Latest Odisha News

BREAKING NEWS

Yearly Archives

2022

[ଦେଖନ୍ତୁ ଭିଡିଓ] ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବିଭିନ୍ନ ୱାର୍ଡରେ ପଶିଲା ବର୍ଷା ପାଣି, ରୋଗୀ ହନ୍ତସନ୍ତ

ସୋନପୁର: ମୌସୁମୀ ବର୍ଷା ଆରମ୍ଭରୁ ବେହାଲ୍ ସୁବର୍ଣ୍ଣପୁର । ବର୍ଷା ଆରମ୍ଭରୁ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବର୍ଷା ପାଣି ପଶିଛି । ଫଳରେ ରୋଗୀଙ୍କ ସହ ସମ୍ପର୍କୀୟ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଗତକାଲି ଠାରୁ ସୁବର୍ଣ୍ଣପୁର ଜିଲ୍ଲାକୁ ମୌସୁମୀ ଛୁଇଁଥିବା…

ସୁସ୍ଥ ହୋଇ ଡାକ୍ତରଖାନାରୁ ଫେରିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୁସ୍ଥ ହୋଇ ଡାକ୍ତରଖାନାରୁ ଘରକୁ ଫେରିଛନ୍ତି । କରୋନା ସଂକ୍ରମିତ ହେବା ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ଏବେ ତାଙ୍କୁ ଘରେ ବିଶ୍ରାମ ନେବା ପାଇଁ ପରାମର୍ଶ ଦିଆଯାଇଛି । ସୋନିଆ ଗାନ୍ଧୀ ସୁସ୍ଥ ହେବା ଖବର ଜୟରାମ ରମେଶ ଟୁଇଟ…

ଆନ୍ତର୍ଜାତିକ ଯୋଗ ଦିବସ ଉପଲକ୍ଷେ: ମାନବିକତା ପାଇଁ ଯୋଗ ବାର୍ତ୍ତା

ପୁରୀ: ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଆନ୍ତର୍ଜାତିକ ଯୋଗ ଦିବସ ଉପଲକ୍ଷେ ପୁରୀ ଲାଇଟ ହାଉସ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି। ଏହି ବାଲୁକା କଳାରେ"International Yoga Day" ରେ "Yoga for humanity" ର ବାର୍ତ୍ତା ଦେଇଛନ୍ତି ।  ବାଲୁକା କଳା ଟି 17 ଫୁଟ…

ଗଣ୍ଡଗୋଳ ପରେ ସ୍କର୍ପିଓରେ ଦୁର୍ବୃତ୍ତ ଲଗେଇଲେ ନିଆଁ

ଭୁବନେଶ୍ବର:  ଡେଲଟା ଛକରେ ନିଆରେ ଫୁଟିଲା ସ୍କର୍ପିଓ । ଗାଡି ମାଲିକ ସହ ଗଣ୍ଡଗୋଳରୁ ଘଟିଲା ଏପରି  ଅଘଟଣ। ଗାଡିରେ ନିଆଁ ଲଗାଇଦେଲେ ଅମାନିଆ ଦୁର୍ବୁତ୍ତ। ରାସ୍ତାରେ‌ ୨୦ ମିନିଟ ଜଳିଲା ସ୍କର୍ପିଓ‌କାର । ଶେଷରେ ଜଳିଜଳି ଫୁଟିଲା ଗାଡିର ପେଟ୍ରୋଲ ଟ୍ୟାଙ୍କ। ଏଭଳି ଘଟଣା ଦେଖି ଡେଲଟା ଛକରେ‌…

ଆସନ୍ତାକାଲି ଯୋଗ ଦିବସକୁ ସଫଳ କରିବାକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ  ଯୋଗ ଦିବସକୁ ସଫଳ କରିବା ଏବଂ ଯୋଗକୁ ଅଧିକ ଲୋକପ୍ରିୟ କରିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି । ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି; “ଆସନ୍ତାକାଲି, ୨୧  ଜୁନ୍ ଅନ୍ତର୍ଜାତୀୟ ଯୋଗ ଦିବସ ।  ‘ମାନବିକତା ପାଇଁ ଯୋଗ' ବିଷୟବସ୍ତୁ ଦ୍ୱାରା…

[ଦେଖନ୍ତୁ ଭିଡିଓ] ପିଲାଙ୍କ ଭବିଷ୍ୟତକୁ ନେଇ ଖେଳ, ଅନ୍ଧାରରେ ଚାଲିଛି ଖାତା ମୂଲ୍ୟାୟନ ଓ ପରୀକ୍ଷା

ନବରଙ୍ଗପୁର: ପରୀକ୍ଷା ଅନ୍ଧାରରେ, ଖାତା ଦେଖା ଚାଲିଛି ମୋବାଇଲ୍ ଲାଇଟରେ । ନବରଙ୍ଗପୁର ମହାବିଦ୍ୟାଳୟରେ ମୋବାଇଲ୍ ଲାଇଟରେ ଯୁକ୍ତ ଦୁଇ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଖାତା ଦେଖା ଚାଲିଛି । ମାତୃଭାଷା ଓଡ଼ିଆ ଏବଂ ଅର୍ଥନୀତି ଖାତାକୁ ଅଧ୍ୟାପକ ମାନେ ମୋବାଇଲର ଲାଇଟ୍ ମାରି ମୂଲ୍ୟାଙ୍କନ…

ରାଜ୍ୟଗୋଷ୍ଠୀ କ୍ରୀଡା: ଭାରତୀୟ ହକି ଦଳରେ ସ୍ଥାନ ପାଇଲେ ଅମିତ ରୋହିଦାସ

ନୂଆଦିଲ୍ଲୀ: ରାଜ୍ୟଗୋଷ୍ଠୀ କ୍ରୀଡା ପାଇଁ ସୋମବାର ଭାରତୀୟ ପୁରୁଷ ହକି ଦଳର ଘୋଷଣା କରାଯାଇଛି । ମନପ୍ରୀତ ସିଂଙ୍କୁ ପୁନର୍ବାର ଅଧିନାୟକ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ଓଡିଶାର ଅମିତ ରୋହିଦାସଙ୍କୁ ଚୂଡାନ୍ତ ଦଳରେ ସ୍ଥାନ ମିଳିଛି । ଏଫଆଇଏଚ ପ୍ରୋ ଲିଗରେ ଅମିତ ଭାରତୀୟ ଦଳର ନେତୃତ୍ୱ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

ଅଗ୍ନିପଥ ଯୋଜନାକୁ ବିରୋଧ କରି ଭାରତବନ୍ଦ ଡାକରାରେ ଦିଲ୍ଲୀ ଜାମ୍ । ଟ୍ରେନ୍ ବାତିଲ ଯୋଗୁ ଷ୍ଟେସନରେ ହନ୍ତସନ୍ତ ଯାତ୍ରୀ। ହାଇଆଲର୍ଟରେ ଆରପିଏଫ ଓ ଜିଆରପି  ।  ଅଗ୍ନିବୀର ଅବସର ନେବା ପରେ ମହିନ୍ଦ୍ରା ଗ୍ରୁପରେ ନିଯୁକ୍ତି ସୁଯୋଗ  । ଟିଭି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଆତ୍ମହତ୍ୟା ।…

ସଲମାନଙ୍କ କଭି ଇଦ କଭି ଦିୱାଲୀରେ ରାମଚରଣ !

ମୁମ୍ବାଇ: ଭି ଇଦ କଭି ଦିୱାଲୀକୁ ସୁପରହିଟ କରିବା ପାଇଁ ସଲମାନ ଖାଁ ଏବଂ ଏହାର ମେକର୍ସ ସମସ୍ତ ପ୍ରକାର ଉଦ୍ୟମ ଜାରୀ ରଖିଛନ୍ତି । ପିଙ୍କ ଭିଲ୍ଲାରେ ପ୍ରକାଶିତ ରିପୋର୍ଟ ଅନୁସାରେ ସାଉଥ ସୁପରଷ୍ଟାର ରାମଚରଣ ଏହି ଫିଲ୍ମରେ ଏକ କାମିଓ ରୋଲ କରିବେ । ଏକ ଡ୍ୟାନ୍ସ ସଙ୍ଗରେ ସଲମାନ ଓ ରାମଚରଣଙ୍କୁ…

ରାଷ୍ଟ୍ରପତି ନିର୍ବାଚନ: ଶରଦ, ଫାରୁକ ପରେ ମନା କଲେ ଗୋପାଳକୃଷ୍ଣ

ନୂଆଦିଲ୍ଲୀ: ଜୁଲାଇରେ ଭାରତର ନୂତନ ରାଷ୍ଟ୍ରପତି ନିର୍ବାଚନ ହେବ । ତେବେ ଏ ନେଇ ସୋମବାର ବିରୋଧୀ ଦଳଗୁଡିକୁ ବଡ ଝଟକା ଲାଗିଛି । ଗୋପାଳକୃଷ୍ଣ ଗାନ୍ଧୀ ରାଷ୍ଟ୍ରପତି ନିର୍ବାଚନରେ ଲଢ଼ିବେ ନାହିଁ ବୋଲି ମନା କରି ଦେଇଛନ୍ତି । ତାଙ୍କ ପୂର୍ବରୁ ଶରଦ ପାୱାର, ଏଚଡି ଦେବଗୌଡା ଓ ଫାରୁକ ଅବଦୁଲ୍ଲା…