ବ୍ରହ୍ମପୁରରେ ସମୂହ ବିବାହ: ଯୋଡ଼ି ହେଲେ ୫ ଦମ୍ପତ୍ତି
ବ୍ରହ୍ମପୁର: ବ୍ରହ୍ମପୁରର ସାମାଜିକ ଅନୁଷ୍ଠାନ କାହ୍ନା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଏକ କଲ୍ୟାଣ ମଣ୍ଡପରେ ସମୂହ ବିବାହ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏଥିରେ ୫ ଦମ୍ପତ୍ତିଙ୍କ ବିବାହ ଅନୁଷ୍ଠିତ ହୋଇଥିଲା ।
ଆସିକା ମାଗୁରାପଲ୍ଲୀର ଅନନ୍ତ ବେହେରାଙ୍କ ବିବାହ…