନୂଆ ଦିଲ୍ଲୀ:  ଫିଲ୍ମ ନିର୍ମାତା ଲୀନା ମଣିମେକାଲାଇଙ୍କୁ ପାଇଁ ଅଡ଼ୁଆ  ।  କାଳୀଙ୍କ ପୋଷ୍ଟର ବିବାଦରେ ସେ ଏବେ ଫସିଯାଇଛନ୍ତି ।  ହିନ୍ଦୁ ଦେବୀଙ୍କୁ ତାଙ୍କ ଆଗାମୀ ଡକ୍ୟୁମେଣ୍ଟାରୀ ଫିଲ୍ମ ପୋଷ୍ଟର ଏବଂ ପ୍ରଚାର ଭିଡିଓରେ ଅତି ବିକୃତ ଢଙ୍ଗରେ ଚିତ୍ରଣ କରିଥିବାରୁ ତାଙ୍କ ନାମରେ କୋର୍ଟରେ…

ପୁଣି ବଢ଼ିଲା କରୋନା, ସତର୍କ ହେବା ଜରୁରୀ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । କମିବାର ନା ଧରୁନି । ଦିନକୁ ଦିନ ଶହେ ଶହେରେ  ସଂକ୍ରମଣ ବଢ଼ିବାରେ ଲାଗିଛି ।  https://twitter.com/IPR_Odisha/status/1547060423614091266 ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ…

ଆମ ଶିଳାଲେଖର ଭାଷା (୨)

ଦେବାଶିଷ ମହାପାତ୍ରଙ୍କ ବ୍ୟାକରଣ ବିଭାଗ ଆମ ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେବାରେ ଏହି ତିନୋଟି ଶିଳାଲେଖ ପ୍ରମାଣିକ ନମୁନା । ଆମ ଲିପିର ପ୍ରାଚୀନତା ଏସବୁରେ ଖୋଦିତ । ପ୍ରାଚୀନତାର ପ୍ରମାଣ ପ୍ରଦର୍ଶନ କରୁଥିବା ଅଶୋକଙ୍କ ଧଉଳି-ଜଉଗଡ଼ ଶିଳାଲେଖରେ ଆଖି, ଇସା, କଳେ, କିଟ,…