Latest Odisha News

BREAKING NEWS

Yearly Archives

2022

ଦୁବାଇରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍’:ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ବିଶ୍ବ ନିବେଶକମାନଙ୍କୁ ନବୀନଙ୍କ ଆହ୍ବାନ

ଆବୁଧାବି : ଓଡ଼ିଶାକୁ ଛୁଟିଲା ବିଦେଶୀ ପୁଞ୍ଜିର ସୁଅ । ରାଜ୍ୟରେ ବ୍ୟାପକ ନିବେଶ କରିବେ ଦୁବାଇର ଏକାଧିକ ପ୍ରତିଷ୍ଠିତ କମ୍ପାନୀ । ଦୁବାଇରେ ଚାଲିଥିବା ଇନଭେଷ୍ଟର୍ସଙ୍କ ସମ୍ମିଳନୀରେ କମ୍ପାନୀ ମୁଖିଆମାନେ ଏହି ପ୍ରତିଶ୍ରୁତି ଦେଇଛନ୍ତି ବୋଲି ଟ୍ବିଟ କରି ଖୁସି ବ୍ୟକ୍ତ କରିଛନ୍ତି…

[ଦେଖନ୍ତୁ ଭିଡିଓ] ଭୁବନେଶ୍ବରରୁ ଅପହରଣ ରାଇରଙ୍ଗପୁର ବହଳଦାରୁ ଉଦ୍ଧାର ତିନି ବର୍ଷର ଶିଶୁ

ଭୁବନେଶ୍ବର : ଭୁବନେଶ୍ବରରୁ ଅପହରଣ ରାଇରଙ୍ଗପୁର ବହଳଦାରୁ ଉଦ୍ଧାର । ସାଲିଆ ସାହି ନିବାସ ନଗରରେ ରହୁଥିବା ଜଣେ ବିଧବା ଓ ମାନସିକ ଭିନ୍ନକ୍ଷମଙ୍କ ମହିଳାଙ୍କ ତିନି ବର୍ଷର ଶିଶୁ ପୁତ୍ରକୁ ବହଳଦା ବସଷ୍ଟାଣ୍ଡରୁ ଉଦ୍ଧାର କରିଛି ନୟାପଲ୍ଲୀ ଥାନା ପୋଲିସ । ଅପହରଣ ଅଭିଯୋଗରେ ସାଲିଆ ସାହିରେ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧. ଦୁବାଇରେ ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ, ସେଠକାର ଶିଳ୍ପପତିଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ସମ୍ବୋଧିତ କରିଛନ୍ତି । ପୁଂଜି ନିବେଶକଙ୍କୁ ଓଡ଼ିଶା ଆମନ୍ତ୍ରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସେମାନଂକ ସହି ଫେସ-ଟୁ-ଫେସ୍ ଆଲୋଚନା କରିଛନ୍ତି l ସେଠାକାର ଅନେକ ବଡ…

ମହାରାଷ୍ଟ୍ର, ରାଜସ୍ଥାନରେ ହିଂସା ଆଶଙ୍କା, ଏୟାରଲିଫ୍ଟ ପାଇଁ ୨୦ହଜାର ଆରଏଏଫ ପ୍ରସ୍ତୁତ

ମୁମ୍ବାଇ: ରାଜସ୍ଥାନ ଓ ମହାରାଷ୍ଟ୍ରରେ ବଡ ଧରଣର ହିଂସା ଏବଂ ଦଙ୍ଗା ଆଶଙ୍କା ରହିଛି ବୋଲି ସତର୍କ କରାଇଛି କେନ୍ଦ୍ରୀୟ ଇଂଟେଲିଜେନ୍ସ ବ୍ୟୁରୋ । ସମ୍ପୂର୍ଣ୍ଣ ଭାବେ ଆଲର୍ଟ ରହିବାକୁ ସହ ପାଖାପାଖି ୨୦ ହଜାର ଆରଏଏଫ ଯବାନଙ୍କୁ ଏୟାରଲିଫ୍ଟ ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି । ସ୍ୱତନ୍ତ୍ର…

ପିଲାଙ୍କୁ ପାଠ ପଢ଼ାଇ ମଧ୍ୟାହ୍ନ ଭୋଜନ ଖାଇଲେ IAS କୀର୍ତ୍ତି ଭାସନ୍

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ତଥା ଆଇଏଏସ୍‌ ଅଧିକାରୀ ୱି.କୀର୍ତ୍ତି ଭାସନ କବିସୂର୍ଯ୍ୟନଗର ବ୍ଲକ ଗସ୍ତରେ ଯାଇଥିଲେ । ଏହି ଅବସରରେ ସେ କବିସୂର୍ଯ୍ୟନଗରସ୍ଥିତ ମର୍ଦ୍ଧରାଜ ହାଇସ୍କୁଲ ପରିଦର୍ଶନ କରିଥିଲେ । 5T ରୂପାନ୍ତରଣରେ ଏହି ବିଦ୍ୟାଳୟ…

ଅଗଷ୍ଟ ୬ରେ ଉପ ରାଷ୍ଟ୍ରପତି ନିର୍ବାଚନ, ଜୁଲାଇ ୧୯ ନାମାଙ୍କନର ଶେଷ ତାରିଖ

ନୂଆଦିଲ୍ଲୀ: ନୂଆ ରାଷ୍ଟ୍ରପତିଙ୍କ ସହ ଦେଶକୁ ମିଳିବ ନୂଆ ଉପ ରାଷ୍ଟ୍ରପତି । ଜାତୀୟ ନିର୍ବାଚନ କମିଶନ ବୁଧବାର ଉପ ରାଷ୍ଟ୍ରପତି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ଅଗଷ୍ଟ ୬ ତାରିଖରେ ଉପ ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ହେବ । ଆବଶ୍ୟକ ପଡ଼ିଲେ ଭୋଟ୍ ଗଣନା ସେଇ ଦିନ କରାଯିବ । ଉପ…

ମାଲେସିଆ ଓପନ ବ୍ୟାଡମିଂଟନ: ସିନ୍ଧୁ ଜିତଲେ, ସାଇନା ବିଦା

ନୂଆଦିଲ୍ଲୀ: ମାଲେସିଆ ଓପନ ବ୍ୟାଡମିଂଟନରେ ଭାରତର ଷ୍ଟାର ଖେଳାଳି ପିଭି ସିନ୍ଧୁ ଚମତ୍କାର ପ୍ରଦର୍ଶନ କରିଛନ୍ତି । ସେ ମହିଳା ସିଙ୍ଗଲ୍ସରେ ଥାଇଲାଣ୍ଡର ପୋର୍ନେପାୱି ଚୋଚୁଓଙ୍ଗଙ୍କୁ ୨୧-୧୩, ୨୧-୧୭ରେ ହରାଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି । ସମ୍ପୂର୍ଣ୍ଣ ମ୍ୟାଚରେ ସିନ୍ଧୁ ତାଙ୍କ…

ଓଡ଼ିଶା ସମ୍ବାଦ ଏବଂ ଓଡ଼ିଶା ବାଇଟ୍ସ ଆୟୋଜନ କରୁଛନ୍ତି ‘ସୁଶ୍ରୁତ : ଦ ହେଲଥ୍ କନକ୍ଲେଭ’

ଭୁବନେଶ୍ୱର: ଅଗ୍ରଣୀ ଡିଜିଟାଲ ମିଡିଆ ପ୍ଲାଟଫର୍ମ ‘ଓଡ଼ିଶା ସମ୍ବାଦ ଏବଂ ଓଡ଼ିଶା ବାଇଟ୍ସ’ ପ୍ରଥମ ଥର ପାଇଁ ଭୁବନେଶ୍ୱରର ମେଫେୟାର କନଭେନସନ ଠାରେ ଜୁନ ୩୦ (ଗୁରୁବାର) ରେ ଆୟୋଜନ କରୁଛନ୍ତି ‘ସୁଶ୍ରୁତ: ଦ ହେଲଥ୍ କନକ୍ଲେଭ’ । ଓଡ଼ିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନବ…

ରାଜଧାନୀରୁ ପିଲା ଚୋରି, ମୟୂରଭଞ୍ଜରୁ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର: ଧରା ପଡ଼ିଲା ପିଲା ଚୋରଣୀ । ଭୁବନେଶ୍ୱରର ନୟାପଲ୍ଲୀ ଅଞ୍ଚଳରୁ ମୟୂରଭଞ୍ଜ ରାଇରଙ୍ଗପୁରର ୫୦ ବର୍ଷୀୟ ମହିଳା ୩ ବର୍ଷର ପୁଅକୁ ଚୋରାଇ ନେଇ ଯାଇଥିଲେ । ଏହି ମାମଲାର ତଦନ୍ତ କରି ପିଲାକୁ ଉଦ୍ଧାର କରିବା ସହ ମହିଳା ପଦ୍ମାବତୀ ନାଗଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ । ସୂଚନା…

ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ, ଭୁବନେଶ୍ୱରରେ ରହିଛି ଏକାଧିକ ପ୍ଲଟ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଯନ୍ତ୍ରୀ । କଟକ ଜିଲ୍ଲା ଡମପଡ଼ା ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରିଛି । ଭିଜିଲାନ୍ସ ୪ ଜଣ ଡିଏସପିଙ୍କ ନେତୃତ୍ୱରେ ଏକାଧିକ ସ୍ଥାନରେ ଏକକାଳୀନ ରେଡ୍ ଚାଲିଛି । ଚଢ଼ାଉ ବେଳେ ଠାବ…