ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ
ଓଡ଼ିଶା ସମ୍ବାଦ ବ୍ୟୁରୋ: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ । ରାଜ୍ୟପାଳ ଭଗତ ସିଂହ କୋଶିୟାରୀ ତାଙ୍କୁ ଶପଥପାଠ କରାଇଛନ୍ତି । ବାଲାସାହେବ ଠାକରେଙ୍କ ନାମ ନେଇ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ସିନ୍ଦେ । ବିଦ୍ରୋହୀ ଶିବସେନା ନେତା ଏକନାଥ ସିନ୍ଦେ…