Latest Odisha News

BREAKING NEWS

Yearly Archives

2022

ଚା’ ଦୋକାନୀଙ୍କ ଅଭିଯୋଗ କ୍ରମେ ଟିଏମସି ସାଂସଦ ମହୁଆ ମୈତ୍ରଙ୍କ ନାଁରେ ମାମଲା ରୁଜୁ

ଭୋପାଳ: ମା' କାଳୀଙ୍କୁ ଉପରେ ବିବାଦୀୟ ଟିପ୍ପଣୀ କରି ଅଡୁଆ ଜାଲରେ ଛନ୍ଦି ହୋଇ ଯାଉଛନ୍ତି ଟିଏମସି ସାଂସଦ ମହୁଆ ମୈତ୍ର । ଏବେ ଭୋପାଳର ଏକ ଚା' ଦୋକାନୀଙ୍କ ଅଭିଯୋଗ କ୍ରମେ ମହୁଆଙ୍କ ନାଁରେ ମାମଲା ରୁଜୁ ହୋଇଛି । ଗୋଟିଏ ପଟେ ଏଭଳି ମନ୍ତବ୍ୟକୁ ତାଙ୍କ ଦଳ ଟିଏମସି ନିନ୍ଦା କରିବା ସହିତ…

ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟ ଅତିଥି ମାନ୍ୟତା ଦେବେ ରାଜ୍ୟ ସରକାର

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ  ୮ରେ ଓଡିଶା ଆସୁଛନ୍ତି । ଜୁଲାଇ ୮ତାରିଖରେ ଦ୍ରୌପଦୀ ମୁର୍ମୁ ଓଡିଶା ଆସିବା କାର୍ଯ୍ୟକ୍ରମ  ସ୍ଥିର ହୋଇଛି । ତେବେ ଏହା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ଓଡିଆ ଝିଅ…

ସରକାରୀ କାର୍ଯ୍ୟକ୍ରମର ଅତିଥି ତାଲିକାରେ ନାହିଁ ବିଜେପି ସାଂସଦଙ୍କ ନାଁ: ଅପରାଜିତା କହିଲେ, ଏତେ ସଂଙ୍କୀର୍ଣ୍ଣ…

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟ ସରକାରଙ୍କ ତରଫରୁ ରାଜଧାନୀରେ ୭୩ ତମ ବନ ମହୋତ୍ସବ ପାଳନ ହେବ। ଏହି ମହୋତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ, ମେୟରଙ୍କ ସମେତ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟର ମନ୍ତ୍ରୀ ଏବଂ ବିଧାୟକ । ଏହା ଏକ ସରକାରୀ କାର୍ଯ୍ୟକ୍ରମ ହୋଇଥିଲେ ମଧ୍ୟ…

ଜୁନ୍‌ରେ ୬୭.୫୯ ମିଲିୟନ୍ ଟନ୍ କୋଇଲା ଉତ୍ପାଦନ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଭାରତର କୋଇଲା ଉତ୍ପାଦନ ଜୁନ୍ ୨୦୨୧ରେ ୫୦.୯୮ ମିଲିୟନ୍ ଟନ୍ (ଏମ୍‌ଟି) ଥିବା ବେଳେ ଜୁନ୍ ୨୦୨୨ରେ ତାହା ୩୨. ୫୭ ପ୍ରତିଶତ ବୃଦ୍ଧି ପାଇ ୬୭.୫୯ ଏମ୍‌ଟି ହୋଇ ଯାଇଛି । କୋଇଲା ମନ୍ତ୍ରଣାଳୟର ଅସ୍ଥାୟୀ ପରିସଂଖ୍ୟାନ ଅନୁସାରେ, ଏହି ବର୍ଷ ଜୁନ୍ ମାସରେ, କୋଲ୍…

ବ୍ରହ୍ମପୁରରେ ଜବତ ହେଲା ୧୧୨ଗ୍ରାମ ବ୍ରାଉନସୁଗର

ବ୍ରହ୍ମପୁର: ଦକ୍ଷିଣାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ତରଫରୁ ବ୍ରାଉନସୁଗାର କାରବାର ଚଳାଇଥିବା ସନ୍ଦୀପ ଅଗ୍ରୱାଲ(୨୮) ଓରଫ ସାଣ୍ଡିକୁ ଗିରଫ କରାଯାଇଛି । ଏଥି ସହିତ ସାଣ୍ଡିର ବାଇକ ଡିକିରୁ ୧୧୨ ଗ୍ରାମର ବ୍ରାଉନସୁଗର ମିଳିଛି, ଯାହାର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କା ହେବ ।…

ପିଟି ଉଷା ଯିବେ ରାଜ୍ୟସଭା: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ରାଜ୍ୟସଭାକୁ ମନୋନୀତ ହୋଇଛନ୍ତି ଦୌଡରାଣୀ ପିଟି ଉଷା । ପିଟି ଉଷାଙ୍କ ସହିତ ଫିଲ୍ମ କମ୍ପୋଜର ଓ ସଙ୍ଗୀତକାର ଇଲୈୟାରାଜା, ବୀରେନ୍ଦ୍ର ହେଗଡେ ଓ ବି ବିଜୟେନ୍ଦ୍ର ପ୍ରସାଦ ରାଜ୍ୟସଭା ଯିବାକୁ ମନୋନୀତ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍ କରି ଏହି…

ମାଟ୍ରିକ୍‍ ପରୀକ୍ଷା ଫଳ: ଜ୍ୟୋସ୍ନା କିଷାନ କିସ୍‍ ଟପ୍ପର

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଥିବା ବେଳେ ଏଥିରେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ୯୯.୬୩ ପ୍ରତିଶତ ହୋଇଛି । ସ୍କୁଲ୍‍ର ୧୦୨୫ ଛାତ୍ରଛାତ୍ରୀ ୬୦ ପ୍ରତିଶତରୁ…

ଦୀର୍ଘ ୨୭ ବର୍ଷର ବ୍ୟବଧାନ ପରେ ପ୍ରକାଶ ପାଇଲା ‘ଅନାମ-୨୦’

ଭୁବନେଶ୍ୱର : ପବିତ୍ର ରଥଯାତ୍ରା ଅବସରରେ ସ୍ଥାନୀୟ ଶୈଳଶ୍ରୀବିହାରର ଜଗନ୍ନାଥ ମନ୍ଦିରରେ ‘ଅନାମ କାବ୍ୟ ଆନ୍ଦୋଳନ’ର ମୁଖପତ୍ରର ପରବର୍ତ୍ତୀ ସଂଖ୍ୟା ‘ଅନାମ-୨୦’ ଲୋକାର୍ପିତ ହୋଇଯାଇଛି । ଦୀର୍ଘ ୨୭ ବର୍ଷର ବ୍ୟବଧାନ ପରେ ଏହି ପତ୍ରିକାଟି ପ୍ରକାଶିତ ହୋଇଛି । ଏହି ଲୋକାର୍ପିତ ସମାରୋହରେ…

ପରୀକ୍ଷା ଫଳ ଦେଖିବା ପୂର୍ବରୁ ନିଆଁରେ ପୋଡ଼ିଗଲେ ଦଶମ ଶ୍ରେଣୀ ଛାତ୍ରୀ

ବ୍ରହ୍ମପୁର: ଦିଗପହଣ୍ଡି ସହରରେ ଜଣେ ଦଶମ ଶ୍ରେଣୀ ଛାତ୍ର ନିଆଁରେ ପୋଡ଼ିଯାଇ ମୃତ୍ୟୁବରଣ କରିଛନ୍ତି । ବୁଧବାର ଦଶମ ଶ୍ରେଣୀ ପରୀକ୍ଷା ଫଳ ବାହାରିଥିବା ବେଳେ ସେ ନିଜ ମାର୍କ ଦେଖିବା ପୂର୍ବରୁ ଆଖି ବୁଜିଦେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଦିଗପହଣ୍ଡି ରାଣୀ ସାହିର କାଳିଆ ଜେନାଙ୍କ ଝିଅ…

ସ୍ପାଇସ ଜେଟକୁ ଡିଜିସିଏ ନୋଟିସ୍; ଇଣ୍ଡିଗୋ କ୍ୟାବିନରେ ନିଆଁ

ଇନ୍ଦୋର: ବୁଧବାର ଡିଜିସିଏ (ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ) ସ୍ପାଇସ ଜେଟକୁ କଡ଼ା ଭର୍ତ୍ସନା କରିବା ସହ ନୋଟିସ ଜାରି କରିବା ପରେ ଇଣ୍ଡିଗୋର ଏମ ବିମାନକୁ ତଦନ୍ତ କରୁଛି । ରାୟପୁର-ଇନ୍ଦୋର ଏକ ବିମାନ ଗନ୍ତବ୍ୟ ସ୍ଥଳ ଇନ୍ଦୋରରେ ପହଞ୍ଚିବା ପରେ ଏକ କ୍ୟାବିନରୁ ଧୂଆଁ…