‘ଅମିତ୍ ଶାହା ଓ ବିଜେପିର ଯାତ୍ରା’ ପୁସ୍ତକର ଓଡ଼ିଆ ସଂସ୍କରଣ ଉନ୍ମୋଚିତ
ଭୁବନେଶ୍ୱର : ପ୍ରକାଶନୀ ସଂସ୍ଥା ବ୍ଲୁମବରି ଦ୍ୱାରା ପ୍ରକାଶିତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଜୀବନୀ ଉପରେ ଲିଖିତ ‘ଅମିତ୍ ଶାହା ଓ ବିଜେପିର ଯାତ୍ରା’ ପୁସ୍ତକର ଓଡ଼ିଆ ସଂସ୍କରଣ ସ୍ଥାନୀୟ ଏକ ଘରୋଇ ହୋଟେଲରେ ଉନ୍ମୋଚିତ ହୋଇଯାଇଛି ।
ଏହି ଉନ୍ମୋଚନ ଉତ୍ସବରେ କେନ୍ଦ୍ର ମନ୍ତ୍ରୀ…