Latest Odisha News

BREAKING NEWS

Yearly Archives

2022

ମଙ୍କିପକ୍ସକୁ ମହାମାରୀ ଘୋଷଣା କଲା ଡବ୍ଲ୍ୟୁଏଚଏନ

ନୂଆଦିଲ୍ଲୀ: ମଙ୍କିପକ୍ସକୁ ୱାର୍ଲ୍ଡ ହେଲଥ ସ୍ୱାସ୍ଥ୍ୟ ନେଟୱର୍କ ମହାମାରୀ ବୋଲି ଘୋଷଣା କରିଛି । ଡବ୍ଲ୍ୟୁଏଚଏନ ଦ୍ୱାରା ଜାରୀ କରାଯାଇଥିବା ତଥ୍ୟ ଅନୁସାରେ ୫୮ ଦେଶର ୩୪୧୭ଟି ମାମଲା ଚିହ୍ନଟ ହୋଇସାରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏ ନେଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଡବ୍ଲ୍ୟୁଏଚଏନ…

କ୍ଷୁଧାର୍ତ୍ତ ଓଡ଼ିଶା କେମିତି ଯୋଗାଉଛି ଖାଦ୍ୟ ? ରୋମରେ କହିଲେ ନବୀନ, ଶୁଣିଲା ବିଶ୍ୱ

ଭୁବନେଶ୍ୱର: ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତିସଂଘ ୱାର୍ଲ୍ଡ ଫୁଡ୍ ପ୍ରୋଗ୍ରାମ ମୁଖ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ୍ ହୋଇଛନ୍ତି । କେମିତି ରାଜ୍ୟରେ ଜୀବନଜୀବିକା ସହ ଖାଦ୍ୟ ଆଇନ୍ ସୁରକ୍ଷା ଦିଗରେ ସରକାର ସଫଳତା ପାଇଛନ୍ତି ବଖାଣିଛନ୍ତି ମୁଖ୍ୟମନ୍ତ୍ରୀ ।…

ପ୍ରାର୍ଥୀପତ୍ର ଦାଖଲ କଲେ ଦ୍ରୌପଦୀ, କାହା ସପକ୍ଷରେ ଯିବ ନିର୍ବାଚନ, କ’ଣ କହୁଛି ଗଣିତ?

ନୂଆଦିଲ୍ଲୀ: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ଆଜି ନାମାଙ୍କନ ଦାଖଲ କରିଛନ୍ତି । ନାମାଙ୍କନ ପତ୍ର ଦାଖଲ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି…

୨୦୩୬ ଅଲିମ୍ପିକ୍ସ ଆୟୋଜନ ପାଇଁ ବିଡ ଦାଖଲ କରିବ ଭାରତ, ରୁଷ କରିବ ସହଯୋଗ

ନୂଆଦିଲ୍ଲୀ: ଭାରତ ୨୦୩୬ ଅଲିମ୍ପିକ୍ସ ଆୟୋଜନ ପାଇଁ ଏବେଠାରୁ ଅଂଟା ଭିଡିବା ଆରମ୍ଭ କରିଛି । ଆଉ ଭାରତକୁ ଆୟୋଜନ ଅଧିକାର ପ୍ରଦାନ ପାଇଁ ରୁଷ ସହଯୋଗ କରିବ ବୋଲି ଘୋଷଣା କରିଛି । ଆନ୍ତର୍ଜାତୀୟ ଅଲିମ୍ପିକ କମିଟି ଏ ନେଇ ଚୂଡାନ୍ତ ନିଷ୍ପତି ନେବ । ୨୦୨୫ରେ ଅଲିମ୍ପିକ କମିଟି ଭାରତ ଗସ୍ତ କରି…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବିଇଓ ଅଫିସର ମୁଖ୍ୟ କିରାଣି

ଭବାନୀପାଟଣା: ଭିଜିଲାନ୍ସ ଜାଲରେ ବିଇଓ ଅଫିସର ମୁଖ୍ୟ କିରାଣି । କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ହେଡ୍ କ୍ଲର୍କ ଯୁଧିଷ୍ଠିର ହରିଜନ ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି । ଜଣେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କଙ୍କୁ ଅବସରକାଳୀନ ସୁବିଧା ଯୋଗାଇ ଦେବା ପାଇଁ…

ଅଭିନେତ୍ରୀ ରଶ୍ମିରେଖା ଆତ୍ମହତ୍ୟା ମାମଲା: ରାଜାଙ୍କ ପରେ ଆଜି ବୟଫ୍ରେଣ୍ତ ସନ୍ତୋଷଙ୍କୁ ଜେରା

ଭୁବନେଶ୍ୱର:  ଅଭିନେତ୍ରୀ ରଶ୍ମିରେଖା ଓଝା ଆତ୍ମହତ୍ୟା ମାମଲା । ନୟାପଲ୍ଲୀ ଥାନାରେ ହାଜର ହେଲେ ପୁରୁଷ ବନ୍ଧୁ ସନ୍ତୋଷ ପାତ୍ର । ସନ୍ତୋଷକୁ ରଶ୍ମିରେଖା ମୃତ୍ୟୁ ବାବଦରେ ପୋଲିସ ପଚାରଉଚରା କରୁଛି । ୨୫ ତାରିଖ ଭିତରେ ଥାନାରେ ହଜାର ହେବାକୁ ନୋଟିସ କରିଥିଲା ପୋଲିସ । ସନ୍ତୋଷ ରଶ୍ମିରେଖାଙ୍କ…

ଘରୋଇ ସ୍କୁଲ୍ ଫାଟକ ଭାଙ୍ଗିଯାଇ ସୁରକ୍ଷାକର୍ମୀଙ୍କ ସହ ନାବାଳକର ମୃତ୍ୟୁ

ରାଉରକେଲା: ରାଉରକେଲା ସେକ୍ଟର-୯ ସ୍ଥିତ ବିକାଶ ଇଣ୍ଡ ଗ୍ଲୋବାଲ ସ୍କୁଲରେ ଅଘଟଣ ଘଟିଛି । ଗୁରୁବାର ବିଳମ୍ବିତ ରାତିରେ ସ୍କୁଲ ମୁଖ୍ୟ ଫାଟକ ଭାଙ୍ଗି ତଳେ ପଡ଼ିଯିବାରୁ ୨ ଜଣଙ୍କ ମୃତ୍ୟୁ ବରଣ କରିଛନ୍ତି । ମୃତକ ହେଲେ ସୁରକ୍ଷାକର୍ମୀ ଗାନ୍ଧୀରାମ ରାଉତ (୫୮) ଓ ଅନ୍ୟଜଣେ ସୁରକ୍ଷାକର୍ମୀଙ୍କ ପୁଅ…

[ଦେଖନ୍ତୁ ଭିଡିଓ] ନାମାଙ୍କନ ଭରିଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ: ପ୍ରଥମ ପ୍ରସ୍ତାବକ ଭାବେ ଦସ୍ତଖତ…

ଦିଲ୍ଲୀ : ସଂସଦ ଭବନରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ନାମାଙ୍କନ ଭରିଛନ୍ତି । ପ୍ରଥମ ପ୍ରସ୍ତାବକ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦସ୍ତଖତ କରିଛନ୍ତି । ଗୃହମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ରହିଛନ୍ତି…

[ଦେଖନ୍ତୁ ଭିଡିଓ] ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ାଙ୍କ ଆତ୍ମହତ୍ୟା !

ଭୁବନେଶ୍ୱର: ଆଉ ନାହାନ୍ତି ରାଇମୋହନ ପରିଡ଼ା । ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ାଙ୍କ ମୃତଦେହ ମିଳିଛି । ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ତେବେ କିଭଳି ପରିସ୍ଥିତିରେ କାହିଁକି ରାଇମୋହନ ଆତ୍ମହତ୍ୟା କଲେ ତାହା ଜଣାପଡ଼ି ନାହିଁ । ୯୦ରୁ ଅଧିକ ଓଡ଼ିଆ ସିନେମାରେ ଖଳନାୟକ…

ରାଇରଙ୍ଗପୁରରୁ ରାଇସିନା ରେସ

ପ୍ରୀତିଛନ୍ଦା ଧଳଙ୍କ ନିୟମିତ ସ୍ତମ୍ଭ ‘ପ୍ରୀତିଲେଖା’ ଏବେ ସବୁ ଆଡେ଼ ଗୋଟିଏ ଚର୍ଚ୍ଚା ଜଣେ ସଶକ୍ତ, ଦୃଢ଼ମନା ଆଦିବାସୀ ମହିଳାଙ୍କୁ ନେଇ । ମହିଳା ଜଣଙ୍କ ହେଉଛନ୍ତି ଦ୍ରୌପଦୀ ମୁର୍ମୁ । ଓଡ଼ିଶାର ଝିଅ ପୂର୍ବତନ ମନ୍ତ୍ରୀ , ଝାରଖଣ୍ଡର ପୂର୍ବତନ ରାଜ୍ୟପାଳ ଅଧୁନା ଭାରତୀୟ ଜନତା ପାର୍ଟିର…