Latest Odisha News

BREAKING NEWS

Yearly Archives

2022

ଆତ୍ମ ବିବାହ କରିଥିବା କ୍ଷମା ବିନ୍ଦୁଙ୍କ ପାଇଁ ବଢିଲା ଅଡୁଆ । ଚାକିରି ଗଲା, ଘରୁ ତଡିଦେଲେ ଘର ମାଲିକ

ଦିଲ୍ଲୀ : କିଛିଦିନ ତଳେ ନିଜକୁ ନିଜେ ବିବାହ କରି ଚର୍ଚ୍ଚାକୁ ଆସିଥିବା ଗୁଜରାଟ ଭଦୋଦରାର କ୍ଷମା ବିନ୍ଦୁ ଏବେ ନିଜ ସହର ଛାଡିବାକୁ ବାଧ୍ୟ ହୋଇଛନ୍ତି । କେବଳ ସେତିକି ନୁହେଁ ସେ ଆତ୍ମ ବିବାହ କରିବା ପରେ ଏଭଳି ପରିସ୍ଥିତି ଦେଖାଦେଇଥିଲା କି ଶେଷରେ ସେ ଚାକିରି ବି ଛାଡି ସାରିଛନ୍ତି ।…

ଅମରାବତୀ ହତ୍ୟାକାଣ୍ଡର ଚାଞ୍ଚଲ୍ୟକର ଖୁଲାସା, ହତ୍ୟା କରିଛି ବନ୍ଧୁ

ଅମରାବତୀ: ମହାରାଷ୍ଟ୍ର ଅମରାବତୀରେ ପ୍ରାଣ ହରାଇଥିବା ଔଷଧ ଦୋକାନୀ ଉମେଶ କୋଲ୍ହେଙ୍କ ସାନ ଭାଇ ମହେଶ କୋଲ୍ହେଙ୍କ ଚାଞ୍ଚଲ୍ୟକର ବୟାନ । ହତ୍ୟାରେ ସାମିଲ ଅଭିଯୁକ୍ତ ୟୁସୁଫ ଉମେଶଙ୍କ ଅତି ନିକଟତର ବନ୍ଧୁ । ଏପରିକି ଉମେଶଙ୍କ ଅନ୍ତିମ ସଂସ୍କାରରେ ବି ସାମିଲ ହୋଇଥିଲେ ୟୁସୁଫ  । ଉମେଶ…

ବିଜେପି ପ୍ରାର୍ଥୀ ରାହୁଲ ନାର୍ଭେକର ମହାରାଷ୍ଟ୍ର ବାଚସ୍ପତି ନିର୍ବାଚିତ

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭାର ନୂଆ ବାଚସ୍ପତି ହୋଇଛନ୍ତି ରାହୁଲ ନାର୍ଭେକର । MVA ପ୍ରାର୍ଥୀ ରାଜନ ସାଲଭିଙ୍କୁ ପରାସ୍ତ କରି ନୂଆ ବାଚସ୍ପତି ହୋଇଛନ୍ତି ରାହୁଲ । ବାଚସ୍ପତି ଥିବା ନାନା ପାଟୋଲ କଂଗ୍ରେସର ରାଜ୍ୟ ସଭାପତି ହେବା ପରଠାରୁ ବାଚସ୍ପତି ପଦବି ଖାଲିଥିଲା । ଉପବାଚସ୍ପତି ନରହରି…

ସାହିତ୍ୟ ଜନ-ଜୀବନ ସହ ଯୋଡ଼ି ହୋଇ ରହୁ : ମାନିନୀ ମିଶ୍ର

ସମକାଳୀନ ଓଡ଼ିଆ ସାହିତ୍ୟର ଜଣେ ସୁପରିଚିତ ବ୍ୟକ୍ତିତ୍ୱ ମାନିନୀ ମିଶ୍ର । ଏକାଧାରରେ ଜଣେ କବୀ , ପ୍ରାବନ୍ଧିକା ଏବଂ ଏକ ଅଗ୍ରଣୀ ଦୈନିକ ଖବର କାଗଜର ସାହିତ୍ୟ ବିଭାଗର ସମ୍ପାଦିକା। ତାଙ୍କ କଲମ ମାଟିର କଥା କହେ, ଜନ- ଜୀବନର କଥା କହେ । ବିଶେଷ ଭାବରେ ବିପ୍ଳବଧର୍ମୀ କବିତା ରଚନା କରିବାରେ ସେ…

ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ବସ୍, ୨୦ରୁ ଅଧିକ ଯାତ୍ରୀ ଆହତ

ଖୋର୍ଦ୍ଧା: ଖୋର୍ଦ୍ଧା ବାଘମାରି ସିମୋର ରାସ୍ତାରେ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିପଡ଼ିଲା ବାଙ୍କୀରୁ ଭୁବନେଶ୍ୱର ଆସୁଥିବା ଘରୋଇ ବସ୍ । ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଗୁରୁତର ଅଛନ୍ତି । ଘଟଣାସ୍ଥଳରେ ଜାରି ରହିଛି ଉଦ୍ଧାର କାର୍ଯ୍ୟ । ସୂଚନା ଅନୁସାରେ,…

ସିନ୍ଦେ ସମର୍ଥକ ସିଲ କଲେ ମହାରାଷ୍ଟ୍ର ଶିବସେନା ଅଫିସ

ମୁମ୍ବାଇ:ମହାରାଷ୍ଟ୍ର ମହାନାଟକରେ ଏକନାଥ ସିନ୍ଦେଙ୍କ ଗ୍ରୁପ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛନ୍ତି । ଇତି ମଧ୍ୟରେ ଖବର ଅନୁସାରେ ମହାରାଷ୍ଟ୍ର ଶିବସେନା ଅଫିସ ହାତେଇବା ପାଇଁ ୨ ଗୋଷ୍ଠୀ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଲାଗିଥିଲା । ତେବେ ସିନ୍ଦେ ଗୋଷ୍ଠୀ ଅଫିସକୁ ସିଲ କରିଛି । ମରାଠୀରେ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ପ୍ରଭାବରେ ୪ ଦିନ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା…

ଭୁବନେଶ୍ୱର: ବଙ୍ଗୋପସାଗରେ  ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୪ ଦିନ ଯାଏଁ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଆଜିଠୁ ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି କଟକ,…

ରାଜ୍ୟରେ ୩ ଶହ ଟପିଲା ଦୈନିକ ସଂକ୍ରମଣ: ଗତ ୨୪ ଘଣ୍ଟା ମଧ୍ୟରେ ୩୪୬ କରୋନା ପଜିଟିଭ, ୪୯ ଜଣ ୧୮ ବର୍ଷରୁ କମ୍ ବୟସର

ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । କିଛି ମାସର ବ୍ୟବଧ୍ୟାନ ପରେ ପୁଣି ୩ଶହ ଟପିଛି ସଂକ୍ରମଣ । ଗତ ୨୪ ଘଂଟାରେ ୩୪୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସ୍ଥାନୀୟ ଆକ୍ରାନ୍ତ ୧୪୪ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ…

ମହାରାଷ୍ଟ୍ର ବାଚସ୍ପତି ନିର୍ବାଚନ:ରାହୁଲ ନାର୍ବେକର ହେଲେ ବାଚସ୍ପତି

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭାରେ ରାହୁଲ ନାର୍ବେକର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ବିଜେପି ପ୍ରାର୍ଥୀ ରାହୁଲଙ୍କୁ 164 ବିଧାୟକଙ୍କ ସମର୍ଥନ ମିଳିଛି ।  ତାଙ୍କୁ ବାଚସ୍ପତି ଭାବେ ଘୋଷଣା କରାଯାଇଛି । https://twitter.com/ANI/status/1543482395243847680…

ସାହିତ୍ୟ ପତ୍ରିକା ‘କାଦମ୍ବିନୀ’ ଓ ‘କୁନିକଥା’ର ସ୍ୱନକ୍ଷତ୍ର ଉତ୍ସବ ଆୟୋଜିତ

Weଭୁବନେଶ୍ୱର : ଓଡ଼ିଶାର ସର୍ବ ପ୍ରଥମ ମାସିକ ପାରିବାରିକ ପତ୍ରିକା ‘କାଦମ୍ବିନୀ’ର ତ୍ରୟୋବିଂଶ ଏବଂ ଓଡ଼ିଶାର ସର୍ବ ପ୍ରଥମ ମାସିକ ପାରିବାରିକ ଶିଶୁ-କିଶୋର ପତ୍ରିକା ‘କୁନିକଥା’ର ଦ୍ୱାଦଶ ସ୍ୱନକ୍ଷତ୍ର ଉତ୍ସବ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସାରସ୍ୱତ…