Latest Odisha News

BREAKING NEWS

Yearly Archives

2022

ବେଙ୍ଗାଲୁରୁ ଜଗନ୍ନାଥ ମନ୍ଦିରରେ ରଥଯାତ୍ରା

ବେଙ୍ଗାଲୁରୁ : ବେଙ୍ଗାଲୁରୁର ଆଗରାଠାରେ  ପବିତ୍ର ରଥଯାତ୍ରା ପର୍ବ ପାଳନ କରାଯାଇଛି। ଏଠାରେ ବଢି ଭୋରରୁ ମଂଗଳ ଆଳତୀ, ଅବକାଶ, ମଇଲମ, ସୂର୍ଯ୍ୟପୂଜା, ଦ୍ଵାରପାଳ ପୂଜା ଓ ସାହାଣମେଲା ଆଦି ରୀତିନୀତିକୁ ଯଥାବିଧି ସମ୍ପନ୍ନ କରାଯାଇଥିଲା। ଦିନ ୧୨ ଟା ୧୫ରେ ଚାରି ଠାକୁରଙ୍କ ପହଣ୍ଡି ବିଜେ ଆରମ୍ଭ…

ପୁଟିନଙ୍କ ସହ ମୋଦୀ ଟେଲିଫୋନରେ କଥା ହେଲେ

ନୂଆଦିଲ୍ଲୀ:  ଋଷ ୟୁକ୍ରେନ ଯୁଦ୍ଧ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଆଜି ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଟେଲିଫୋନ ବାର୍ତ୍ତାଳାପ କରିଛନ୍ତି । ଉଭୟ ନେତା ରାଷ୍ଟ୍ରପତି ପୁଟିନଙ୍କ ଡିସେମ୍ବର, ୨୦୨୧ରେ ଭାରତ ଗସ୍ତ ବେଳେ ନିଆଯାଇଥିବା ନିଷ୍ପତ୍ତିଗୁଡିକର…

ଜୁନ୍ ୨୦୨୨ରେ ୧,୪୪,୬୧୬ କୋଟି ଟଙ୍କାର ସମୁଦାୟ ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ:  ଜୁନ୍ ୨୦୨୨ରେ ସମୁଦାୟ ସଂଗୃହୀତ ଜିଏସ୍‌ଟି ରାଜସ୍ୱ ୧,୪୪,୬୧୬ କୋଟି ଟଙ୍କା ରହିଛି ।  ଯେଉଁଥିରେ ସିଜିଏସ୍‌ଟିର ପରିମାଣ ୨୫,୩୦୬ କୋଟି ଟଙ୍କା , ଏସ୍‌ଜିଏସ୍‌ଟିର ପରିମାଣ ୩୨,୪୦୬ କୋଟି ଟଙ୍କା, ଆଇଜିଏସ୍‌ଟିର ପରିମାଣ ୭୫,୮୮୭ କୋଟି ଟଙ୍କା (ମାଲ୍ ଆମଦାନୀ ଊପରେ ସଂଗୃହୀତ…

ଦିଲ୍ଲୀରେ ଭକ୍ତ-ଭଗବାନ ମିଳନ; ହଜ୍ ଖାସରେ ରଥଯାତ୍ରା

ନୂଆଦିଲ୍ଲୀ: ହଜ୍ ଖାସ ଭିଲେଜ୍ ସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ଜଗନ୍ନାଥ ମନ୍ଦିରଠାରେ ୪୪ତମ ପବିତ୍ର ରଥଯାତ୍ରା ପର୍ବ ମହାସମାରୋହରେ ପାଳନ କରାଯାଇଛି। କୋଭିଡ୍ ବାଧକତା ଯୋଗୁଁ ଗତ ଦୁଇ ବର୍ଷ ହେଲା ସାଙ୍କେତିକ ଢଙ୍ଗରେ ପାଳନ କରାଯାଉଥିଲା। ଚଳିତ ବର୍ଷ କଟକଣା ଲାଘବ କରାଯାଇଥିବାରୁ ଭକ୍ତଙ୍କ…

କୋଭିଡରେ ଜୀବନ ହରାଇଥିବା ସାମ୍ବାଦିକଙ୍କ ପରିବାରଙ୍କୁ ମିଳିବ ସହାୟତା

ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଶ୍ରୀ ଅପୂର୍ବ ଚନ୍ଦ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜର୍ଣ୍ଣାଲିଷ୍ଟ ୱେଲଫେୟାର ସ୍କିମ କମିଟିର ପ୍ରସ୍ତାବକୁ ମଞ୍ଜୁର କରାଯାଇଛି । ଏହା ଅନ୍ତର୍ଗତ ଜୀବନ ହରାଇଥିବା 35 ଜଣ ସାମ୍ବାଦିକ ପରିବାରଙ୍କୁ  ଆର୍ଥିକ ସହାୟତା ପ୍ରଦାନ…

[ଦେଖନ୍ତୁ ଭିଡିଓ] ଶରଧାବାଲିରେ ୩ ରଥ । ଘଣ୍ଟ, ଘଣ୍ଟା ଓ ଜୟ ଜଗନ୍ନାଥ ଧ୍ୱନିରେ ଗଡ଼ିଲା ନନ୍ଦିଘୋଷ

ପୁରୀ  : ଗୁଣ୍ଡିଚା ମନ୍ଦିର ପାଖରେ ପହଞ୍ଚିଲା ନନ୍ଦିଘୋଷ ରଥ । ପୂର୍ବରୁ ତାଳଧ୍ୱଜ ଓ ଦର୍ପଦଳନ ରଥ ପହଞ୍ଚିଛି । ଏବେ ଶରଧା ବାଲିରେ ୩ ରଥ ସମାନ ହୋଇ ଛିଡା ହୋଇଛନ୍ତି । ୩ ଠାକୁରଙ୍କୁ ଦେଖିବାକୁ ଭକ୍ତମାନେ ଗୁଣ୍ଡିଚା ମନ୍ଦିର ପାଖରେ ଭିଡ ଜମାଇଛନ୍ତି । ଜୟ ଜଗନ୍ନାଥ ନାରାରେ ପ୍ରକମ୍ପିତ ହୋଇଛି…

ରଥଯାତ୍ରା ଅବସରରେ ଓଡିଶା ଏଫସିର ମହିଳା ଟିମ ଘୋଷଣା

ଭୁବନେଶ୍ୱର: ଫୁଟବଲ ପ୍ରେମୀଙ୍କ ପାଇଁ ଖୁସି ଖବର । ରଥଯାତ୍ରା ପରି ଶୁଭ ଦିନରେ ଇଣ୍ଡିଆନ ସୁପର ଲିଗର ଟିମ ଓଡିଶା ଏଫସି ଏହାର ମହିଳା ଦଳ ଘୋଷଣା କରିଛି । କ୍ରିସପିନ ଛେତ୍ରୀଙ୍କୁ ମହିଳା ଦଳର ମୁଖ୍ୟ କୋଚ ନିଯୁକ୍ତ କରାଯାଇଛି । ନିକଟରେ ସମ୍ପନ୍ନ ହୋଇଥିବା ଇଣ୍ଡିଆନ ଓମ୍ୟାନ ଲିଗରେ ମୁଦୁରାଇର…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

ଆଜି ଭକ୍ତ –ଭଗବାନଙ୍କ ଅପୂର୍ବ ମିଳନ। ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ଗଡ଼ିଲା ତିନି ରଥ। ଜନସମୁଦ୍ର ପାଲଟିଲା ପୁରୀ ଶ୍ରୀକ୍ଷେତ୍ର। ଭାବ ବିହ୍ୱଳ ଭକ୍ତ। ରଥ ଦଉଡ଼ିରେ ତିନି ରଥ ଟାଣିନେଲେ ଲକ୍ଷଲକ୍ଷ ଶ୍ରଦ୍ଧାଳୁ। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଗହଣରେ ବଡ଼ ଦାଣ୍ଡରେ ଗଡ଼ିଲା ତିନିରଥ । ଶଙ୍ଖ…

ହିଞ୍ଜିଳିରେ ସକ୍ରିୟ ଚୋରି ଗ୍ୟାଙ୍ଗ୍‌ : ଘରେ ପଶି ନେଇଗଲେ ୧୮୦ ଗ୍ରାମ ସୁନା

ବ୍ରହ୍ମପୁର:ଗଞ୍ଜାମ ଜିଲାର ହିଞ୍ଜିଳି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଚୋର ଗ୍ୟାଙ୍ଗ ସକ୍ରିୟ ହୋଇପଡ଼ିଛନ୍ତି । ଦୁଇଟି ଭିନ୍ନ ଜାଗାରୁ ୧୮ ତୋଳା(୧୮୦ଗ୍ରାମ) ଓଜନର ସୁନା ଅଳଙ୍କାର ସହିତ ରୂପା ଅଳଙ୍କାର ଏବଂ ନଗଦ ୬୯ ହଜାର ଟଙ୍କା ଚୋରି କରିନେଇଛନ୍ତି। ଉଭୟ ଘଟଣାରେ ହିଞ୍ଜିଳି ଥାନାରେ…

ମାଲେସିଆ ଓପନ ବ୍ୟାଡମିଂଟନ: କ୍ୱାର୍ଟର ଫାଇନାଲରେ ଶେଷ ହେଲା ସିନ୍ଧୁଙ୍କ ଅଭିଯାନ

ନୂଆଦିଲ୍ଲୀ: ମାଲେସିଆ ଓପନ ବ୍ୟାଡମିଂଟନରେ ଭାରତର ଷ୍ଟାର ଖେଳାଳି ପିଭି ସିନ୍ଧୁଙ୍କ ଅଭିଯାନ ଶେଷ ହୋଇଛି । ମହିଳା ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲ ମ୍ୟାଚରେ ସିନ୍ଧୁ ବିଶ୍ୱର ଏକ ନମ୍ବର ଖେଳାଳି ଚାଇନିଜ ତାଇପେର ତାଇଜୁ ୟିଙ୍ଗଙ୍କ ନିକଟରୁ ୨୧-୧୩, ୧୫-୨୧ ଓ ୧୩-୨୧ରେ ପରାଜିତ ହୋଇଥିଲେ । ପ୍ରଥମ…