କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ପତ୍ର ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ : ବରଗଡ଼ ଜିଲ୍ଲା ବରପାଲି ବ୍ଲକରେ ସନ୍ଧାନ ହୋଇଥିବା ଦୁଇ ହଜାର ବର୍ଷ ତଳ ପ୍ରାଚୀନ ସଭ୍ୟତାର ପୁନରୁଦ୍ଧାର ଏବଂ ସଂରକ୍ଷଣ ଦାୟିତ୍ୱକୁ ଭାରତୀୟ ପ୍ରତ୍ନତତ୍ୱ ସର୍ବେକ୍ଷଣ(ଏଏସଆଇ)କୁ ହସ୍ତାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେବାକୁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷାନ…