Latest Odisha News

BREAKING NEWS

Yearly Archives

2022

ରାଷ୍ଟ୍ରପତି ନିର୍ବାଚନ: ଓଡିଆ ଝିଅ ଦ୍ରୌପଦୀଙ୍କୁ ସମର୍ଥନ କରିବ ଶିରୋମଣୀ ଅକାଳୀ ଦଳ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସ୍ଥିତି ଦିନକୁ ଦିନ ମଜଭୁତ ହେବାରେ ଲାଗିଛି । ଆଜି ଓଡିଆ ଝିଅ ଦ୍ରୌପଦୀଙ୍କୁ ଶିରୋମଣୀ ଅକାଳୀ ଦଳ ସମର୍ଥନ କରିବ ବୋଲି ଘୋଷଣା କରିଛି । ଶିଖ ବିରୋଧୀ କଂଗ୍ରେସ ପ୍ରାର୍ଥୀଙ୍କୁ ସମର୍ଥନ କରିବାରେ ପ୍ରଶ୍ନ ଉଠୁ…

[ଦେଖନ୍ତୁ ଭିଡିଓ] ମହଙ୍ଗା ପଡ଼ିଲା ନାଗକୁ ଗେଲ । ଚୋଟ ପରେ ଚୋଟ ମାରିଲା ନାଗ ସାପ

ନବରଙ୍ଗପୁର : ମହଙ୍ଗା ପଡ଼ିଲା ନାଗକୁ ଗେଲ। ନିଶାରେ ନାଗକୁ କରୁଥିଲେ ଗେଲ। ଚୋଟ ପରେ ଚୋଟ ମାରିଚାଲିଲା ନାଗ ସାପ । ଏହିଭଳି ଛାତିଥରା ଦୃଶ୍ୟ ଦେଖିବାକୁ ମିଳିଛି ନବରଙ୍ଗପୁର ପାପଡାହାଣ୍ଡି ଜାମ୍ବଗୁଡାରେ । ମଦ ନିଶାରେ ଯୁବକ ଜଣକ ନାଗକୁ ଧରି ଖେଳୁଥିବା ବେଳେ ପଡିଛି ମହଙ୍ଗା । ଆଉ ଏବେ…

“କଂଗ୍ରେସ ସରକାରରେ ରଥଯାତ୍ରା ବେଳେ ଗୁଜୁରାଟ ଲୋକଙ୍କ ଭିତରେ ଦଙ୍ଗା ଭୟ ଥିଲା”

ଗାନ୍ଧୀନଗର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଗୁଜୁରାଟରେ ରଥ ଯାତ୍ରା ପାର୍ବଣ ସମୟରେ କଂଗ୍ରେସକୁ ସାଂଘାତିକ ସମାଲୋଚନା କରିଛନ୍ତି । କଂଗ୍ରେସ ସରକାର ସମୟରେ ଗୁଜୁରାଟରେ ରଥଯାତ୍ରା ବେଳେ ଲୋକେ ଦଙ୍ଗା ଭୟରେ ରହୁଥିଲେ । କୌଣସି ମୁହୂର୍ତ୍ତରେ ଦଙ୍ଗା ହେବାର ଭୟ ଲୋକଙ୍କ ଭିତରେ ରହୁଥିଲା ।…

ରାଷ୍ଟ୍ରପତି ନିର୍ବାଚନ ପାଇଁ ୧୧୫ଟି ପ୍ରାର୍ଥୀପତ୍ର ଦାଖଲ; ଦ୍ରୌପଦି ଏବଂ ଯଶୱନ୍ତ ବୈଧ ଆଉ ସବୁ ଖାରଜ

ଭୁବନେଶ୍ୱର: ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ୧୧୫ ଜଣ ବ୍ୟକ୍ତି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଗୁରୁବାର ରାଜ୍ୟସଭା ମହାସଚିବ(ସେକ୍ରେଟାରୀ ଜେନେରାଲ) ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି । ଅବଶ୍ୟ ଏନଡିଏ ସମର୍ଥିତ ପ୍ରାର୍ଥୀ ଦ୍ରୌପଦି ମୁର୍ମୁ ଏବଂ ମିଳିତ ବିରୋଧୀ…

ତାଳଧ୍ୱଜ ଓ ଦର୍ପଦଳନ ପରେ ବଡ଼ଦାଣ୍ଡରେ ଗଡ଼ିଲା ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ

ପୁରୀ: ପ୍ରଥମେ ପ୍ରଭୁ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ତାପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡ଼ିବା ପରେ ଏବେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣା ଆରମ୍ଭ ହୋଇଛି। ଏହି ରଥକୁ ଭକ୍ତମାନେ ଟାଣି ନେଉଛନ୍ତି। ଶ୍ରୀକ୍ଷେତ୍ରରେ ପ୍ରବଳ ଜନଗହଳି ପରିଲକ୍ଷିତ ହୋଇଛି। ଏଣେ ଜୟ ଜଗନ୍ନାଥ ଧ୍ବନିରେ…

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା: ତିନି ରଥରେ ’ଛେରାପହଁରା’ ନୀତି କରୁଛନ୍ତି ଗଜପତି ମହାରାଜା

ପୁରୀ: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଘୋଷଯାତ୍ରା ପାଇଁ ଚଳଚଚଞ୍ଚଳ ଶ୍ରୀକ୍ଷେତ୍ର । ଦୀର୍ଘ ଦୁଇ ବର୍ଷ ପରେ ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳିନ ହେଉଥିବାରୁ ବାଡ଼ଦାଣ୍ଡରେ ଲକ୍ଷାଧିକ ଲୋକଙ୍କ ଜନସମାଗମ । ତେବେ ଆଜି ସକାଳୁ ତିନି ଠାକୁର ଧାଡ଼ି ପହଣ୍ଡିରେ ଆସି ରଥାରୁଢ଼ ହେବା ପରେ ତିନି…

ରାଜ୍ୟରେ୨୦୦ ଟପିଲା ନୂଆ ସଂକ୍ରମିତଙ୍କ ସଂଖ୍ୟା: ଗତ ୨୪ ଘଣ୍ଟା ମଧ୍ୟରେ ୨୦୪ କରୋନା ପଜିଟିଭ, ୧୮ ଜଣ ୧୮ ବର୍ଷରୁ କମ୍…

ଭୁବନେଶ୍ବର: ଆଜି କରୋନା ସଂକ୍ରମଣ ଲମ୍ବ ଡିଆଁ ମାରିଛି। ରାଜ୍ୟରେ ୨୦୦ ଟପିଛି ସଂକ୍ରମିତଙ୍କ ସଂଖ୍ୟା । ଗତକାଲି ୧୫୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ…

ବାମନ

ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’ ସକାଳ ସାଢ଼େ ପାଞ୍ଚଟାରେ ଟ୍ରେନ୍। ଗାଁରେ ଷ୍ଟେସନ୍ ନାହିଁ। ପାଖାପାଖି ପାଞ୍ଚ କିଲୋମିଟର ଗଲେ ଟ୍ରେନ୍ ଧରିବାକୁ ହେବ। ତେବେ ସେଇ ପାଞ୍ଚ କିଲୋମିଟର ଯିବା ପାଇଁ ଏତେ ସକାଳୁ ଗାଁରେ ଗାଡ଼ି ଘୋଡ଼ା ବି କିଛି ନାହିଁ। ତେଣୁ ରାତିରୁ ହିଁ…

ପବିତ୍ର ରଥ ଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଶୁଭେଚ୍ଛା ଜଣାଇଛନ୍ତି । ପ୍ରଭୁ ଜଗନ୍ନାଥ ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରନ୍ତୁ । ସୁଖ ସମୃଦ୍ଧି ସହ ଉତ୍ତମ ସ୍ବାସ୍ଥ୍ୟ ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା…

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା: ଝୁଲି ଝୁଲି ରଥାରୁଢ଼ ହେଲେ କାଳିଆ ସାଆନ୍ତେ

ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ମହାପ୍ରଭୁଙ୍କ ନୀତିକାନ୍ତି ୩ ଘଣ୍ଟା ଆଗୁଆ ଚାଲିଛି । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ପହଣ୍ଡି କରି ଦେବଦଳନ ରଥରେ ବିଜେ କରାଯାଇଥିଲା । ଏହା…