Latest Odisha News

BREAKING NEWS

Yearly Archives

2022

ରାଇମୋହନଙ୍କ ଚକ୍ଷୁଦାନ କଲେ ପରିବାର ଲୋକ, ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ

ଭୁବନେଶ୍ୱର: ସେ ନିରବି ଯାଇଛନ୍ତି । ନିଶ୍ଚଳ ହୋଇଯାଇଛି ବିରାଟକାୟ ଶରୀର । ଛାତିରେ ଛାତିଏ ଦୁଃଖକୁ ଜାବୁଡ଼ି ଧରି ରଖିଥିବା ରାଇମୋହନ କାହାରିକୁ ଦେଖିଲେ ମୁରୁକି ହସି ଦିଅନ୍ତି । ଆଜି ସମସ୍ତଙ୍କୁ କନ୍ଦାଇ ସେ ଆରପାରିକୁ ଚାଲି ଯାଇଛନ୍ତି । ସେ ସିନା ଚାଲି ଯାଇଛନ୍ତି ହେଲେ ତାଙ୍କ ଆଖିରେ ଆଉ…

ଥାନା ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଥିବା ବ୍ୟକ୍ତିଙ୍କ ମୃତ୍ୟୁ: କିଶୋରନଗର ଥାନା ସାମ୍ନାରେ ଦେହରେ ଲଗାଇଥିଲେ ନିଆଁ

କଟକ : କଟକ କିଶୋରନଗର ଥାନା ପରିସରରେ ଆତ୍ମହତ୍ୟା ଉଦ୍ୟମ କରିଥିବା ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ଇସାଣିବରମପୁର ଗାଁର ଗୁଣନିଧି ବିଶୋଇ ଥାନା ଆଗରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ସ୍ଥାନୀୟ ଲୋକେ ଓ ପୋଲିସ ସହାୟତାରେ ତାଙ୍କୁ କଟକ ବଡ ମେଡ଼ିକାଲରେ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

ନାମାଙ୍କନ ଭରିଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ପ୍ରଥମ ପ୍ରସ୍ତାବକ ଭାବେ ଦସ୍ତଖତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର  ମୋଦି । ଓଡ଼ିଶାର ଦୁଇ ଜଣ ମନ୍ତ୍ରୀ ଟୁକୁନି ସାହୁ ଓ ଜଗନ୍ନାଥ ସାରକା ଓ ରାଜ୍ୟ ବିଜେପିର ୧୦ ଜଣ ବିଧାୟକ ମଧ୍ୟ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ…

ପରମେଶ୍ୱର ଆୟର ହେବେ ନୀତି ଆୟୋଗ ସିଇଓ

ନୂଆଦିଲ୍ଲୀ: ପରମେଶ୍ୱର ଆୟର ହେବେ ନୀତି ଆୟୋଗ ସିଇଓ । ଡିଓପିଟି ବିଭାଗ ଏହି ସୂଚନା ଦେଇଛି । ବର୍ତ୍ତମାନର ସିଇଓ ଅମିତାଭ କାନ୍ତଙ୍କ ଅବସର ପରେ ପରମେଶ୍ୱର ଜୁଲାଇ ପହିଲାରୁ ନୀତି ଆୟୋଗ ମୁଖ୍ୟ ଭାବେ ଯୋଗ ଦେବେ । ଅମିତାଭଙ୍କ କାର୍ଯ୍ୟକାଳ ଜୁନ ମାସ ଶେଷ ଆଡ଼କୁ ଅନ୍ତ ହେଉଛି । ତାଙ୍କ ବଦଳରେ…

[ଦେଖନ୍ତୁ ଭିଡିଓ] ଶ୍ରୀଜିଉଙ୍କ ଅଣସର ଘରେ ଖଳି ଲାଗି ନୀତି

ପୁରୀ: ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ । ଆଜି ଖଳି ଲାଗି ଏକାଦଶୀ । ଶ୍ରୀଜିଉଙ୍କ ଅଣସର ଘରେ ଖଳି ଲାଗି ନୀତି ସମ୍ପାଦନ କରିବେ ଦଇତାପତି ସେବାୟତ । ଶ୍ରୀବିଗ୍ରହଙ୍କୁ ଆଜି ଏକାଦଶୀ ତିଥିରେ ଖଳି ଲାଗିରେ ଦଶମୂଳ ଔଷଧ ଲାଗି କରାଯିବା ସହ ତୁଳସୀ ଓ ବିଭିନ୍ନ ରଙ୍ଗୀନ ପୁଷ୍ପ ଲାଗି କରାଯିବାର…

ମହାରାଷ୍ଟ୍ର ରାଜନୈତିକ ସଙ୍କଟ ମଧ୍ୟରେ ଚର୍ଚ୍ଚାରେ ନବନୀତଙ୍କ ପୁଷ୍ପା ଷ୍ଟାଇଲ

ମୁମ୍ବାଇ: ମହାରାଷ୍ଟ୍ରର ରାଜନୀତି ସଙ୍କଟ ମଧ୍ୟରେ ଅମରାବତୀ ଏମପି ନବନୀତ ରାଣାଙ୍କ ପୁଷ୍ପା ଷ୍ଟାଇଲ ଏବେ ଚର୍ଚ୍ଚାର କାରଣ ସାଜିଛି । ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୂର୍ମୁଙ୍କ ନାମାଙ୍କାନ ପତ୍ର ଦାଖଲ ବେଳେ ନବନୀତ ସେହି ସ୍ଥାନରେ ଉପସ୍ଥିତ ଥିଲେ । ସଂସଦରେ ପଂହଚିବା ମାତ୍ରେ ମିଡିଆ…

କୋଚଙ୍କ ଯୋଗୁ ବଂଚିଲା ଆମେରିକାର ସନ୍ତରଣକାରୀ ଅନୀତାଙ୍କ ଜୀବନ

ବୁଡାପେଷ୍ଟ: ହଙ୍ଗେରୀର ରାଜଧାନୀ ବୁଡାପେଷ୍ଟରେ କୋଚଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ପ୍ରତିଭାବାନ ସନ୍ତରଣକାରୀଙ୍କ ଜୀବନ ବଂଚି ଯାଇଛି । ଏଠାରେ ଚାଲିଥିବା ୱାର୍ଲ୍ଡ ଆକ୍ୱାଟିକ୍ସ ଚାମ୍ପିୟନଶିପରେ ଆମେରିକାର ସନ୍ତରଣକାରୀ ଅନୀତା ଆଲଭେରେଜ ହଠାତ ସଂଜ୍ଞାହୀନ ହୋଇ ପାଣିରେ ବୁଡିବାକୁ ଲାଗିଥିଲେ ।…

ମହାସଙ୍କଟରେ ‘ଅଘାଡ଼ି’ ସରକାର, ରାଜ୍ୟପାଳଙ୍କ ଭୂମିକା କ’ଣ ରହିବ ?

ମୁମ୍ବାଇ: ମହାବିକାଶ ଅଘାଡି ସରକାରର ନେତୃତ୍ୱ ନେଉଥିବା ଶିବସେନାରେ ବିଦ୍ରୋହ ପରେ ଏବେ ସମସ୍ତଙ୍କ ନଜର ରହିଛି ରାଜ୍ୟପାଳଙ୍କ ଭୂମିକା ଉପରେ । କାରଣ ଦଳର ସୁପ୍ରିମୋ ଉଦ୍ଧବ ଠାକରେଙ୍କ ପାଖରେ ଅଳ୍ପ ସଂଖ୍ୟକ ବିଧାୟକ ରହିଥିବା ବେଳେ ଏକନାଥ ସିନ୍ଦେଙ୍କ ପାଖରେ ରହିଛି ସର୍ବାଧିକ ବିଧାୟକଙ୍କ…

୯ ମାସ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସାରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ । ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରି ୯ ମାସ ମଧ୍ୟରେ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ପରିକ୍ରମା ପ୍ରକଳ୍ପ…

ରାପର୍ ରଫତାର-କୋମଲ ବୋହରାଙ୍କ ଛାଡ଼ପତ୍ର!

ଭୁବନେଶ୍ୱର: ରାପର୍ ରଫ୍ତାର ଏବଂ ପତ୍ନୀ କୋମଲ ବୋହରା ବିବାହ ବିଚ୍ଛେଦ କରିବାକୁ ଯାଉଛନ୍ତି । ଆସନ୍ତା ଅକ୍ଟୋବରରେ ଉଭୟ ପତି-ପତ୍ନୀ ଛାଡ଼ପତ୍ରରେ ଦସ୍ତଖତ କରିବେ ବୋଲି ହିନ୍ଦୁସ୍ତାନ ଟାଇମସ୍ ଖବର ପ୍ରକାଶ କରିଛି । ସେମାନେ କୋଭିଡ୍ ସମୟରେ ୨୦୨୦ ମସିହାରେ ଛାଡ଼ପତ୍ର ପାଇଁ ଆବେଦନ କରିଥିଲେ ।…