Latest Odisha News

BREAKING NEWS

Yearly Archives

2022

ନିଶା କାରବାର ପାଇଁ ନେଉଥିଲେ କଫ ସିରପ୍, ୩ ଗିରଫ

ସୋନପୁର: କଫ ସିରପ୍ ଜବତ, ୩ ଗିରଫ । ସୋନପୁର ପୋଲିସ ସହରର ପଟାଭାଡ଼ି ନିକଟରୁ ୧୦୦ଟି କଫ ସିରଫ ବୋତଲ ଜବତ କରିଛି । ଏକ ସ୍କୁଟି ଯୋଗେ ୩ ଜଣ ଯୁବକ କଫ ସିରପ୍ ନେବା ବେଳୋ ପୋଲିସ ହାତରେ ଧରା ପଡ଼ିଛନ୍ତି । ଯାଞ୍ଚରୁ ଜଣାପଡ଼ିଛି ଏସବୁ କଫ ସିରପ୍ ନିଶା କାରବାରରେ ବ୍ୟବହାର କରାଯିବା ଲାଗି ନିଆ…

ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ, ପାସ୍ ହାର ୯୦.୫୫%

କଟକ: କଟକ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ । ଆନୁଷ୍ଠାନିକ ଭାବେ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଚଳିତ ବର୍ଷ ୫ ଲକ୍ଷ ୨୬ ହଜାର ୮୧୮ ପିଲା ପରୀକ୍ଷା ଦେଇଥିବା ବେଳେ ପାସ୍ ହାର ୯୦.୫୫%…

ଟିମ ଇଣ୍ଡିଆର ୱେଷ୍ଟଇଣ୍ଡିଜ ଗସ୍ତ:ସିନିୟର ଖେଳାଳିଙ୍କୁ ଦିଆଯିବ ବିଶ୍ରାମ !

ମୁମ୍ବାଇ: ଭାରତୀୟ ଟିମ ଇଂଲଣ୍ଡ ବିପକ୍ଷରେ ଟି୨୦ ସିରିଜ ଖେଳିବା ପରେ ୱେଷ୍ଟଇଣ୍ଡିଜ ଗସ୍ତରେ ଯିବ । ଏହି ଗସ୍ତରେ ଭାରତୀୟ କ୍ରିକେଟ ଦଳ ୩ ଦିନିକିଆ ଓ ୫ ଟି୨୦ ମ୍ୟାଚ ଖେଳିବ । ରିପୋର୍ଟ ମୁତାବକ ଏହି ଗସ୍ତରେ ଭାରତର ଦୁଇ ସିନିୟର ଖେଳାଳିଙ୍କୁ ବିଶ୍ରାମ ଦିଆଯିବ । ଏହା ସ୍ପଷ୍ଟ କରାଯାଇ ନ ଥିଲେ…

ବଢ଼ିଲା ଘରୋଇ ଗ୍ୟାସ୍ ସିଲିଣ୍ଡର ଦର, ଓଡ଼ିଶାରେ ନୂଆ ଦର ୧୦୭୯ ଟଙ୍କା

ନୂଆଦିଲ୍ଲୀ: ୧୪.୨ କେଜି ଘରୋଇ ଗ୍ୟାସ୍ ସିଲିଣ୍ଡର ଦର ବୃଦ୍ଧି ପାଇଛି । ବୁଧବାର ସିଲିଣ୍ଡର ପିଛା ଦର ୫୦ ଟଙ୍କା ବୃଦ୍ଧି ପାଇଛି । ବର୍ଦ୍ଧିତ ଦର ପରେ ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ଗ୍ୟାସ୍ ସିଲିଣ୍ଡର ମୂଲ୍ୟ ୧୦୫୩ ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ଓଡ଼ିଶାରେ ୧୦୭୯ ଟଙ୍କା ହୋଇଛି ।…

ମାଆ କାଳୀ ପୋଷ୍ଟର ବିବାଦ: ଟିଏମସି ଉପରେ ରାଗିଗଲେ ମହୁଆ

କୋଲକାତା: ମାଆ କାଳୀ ମୁଭି ପୋଷ୍ଟର ବିବାଦରେ ମୁଣ୍ଡ ପୂରାଇ ଅଡୁଆରେ ପଡିଛନ୍ତି ଟିଏମସି ନେତ୍ରୀ ମହୁଆ ମୈତ୍ର । ଏପରିକି ସେ ରାଗିଯାଇ ଟ୍ୱିଟ୍ଟରରେ ଅନଫଲୋ କରିଛନ୍ତି । ମହୁଆ ଏକ କାର୍ଯ୍ୟକ୍ରମରେ କହିଥିଲେ, ଦେବୀ କାଳୀ ମୋ ପାଇଁ ଏକ ମାଂସ ଖାଉଥିବା, ମଦ ପିଉଥିବା ଦେବୀ । ତାଙ୍କର ଏହି ବୟାନ…

ଜୀବନ ହାରିଲେ ରଶ୍ମିରେଖାଙ୍କ ପୁରୁଷ ବନ୍ଧୁ ସନ୍ତୋଷ, କିଛିଦିନ ତଳେ ଜେରା କରିଥିଲା ପୋଲିସ

ରାଉରକେଲା: ଟେଲି ଅଭିନେତ୍ରୀ ରଶ୍ମିରେଖାଙ୍କ ବୟଫ୍ରେଣ୍ଡ ଆତ୍ମହତ୍ୟା କରିଛନ୍ତି । ରଶ୍ମିରେଖାଙ୍କ ଆତ୍ମହତ୍ୟା ମାମଲାରେ ପୋଲିସ ତାଙ୍କ ପୁରୁଷ ବନ୍ଧୁ ସନ୍ତୋଷ ପାତ୍ରଙ୍କୁ ଜେରା କରିଥିଲା । ରଶ୍ମିରେଖାଙ୍କ ମୃତ୍ୟୁକୁ ଗ୍ରହଣ କରି ପାରିନଥିବା ସନ୍ତୋଷ ଶେଷରେ ଜୀବନ ହାରିଛନ୍ତି । ରାଉଲକେଲା…

ଆଜି ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ବର: ଆଜି ପ୍ରକାଶ ପାଇବ ମାଟିକ୍‌ ପରୀକ୍ଷା ଫଳ । ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) କାର୍ଯ୍ୟାଳୟରେ ଅପରାହ୍ନ ୧ଟାରେ ମାଟ୍ରିକ୍‌ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିବେ । ବୋର୍ଡ ୱେବସାଇଟ୍‌ରୁ ପରୀକ୍ଷାର୍ଥୀ ସେମାନଙ୍କ ରୋଲ୍‌ ନମ୍ବର ଆଧାରରେ…

ଆଜି ଦକ୍ଷିଣମୋଡ଼ ନେବ ତିନି ରଥ

ପୁରୀ: ମହାପ୍ରଭୁଙ୍କ  ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ।  ଗୁଣ୍ଡିଚା ମନ୍ଦିର ନିକଟ ଶରଧାବାଲିରେ  ଥିବା ତିନିରଥ ଦକ୍ଷିଣମୋଡ଼ ନେବ । ତିନି ରଥ ନାକଚଣା ଦ୍ୱାରସ୍ଥିତ ଶରଧାବାଲିରେ ବିଜେ କରିବେ । ଏଥିପାଇଁ ଶରଧାବାଲି ସମ୍ମୁଖକୁ ସଫାସୁତରା କରାଯାଇଛି । ବାଲି ବିଛା ଯାଇ ସମତୁଲ…

କବିତା : ଗୋଟିଏ ପ୍ରାର୍ଥନା

ରବି ପଣ୍ଡା ଦାରୁ ଭିତରେ ବ୍ରହ୍ମ ନା ବ୍ରହ୍ମ ଭିତରେ ଦାରୁ ବୁଝିପାରେନା ମୂଢଜନ। ବ୍ରହ୍ମ-ଦାରୁ ହେଉ କି ନହେଉ ସେ ଜ୍ଞାନରୁ ଜ୍ଞାନାତୀତ, ଇନ୍ଦ୍ରିୟରୁ ଅତିନ୍ଦ୍ରୀୟ ଦ୍ରୁଶ୍ୟରୁ ଅଦ୍ରୁଶ୍ୟ ଓ ଅଦ୍ରୁଶ୍ୟରୁ ସାକାର ସ୍ୱରୂପ। ଏସବୁ ରହସ୍ଯ ଭିତରେ ଗୋପ୍ୟ ରହି ଯାଏ ଅନ୍ୱେଷଣ।…

ଧାରାବାହିକ ଉପନ୍ୟାସ : ସୁଲୋଚନା (୩୨)

ସୁମିତା ବେହେରାଙ୍କ ଧାରାବାହିକ ଉପନ୍ୟାସ ‘ସୁଲୋଚନା’ ସାରା ରାତ୍ରି ମନ୍ଦୋଦରୀଙ୍କ ନିକଟରେ ରହି ଯାଇଥିଲେ ସୁଲୋଚନା। କ୍ଳାନ୍ତ ଆଖିପତା ବୁଜି ହୋଇ ଆସୁଛି। ନିଜ କକ୍ଷକୁ ଫେରି ଆସିଲେ। ସାମାନ୍ୟ ବିଶ୍ରାମ ନେଇ ପୁନଶ୍ଚ ଯିବେ ତାଙ୍କ ନିକଟକୁ। ବର୍ତ୍ତମାନ ସମୟରେ ରାଜମାତାଙ୍କ…